କଟକ

ମହାନଦୀ ଜଳ ବିବାଦ ମାମଲା ଶୁଣାଣି ସ୍ଥଗିତ

କଟକ ଅଫିସ,୭।୫: ଆସନ୍ତାକାଲି ଅର୍ଥାତ୍‌ ଶନିବାର ହେବାକୁ ଥିବା ମହାନଦୀ ଜଳ ବିବାଦ ମାମଲା ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏନେଇ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ରେଜିଷ୍ଟ୍ରାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନୋଟିସରେ ଉଲ୍ଲେଖ କରାଯାଇଛି, ବର୍ତ୍ତମାନ କୋଭିଡ୍‌ ସଂକ୍ରମଣ ପାଇଁ…

୧୪ ଦିନରେ ଗଲାଣି ୬୩୫୪.୭୪୨ ଟନ୍‌ ଅକ୍ସିଜେନ୍‌

କଟକ ଅଫିସ,୭।୫: କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ ଅଭାବ ଦେଖାଦେଇଛି। ଏଭଳି ସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍‌ ଯୋଗାଇଛି ଓଡ଼ିଶା। ୧୪ ଦିନ ମଧ୍ୟରେ ଅନୁଗୋଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲାରୁ ୩୪୫ଟି ଟ୍ୟାଙ୍କରରେ…

କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲରେ ମିଶ୍ରଣ ପ୍ରସଙ୍ଗ: ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦକଲେ ହାଇକୋର୍ଟ

କଟକ ଅଫିସ,୪।୫: କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ ପ୍ରସଙ୍ଗରେ ମଙ୍ଗଳବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଉକ୍ତ ପ୍ରସଙ୍ଗରେ ରାଜ୍ୟ ସରକାର ଜାରି କରିଥିବା ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ତେବେ ପୂର୍ବରୁ ଏହି…

ବାତ୍ୟା ସମୟରେ ପ୍ରଶାସନ ସହ ଯୋଡ଼ିହୋଇ ରୁହ: ଅଗ୍ନିଶମ ଡିଜି

କଟକ ଅଫିସ, ୪।୫: ଅଗ୍ନିଶମ ଡିଜି ଏମ୍‌. ଅକ୍ଷୟ ସୋମବାର ଭର୍ଚୁଆଲ ମୋଡ୍‌ରେ ବିଭାଗର ବିଭିନ୍ନ ପଦସ୍ଥ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ। ଏଥିରେ ପ୍ରାକ୍‌ ମୌସୁମୀ ବାତ୍ୟା ସମ୍ପର୍କରେ ଆଲୋଚନା ହେବା ସହ ବାତ୍ୟା ସମୟରେ କିପରି ଭାବେ…

ଓପିଏସ୍‌ସି ପରୀକ୍ଷା ସ୍ଥଗିତ

କଟକ ଅଫିସ,୪।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି। ତେବେ ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ହେବାକୁ ଥିବା ସମସ୍ତ ଲିଖିତ ପରୀକ୍ଷାକୁ ସ୍ଥଗିତ…

ସିଏମ୍‌ସି ପାଇଁ ୧୦ କୋଟି ମଞ୍ଜୁର

ଭୁବନେଶ୍ୱର,୩।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କଟକ ମହାନଗର ନିଗମ(ସିଏମ୍‌ସି) ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଏହି ଟଙ୍କା ପ୍ରଦାନ କରାଯିବ। କୋଭିଡ ପରିଚାଳନା ପାଇଁ ଏହି ଟଙ୍କା ଦିଆଯାଇଛି। କଟକରେ କରୋନା…

ସିବିଏସ୍‌ଇ ଢାଞ୍ଚାରେ ମାଟ୍ରିକ ମୂଲ୍ୟାଙ୍କନ: ଦଶମ ଟେଷ୍ଟ ଏବଂ ନବମ ବାର୍ଷିକ ପରୀକ୍ଷା ନମ୍ବର ଦାଖଲ ପାଇଁ ନିର୍ଦ୍ଦେଶ

କଟକ ଅଫିସ,୩।୫: କରୋନା ମହାମାରୀ ଯୋଗୁ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଛନ୍ତି। ତେବେ ପରୀକ୍ଷା ଫଳ ପ୍ରକାଶ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ସମସ୍ତ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ଜିଲା ଶିକ୍ଷାଧିକାରୀ ଛାତ୍ରୀଛାତ୍ରଙ୍କ…

ଛୁଟିରେ ଥାଇ ପଦୋନ୍ନତି

କଟକ ଅଫିସ,୩।୫: ରାଜ୍ୟ ପୋଲିସ ବିଭାଗ ବିଭିନ୍ନ ସମୟରେ ନିଜସ୍ବ କାର୍ଯ୍ୟଶୈଳୀକୁ ନେଇ ସମାଲୋଚନା ଘେରକୁ ଆସିଛି। କେତେବେଳେ ପୋଲିସ କର୍ମଚାରୀ ନିଜ କ୍ଷମତାର ଦୂରୁପଯୋଗ କରି ତ ଆଉ କେବେ ଅପରାଧ ସହ ଯୋଡ଼ି ହେବା ଯୋଗୁ ଖାକିରେ ଦାଗ…

ସୋମବାରଠାରୁ କଟକରେ ଲାଗୁ ହେବ ଏହି ନୂଆ ନିୟମ

କଟକ ଅଫିସ,୩୦।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସରକାର ବିଭିନ୍ନ କଟକଣା କରୁଥିବା ବେଳେ ସୋମବାରଠାରୁ କଟକରେ ନୂଆ ନିୟମ ଲାଗୁ ହେବ। ଦିନ ୨ଟା ପରେ ସହରର ସବୁ ଦୋକାନ…

କେବେ ସିଟି ସ୍କାନ ମେଶିନ ବସାଇବ ଜଣାଅ: ହାଇକୋର୍ଟ

କଟକ ଅଫିସ,୩୦।୪: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ୬ ମାସ, ଭୁବନେଶ୍ୱର ଓ ଝାରସୁଗୁଡାରେ ୨ବର୍ଷ ପରେ ସିଟି ସ୍କାନ୍‌ ମେଶିନ୍‌ ଲାଗିବ ବୋଲି ରାଜ୍ୟ ସରକାର ହାଇକୋର୍ଟଙ୍କୁ ସତ୍ୟପାଠ ଜରିଆରେ ଅବଗତ କରିଥିଲେ। କିନ୍ତୁ ଅନ୍ୟ ହସ୍ପିଟାଲରେ ଏହି…

୧୩୨ ଏସ୍‌ଆଇଙ୍କ ପଦୋନ୍ନତି

କଟକ ଅଫିସ,୩୦।୪: ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ୧୩୨ଜଣ ଏସ୍‌ଆଇଙ୍କୁ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପରବର୍ତ୍ତୀ ମୁହୂର୍ତ୍ତରେ ରାଜ୍ୟ ପୋଲିସ ମୁଖ୍ୟାଳୟ…

ଅମାନିଆଙ୍କଠାରୁ ଆଦାୟ ହୋଇଛି ୫ କୋଟି ୨୪ଲକ୍ଷ: ଡିଜିପି

କଟକ ଅଫିସ,୨୯।୪: ରାଜ୍ୟରେ କରୋନାର ସ୍ଥିତି ଦିନକୁ ଦିନ ବେକାକୁ ହେବାରେ ଲାଗିଛି। ଟେଷ୍ଟିଂ ଯୋଗୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ଏଭଳି ପରିସ୍ଥିତିରେ ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ହେଲେ କୋଭିଡ ସମ୍ପର୍କିତ ନିୟମକୁ କଡ଼ାକଡ଼ି ପାଳନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri