କଟକ

ଓ୍ବେବ୍‌ ପୋର୍ଟାଲ ମୁଖ୍ୟଙ୍କ ଗୁମର ଫିଟୁଛି

ଭୁବନେଶ୍ୱର,(ବ୍ୟୁରୋ)/ବାରଙ୍ଗ, ୩୦।୮(ଡି.ଏନ.ଏ.): ଦୁଇ ବ୍ୟବସାୟୀଙ୍କୁ ମୁଣ୍ଡଜାମିନ ରଖି ଅମାନୁଷିକ ନିର୍ଯାତନା ଘଟଣାରେ ନନ୍ଦନକାନନ ଥାନା ପୋଲିସ ଶନିବାର ଲାଇଭ୍‌ କଳିଙ୍ଗ ୱେବ୍‌ ପୋର୍ଟାଲର ସମ୍ପାଦିକାଙ୍କ ସମେତ ୫ଜଣଙ୍କୁ ଗିରଫ କରିଥିଲା। ତେବେ ଚଢ଼ାଉବେଳେ ଖସିଯାଇଥିବା ମୁଖ୍ୟ ଅଭିଯୁକ୍ତ ତଥା ପୋର୍ଟାଲ ସିଇଓ…

ମହାକାଳପଡ଼ାରୁ ନନ୍ଦନକାନନ ଆସିଲା ଥଣ୍ଟିିଆ କୁମ୍ଭୀର

ବାରଙ୍ଗ,୩୦ା୮(ଡି.ଏନ୍‌.ଏ.): ନନ୍ଦନକାନନକୁ ରବିବାର ରାତିରେ ଏକ ଥଣ୍ଟିଆ କୁମ୍ଭୀର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରୁ ଉଦ୍ଧାର ହୋଇ ଆସଛି। ସାମଯୋରି ଗ୍ରାମର କେତେଜଣ ଯୁବକ ପାଇକା ନଦୀକୁ ମାଛ ମାରିବାକୁ ଯାଇଥିବାବେଳେ ୩ଫୁଟ ଲମ୍ବର ଏକ ଥଣ୍ଟିିଆ କୁମ୍ଭୀର ଜାଲରେ ପଡିଥିଲା। ଖବରପାଇ…

ନନ୍ଦନକାନନକୁ ଆସିବ କେନ୍ଦ୍ରୀୟ ଚିଡ଼ିିଆଖାନା ଟିମ୍‌

ବାରଙ୍ଗ,୩୦ା୮(ଡି.ଏନ୍‌.ଏ.): ନନ୍ଦନକାନନ ମୂଲ୍ୟାଙ୍କନ ପାଇଁ କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ସଦସ୍ୟ ଶ୍ରୀୟୁ ପ୍ରକାଶମ ଜଣିକିଆ କମିଟି ପରିଦର୍ଶନରେ ଆସିବେ। ପ୍ରାଣୀ ଉଦ୍ୟାନ ଠିକ୍‌ ପରିଚାଳନା ହେଉଛି କି ନାହିଁ ତାହା ଉପରେ ସୋମବାର ଓ ମଙ୍ଗଳବାର ଅନୁଧ୍ୟାନ କରିବେ। ଉଦ୍ଭିଦ ଉଦ୍ୟାନ…

ଅନୁଭବଙ୍କ ପକ୍ଷରୁ ସତ୍ୟପାଠ ଦାଖଲ

କଟକ ଅଫିସ,୨୮।୮: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି କଟକ ଜିଲା ପରିବାର ଅଦାଲତରେ ଶୁକ୍ରବାର ହେବାର ଥିଲା। ହେଲେ ଉଭୟ ଅଦାଲତକୁ ଆସି ନ ଥିଲେ। ଅନୁଭବଙ୍କ…

ଓଡ଼ିଶା ବାହାରକୁ ଆଉ ଯିବାକୁ ପଡ଼ିବନି : ଏସିବି ମେଡିକାଲରେ ହେବ ମାଗଣାରେ ଇକ୍‌ମୋ ଚିକିତ୍ସା

କଟକ ଅଫିସ, ୨୭।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏସିବି ମେଡିକାଲ କଲେଜ ହସ୍ପିଟାଲରେ ଇକ୍‌ମୋ ମେଶିନ୍‌ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାନ ପରେ ସେ କହିଛନ୍ତି, ପୂର୍ବ ଭାରତର ଇକମୋ ହବ୍‌ ହେବ ଏସିବି ମେଡିକାଲ। ଏହା ସହିତ ରାଜ୍ୟ ସରକାର…

ମାହାଙ୍ଗା ଡବଲ ମର୍ଡର ସହ ମନ୍ତ୍ରୀଙ୍କ ଲିଙ୍କ୍‌ର ତଦନ୍ତ ହେବ

ନିଶ୍ଚିନ୍ତକୋଇଲି,୨୬ା୮(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡର୍ବଲ ମର୍ଡର ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ନେଇ ହୋଇଥିବା ଅଭିଯୋଗର ସାନି ତଦନ୍ତ କରିବାକୁ ମାହାଙ୍ଗା ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର ପ୍ରଥମ…

ବର୍ଷା-ଅନୁଭବ ପାରିବାରିକ ବିବାଦର ଅନ୍ତ

କଟକ ଅଫିସ,୨୬ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏମ୍‌ପି ତଥା ଅଭିନେତା ସ୍ବାମୀ ଅନୁଭବଙ୍କ ପାରିବାରିକ ବିବାଦର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତ୍ୱରିତ ଶୁଣାଣି ପାଇଁ ଅନୁଭବ ଆବେଦନ କରିଥିବାରୁ ଏହି ମାମଲାର ଆଜି ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ସୂଚନାଯୋଗ୍ୟ, ବିବାହ…

‘ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ୍‌ କର’

କଟକ ଅଫିସ, ୨୫ା୮: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ନେଇ ସ୍ବଚ୍ଛତା ନିମନ୍ତେ ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ କର। ଏହାର ଭିଡିଓଗ୍ରାଫି କରି ରାଜ୍ୟ ଖାଦ୍ୟ କମିଶନଙ୍କ ୱେବସାଇଟରେ ଅପଲୋଡ୍‌ କର। ଏଥିସହ ଜୁନ ୧ରୁ ଅକ୍ଟୋବର…

୭ ବର୍ଷ ପରେ ଧରାପଡ଼ିଲେ ଧଳସାମନ୍ତଙ୍କ ଘନିଷ୍ଠ ସହଯୋଗୀ

କଟକ ଅଫିସ,୨୩।୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ଭ୍ରାତାଙ୍କ ଘନିଷ୍ଠ ସହଯୋଗୀ ଦିଲୁ ଓରଫ ପ୍ରଦୀପ କୁମାର ସାହୁଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଏନେଇ ସୋମବାର ଡିସିପି କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ ପୋଲିସ୍‌ କମିଶନର(ସିପି) ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି…

୫ ବର୍ଷ ପରେ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ଗିରଫ

କଟକ ଅଫିସ,୨୩ା୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ପ୍ରଦୀପ କୁମାର ସାହୁ (ଦିଲୁ)ଙ୍କୁ ଗିରଫ କରାଯାଇଛି। କଟକ ଅର୍ବାନ ପୋଲିସ ତାଙ୍କୁ ଆଜି ଗିରଫ କରିଥିବା ଏକ ଖବରଦାତା ସମ୍ମିଳନୀରେ ଦେଇଛନ୍ତି ଟୁଇନ୍‌ସିଟି କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। ସୂଚନାଯୋଗ୍ୟ,…

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋପାଳପୁର ବିଧାୟକ

କଟକ ଅଫିସ,୨୩।୮। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି। ସେ ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସର୍ବୋଚ୍ଚ କୋର୍ଟରେ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ ଡକ୍ୟୁମେଣ୍ଟ ଦେଇଥିବା ସେ ଅଭିଯୋଗ କରିଛନ୍ତି। ପାଣିଗ୍ରାହୀଙ୍କ…

ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା

କଟକ ଅଫିସ,୧୯।୮: ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ଘଟିଥିବା ଚର୍ଚ୍ଚିତ ୧୨ଟି ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଥିରେ ସିବିଆଇ, ମୁଖ୍ୟ ଶାସନ ସଚିବ, ଗୃହ ସଚିବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?