କଟକ

ପୁରୀ ହାଜତ ମୃତ୍ୟୁ ମାମଲା: ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯।୮: ପୁରୀ ହାଜତ ମୃତ୍ୟୁକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି କରି ବୁଧବାର ହାଇକୋର୍ଟ ଅନ୍ତ ଘଟାଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କ ମିଳିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଗତ…

ଆତ୍ମଜୀବନୀ ପ୍ରକାଶ ନ କରିବାକୁ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୧୯।୮: କଟକ ବାଣିଜି୍ୟକ ଅଦାଲତରେ ମଙ୍ଗଳବାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପାଣ୍ଡୁଲିପି ଛପା ମାମଲାର ଶୁଣାଣି ହୋଇଥିଲା। ଅଦାଲତର ସିନିୟର ସିଭିଲ ଜଜ୍‌ ବୁଧବାର ଏହାର ଶୁଣାଣି କରିଥିଲେ। ଏହି ମାମଲାର ଚୂଡାନ୍ତ ରାୟ ପ୍ରକାଶ ନ ପାଇବା…

ଭିଜିଲାନ୍ସ ହାତରେ ମହିଳା କଲେଜର କିରାଣି

କଟକ ଅଫିସ,୧୮ା୮: କଟକ କଲ୍ୟାଣୀ ସ୍ଥିତ କୁସୁମଦେବୀ ସତସଙ୍ଗ ମହିଳା କଲେଜର କନିଷ୍ଠ କିରାଣୀ ଜ୍ୟୋତ୍ସ୍ନା ପରିଡ଼ା ବୁଧବାର ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ଅଭିଯୋଗକାରୀ ରାଧାରାଣୀ ସାହୁଙ୍କ ସ୍ବାମୀ…

ସ୍କୁଲ ମିଶ୍ରଣ ନୀତି ପ୍ରତ୍ୟାହାର ନ ହେଲେ ଗଣ ଆନ୍ଦୋଳନ

କଟକ ଅଫିସ,୧୪ା୮: ରାଜ୍ୟ ସରକାର ଉପସ୍ଥାନ କମ୍‌ ଆଳରେ ୧୪,୩୭୯ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବା ପାଇଁ ଘୋଷଣା କରିଛନ୍ତି। ସେଥିମଧ୍ୟରୁ କଟକ ଜିଲାର ୪୪୮ ଓ ମହାନଗର ନିଗମର ୨୫ ସରକାରୀ ପ୍ରାଥମିକ ବିଦ୍ୟାଳୟ ବନ୍ଦ ହେବାକୁ ଯାଉଛି ବୋଲି…

ଉଚ୍ଛେଦ ପୂର୍ବରୁ ବସ୍ତିବାସିନ୍ଦାଙ୍କୁ ଥଇଥାନ କର

କଟକ ଅଫିସ,୧୪ା୮: ବିନା ଥଇଥାନରେ ଜଗତ୍‌ପୁର ଝାଡୁ ବସ୍ତି ସମେତ ଅନ୍ୟାନ୍ୟ ବସ୍ତି ଉଚ୍ଛେଦ ପ୍ରତିବାଦରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବସ୍ତି ବାସିନ୍ଦାମାନେ ଦୀର୍ଘବର୍ଷ ଧରି ଉକ୍ତ…

୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ

କଟକ ଅଫିସ,୧୩ା୮: ଆଥ୍‌ଲେଟ୍‌ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍‌ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍‌ ମହାନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର…

ରାଜ୍ୟର ୪ ପୋଲିସ ଅଧିକାରୀ ପାଇବେ ଉତ୍କର୍ଷ ସେବା ପଦକ

କଟକ ଅଫିସ,୧୩ା୮: ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଦେଶର ୧୫୨ଜଣ ପୋଲିସ ଅଧିକାରୀଙ୍କୁ ୨୦୨୧ ବର୍ଷ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବ। ଏଥିପାଇଁ ଓଡ଼ିଶା ପୋଲିସର ୪ ଅଧିକାରୀ ଯୋଗ୍ୟ ବିବେଚିତ…

ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ମାମଲା: ଜିଲାପାଳଙ୍କୁ ୨ସପ୍ତାହ ସମୟ ଦେଲେ ଏନ୍‌ଜିଟି

କଟକ ଅଫିସ/ନୂଆଦିଲ୍ଲୀ,୧୩ା୮: ମହାନଦୀ ଶଯ୍ୟାରେ ବେଆଇନଭାବେ ନିର୍ମାଣ ହୋଇଥିବା ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)। ଏଥିସହିତ ପଞ୍ଚମୁଖୀ ମନ୍ଦିର ଉଚ୍ଛେଦ ନେଇ କ’ଣ ସବୁ ପଦକ୍ଷେପ…

ଗ୍ରୀନ୍‌ କରିଡରରେ ଜଣଙ୍କୁ ଏମ୍ସ ସ୍ଥାନାନ୍ତର

କଟକ ଅଫିସ, ୧୨ା୮: କଟକ ଏସ୍‌ସିବି ମେଡିକାଲରେ ଶନିବାର ଏକାଥରକେ ଜନ୍ମ ହୋଇଥିବା ୪ ଶିଶୁକନ୍ୟାଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବୁଧବାର ଶିଶୁଭବନରୁ ଭୁବନେଶ୍ୱର ଏମ୍ସକୁ…

ମଦ ବ୍ୟବସାୟୀଙ୍କ ମାଡ଼ରେ ଖବରଦାତା ଲହୁଲୁହାଣ

ତିଗିରିଆ, ୧୨ା୮( ଡି.ଏନ.ଏ.): ତିଗିରିଆ ବ୍ଲକ କରଡ଼ାପଲ୍ଲୀ ଗଁାର ଖବରଦାତା ପନିଆ ଖଁାଙ୍କୁ ସେହି ଗଁାର ୨ ଜଣ ଦେଶୀ ମଦ ବ୍ୟବସାୟୀ ନିସ୍ତୁକ ପିଟି ଲହୁଲୁହାଣ କରିଛନ୍ତି। ମଙ୍ଗଳବାର ରାତିରେ ଉଭୟ ମଦ ବ୍ୟବସାୟୀ ପନିଆଙ୍କୁ ଏକ ଗଣ୍ଡଗୋଳ ଘଟଣାର…

ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ବାଙ୍କୀ, ୧୨ା୮(ସ୍ବ.ପ୍ର.): ଡମପଡ଼ା ବ୍ଲକ କୁସୁପଙ୍ଗି ଓ ତାଳବସ୍ତ ପଞ୍ଚାୟତରେ ଏମ୍‌ଜିଏନଆରଇଜିଏସ୍‌ କାର୍ଯ୍ୟ ଓ ରୁବାନ ଅନୁଦାନରେ ନିର୍ମାଣ ହୋଇଥିବା ପ୍ରକଳ୍ପଗୁଡିକରେ ମହାଦୁର୍ନୀତିରେ ହୋଇଛି। ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଗିରଫ କରିବାକୁ ଦାବି କରି…

ଏଥର ଅକ୍ସିଜେନ୍‌ ରାଖୀ କିଟ୍‌

କଟକ ଅଫିସ, ୧୨ା୮: ଭାଇ-ଭଉଣୀର ସମ୍ପର୍କକୁ ଆଉଟିକେ ମଜଭୁତ କରିବା ପାଇଁ ପ୍ରତିବର୍ଷ ପାଳନ କରାଯାଏ ରକ୍ଷାବନ୍ଧନ ପର୍ବ ବା ଗହ୍ମାପୂର୍ଣ୍ଣିମା। ଆସନ୍ତା ୨୨ ତାରିଖରେ ଏହି ନିଆରା ପର୍ବ ପାଳନ ହେବାକୁ ଥିବାବେଳେ କରୋନା ମହାମାରୀ ଯୋଗୁ କଟକ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?