କଟକ

ପଞ୍ଜାବରୁ କଟକ ଆସୁଥିଲା ସୁନା

କଟକ ଅଫିସ,୧୬ା୭: ପଞ୍ଜାବରୁ ଓଡ଼ିଶାକୁ ଆସୁଥିଲା ପୁଳା ପୁଳା ସୁନା। ପରେ କଟକର ବିଭିନ୍ନ ଦୋକାନରେ ବିକ୍ରି ହେଉଥିଲା। ଏଥିପାଇଁ ଦୋକାନୀଙ୍କୁ ଜିଏସ୍‌ଟି ଦେବାକୁ ପଡୁ ନ ଥିଲା। ଟ୍ରେନ୍‌ରେ କୌଣସି ଧରପଗଡ଼ ନ ଥିବାରୁ ଦୀର୍ଘଦିନ ଧରି ଏହି ବେଆଇନ…

୨ କେଜି ସୁନା ଜବତ

କଟକ ଅଫିସ,୧୫ା୭: ପଞ୍ଜାବରୁ ପୁଳାପୁଳା ସୁନା ଆସି କଟକର ବିଭିନ୍ନ ସୁନା ଦୋକାନରେ ବିକ୍ରି ହେଉଥିଲା। ଏଥିନିମନ୍ତେ ଦୋକାନୀଙ୍କୁ କୌଣସି ଜିଏସ୍‌ଟି ତଥା ଟ୍ୟାକ୍ସ ଦେବାକୁ ପଡୁ ନ ଥିଲା। ଜିଏସ୍‌ଟି ଫାଙ୍କିବା ପାଇଁ ବେପାର ଚାଲିଥିଲା। ଟ୍ରେନରେ କୌଣସି ଧରପଗଡ଼…

ଟିକା ପାଇଁ ଭୁଲିଗଲେ ସାମାଜିକ ଦୂରତା

କଟକ ଅଫିସ,୧୫।୭: କଟକ ସହରରେ ପ୍ରାୟ ୬ଦିନ ପରେ ବୁଧବାର ଟିକାକରଣ ଆରମ୍ଭ ହୋଇଛି। ଟିକା ନେବା ପାଇଁ ବିଭିନ୍ନ କେନ୍ଦ୍ରରେ ଲୋକଙ୍କ ଲମ୍ବା ଧାଡି ଲାଗିଥିଲା। ହେଲେ ଇନ୍‌ଡୋର ଷ୍ଟାଡିୟମରେ ଲୋକଙ୍କ ଅସମ୍ଭାଳ ଭିଡ ଦେଖିବାକୁ ମିଳିଥିଲା। ଟିକାକେନ୍ଦ୍ରରେ ପ୍ରବେଶ…

ମାମୁଁଘରୁ ଫେରି ବର ଘରେ ବିବାହ କରିଥାନ୍ତେ ନାବାଳିକା, ହେଲେ ବିବାହ ପୂର୍ବରୁ ପହଞ୍ଚିଗଲେ ପୋଲିସ, ସିଡିପିଓ

ନିଶ୍ଚିନ୍ତକୋଇଲି,୧୪।୭(ସ୍ବ.ପ୍ର): ସରକାର ବାଲ୍ୟବିବାହ ଉପରେ କଡାକଡି ଆଇନ ପ୍ରଣୟନ କରିଥିଲେ ହେଁ ସଚେତନତା ଅଭାବରୁ ଏବେବି ବାଲ୍ୟ ବିବାହ ହେଉଥିବା ଅଭିଯୋଗ ହେଉଛି। ଏପରି ଏକ ଅଭିଯୋଗ ଆସିଛି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କୋଲଣପୁର ପଞ୍ଚୟତରେ। ଉକ୍ତ ପଞ୍ଚାୟତର ଦଳିତ…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଗତ ୯ ତାରିଖରେ ମଧ୍ୟ କୋର୍ଟର…

ସ୍ବାମୀଙ୍କ ଇକ୍‌ମୋ ଚିକିତ୍ସା ଲାଗି ସ୍ତ୍ରୀ କରିଥିଲେ ଗୁହାରୀ; ହେଲେ ଆଖି ବୁଜିଲେ ଦିବ୍ୟରଞ୍ଜନ

ଆଠଗଡ଼,୧୩।୭(ସ୍ବ.ପ୍ର.): ବିବାହର ମାତ୍ର ବର୍ଷେ ପରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି କଟକର ଦିବ୍ୟରଞ୍ଜନ ବେହେରା। ସ୍ତ୍ରୀ ପ୍ରତିଭା ପ୍ରୀୟଦର୍ଶୀନୀ ଓ ୩ ମାସର ପୁଅକୁ ଏକା କରି ସେ ଚାଲିଯାଇଛନ୍ତି। ତେବେ କରୋନା ସଂକ୍ରମିତ ହୋଇ ଗୁରୁତର ହୋଇଥିଲେ ସେ। ଅବସ୍ଥା…

ହାତୀ ଆକ୍ରମଣରେ ବୃଦ୍ଧା ମୃତ

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମହିଷାଲଣ୍ଡା ଗ୍ରାମରେ ରବିବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସରସ୍ବତୀ ଜେନା। ସକାଳେ ହାତୀ ଆକ୍ରମଣରେ ସରସ୍ବତୀ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼…

ଭିମସାରରେ ଚିକିତ୍ସା ଅବହେଳା ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ, ୧୦।୭: କରୋନାର ଦ୍ୱିତୀୟ ଲହର ସମୟରେ ବୁର୍ଲା ଭିମସାରରେ ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ତଦନ୍ତ ପାଇଁ ଶନିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୮ରେ…

କମିଶନରେଟ୍‌ ପୋଲିସ କବ୍‌ଜାରେ ୨ ଆନ୍ତଃ ରାଜ୍ୟ ସାଇବର ଠକ

କଟକ ଅଫିସ, ୧୧ା୭:କମିଶନରେଟ୍‌ ପୋଲିସର ସ୍ବତନ୍ତ୍ର ଟିମ୍‌ ୨ଜଣ ଆନ୍ତଃରାଜ୍ୟ ସାଇବର ଠକଙ୍କୁ ଗିରଫ କରିଛି। ସେମାନେ ହେଲେ ବିହାର ଦରଭଙ୍ଗା ଅଞ୍ଚଳର ଅନିଳେଶ ଆନନ୍ଦ(୨୩) ଓ ପଶ୍ଚିମବଙ୍ଗ ପଶ୍ଚିମ ବର୍ଦ୍ଧମାନ ଅଞ୍ଚଳର ଅଙ୍କିତ ରୟ(୨୩)। ସେମାନଙ୍କଠାରୁ ପୋଲିସ ୨୫ ଲକ୍ଷ…

ବର୍ଷାଙ୍କ ବିରୋଧରେ ପୁଣି ଅଭିଯୋଗ

କଟକ ଅଫିସ, ୯ା୭:ପାରିବାରିକ ବିବାଦ ମାମଲାରେ କେନ୍ଦ୍ରାପଡା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଗୁରୁବାର କଟକ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ଅଭିନେତ୍ରୀ ତଥା ସ୍ତ୍ରୀ ବର୍ଷା ତାଙ୍କ ବିରୋଧରେ ଷଡଯନ୍ତ୍ର କରିବା ସହ ଘର…

ମାଟ୍ରିକ ଫଳକୁ ନେଇ ଅଭିଭାବକ ଅସନ୍ତୁଷ୍ଟ

କଟକ ଅଫିସ,୮।୭: ଚଳିତବର୍ଷ ମାଟ୍ରିକ ଫଳକୁ ନେଇ ଝାରସୁଗୁଡାର ଜଣେ ଅଭିଭାବକ ଅସନ୍ତୋଷ ପ୍ରକାଶ କରିବା ସହ ତାଙ୍କ ପୁତ୍ରଙ୍କ ସାନି ମୂଲ୍ୟାୟନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆବେଦନକାରୀ ନିରାକାର ପାରୁୱାଙ୍କ ପକ୍ଷରୁ ଆଇନଜୀବୀ ଆଶିଷ ମିଶ୍ର ଏ ନେଇ…

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?