ହୋଲିରେ ଫାଣ୍ଡି ଅଧିକାରୀଙ୍କୁ ଆକ୍ରମଣ
କଟକସଦର,୨୯।୩: ହୋଲିରେ ଚୋରାରେ ମଦ ବିକ୍ରି ହେଉଥିବା ଖବର ପାଇଁ ୪୨ ମୌଜା ଫାଣ୍ଡି ଅଧିକାରୀ କୃପାସିନ୍ଧୁ ବରାଡ଼ ଝାରକଟା ଗ୍ରାମରେ ଚଢାଉ କରିଥିଲେ। ସେତିକିବେଳେ ଚୋରାମଦ ବିକ୍ରେତା ଓ ତାଙ୍କ ସ୍ତ୍ରୀଙ୍କ ସମେତ ପରିବାରର ଅନ୍ୟ ଲୋକମାନେ ବ୍ଲେଡ୍ରେ ପୋଲିସ…
କଟକଣା ମଧ୍ୟରେ ହୋଲି ମନାଇଲେ କଟକବାସୀ
କଟକ ଅଫିସ,୨୯।୩: ଭାଇଚାରାର ସହର କଟକରେ ସୋମବାର ରଙ୍ଗର ପର୍ବ ହୋଲି ପାଳିତ ହୋଇଯାଇଛି। ଚଳିତ ବର୍ଷ କରୋନା କଟକଣା ହୋଲିକୁ ଫିକା କରିଦେଇଛି। ଲୋକେ ଘରେ ରହି ହୋଲି ମନାଇଛନ୍ତି। ଛୋଟରୁ ବଡ ସଭିଏଁ ରଙ୍ଗ ଅବିରରେ ରଙ୍ଗେଇ ହୋଇଛନ୍ତି।…
କଟକଣା ଯୋଗୁ ବ୍ୟବସାୟ ମାନ୍ଦା
କଟକ ଅଫିସ, ୨୮। ୩: କଟକରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ହୋଲି ପାଳନ ଉପରେ କଟକଣା ଜାରି କରାଯାଇଛି। ଏକାସଙ୍ଗରେ ବହୁସଂଖ୍ୟକ ଲୋକଙ୍କୁ ହୋଲି ଖେଳିବାକୁ ବାରଣ କରାଯାଇଛି। ଲୋକମାନେ ବାହାରକୁ ନ ଆସି ଘରେ…
କୋଭିଡ୍ ନିୟମ ଉଲ୍ଲଂଘନ : ସୁପର ମାର୍କେଟ, ୨ କୋଚିଂ ସେଣ୍ଟର ସିଲ୍
କଟକ ଅଫିସ,୨୬।୩: କଟକ ସହରରେ କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ସିଏମ୍ସି ପକ୍ଷରୁ ଏକ ଶପିଂ କମ୍ପ୍ଲେକ୍ସ ଓ ୨ଟି କୋଚିଂ ସେଣ୍ଟର ସିଲ୍ କରାଯାଇଛି। କଟକ ମହାନଗର ନିଗମ (ସିଏମ୍ସି) ଡେପୁଟି କମିଶନର ଅବିନାଶ ରାଉତଙ୍କ ନେତୃତ୍ୱରେ ଏନ୍ଫୋର୍ସମେଣ୍ଟ…
ଲୁଟେରା ଗ୍ୟାଙ୍ଗ୍ର ୬ ଗିରଫ
କଟକ ଅଫିସ,୨୬।୩: ମଧୁପାଟଣା ଥାନା ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍ର ୬ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪ ବନ୍ଧୁକ, ୮ ଗୁଳି, ୬ ମୋବାଇଲ ଫୋନ୍, ୨ବାଇକ୍ ସମେତ ନଗଦ ୫୫୦୦ ଟଙ୍କା ଜବତ କରିଛି। ଗିରଫ ହୋଇଥିବା ଲୁଟେରାମାନେ…
ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ
କଟକ ଅଫିସ, ୨୪ା୩: ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକ ପାଳନ ଅବସରରେ କଟକ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ଅବସରରେ ରେଳଷ୍ଟେଶନଠାରେ ବିଶିଷ୍ଟ ଅତିଥିମାନେ ଗାନ୍ଧୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ଏହାପରେ…
ବିଚାରପତିଙ୍କ ସନ୍ଦିଗ୍ଧ ଚରିତ୍ର ବିପଜ୍ଜନକ
କଟକ ଅଫିସ,୨୩।୩: ଜଣେ ବିଚାରପତିଙ୍କ ଆଇନଗତ ଜ୍ଞାନ ଯଥେଷ୍ଟ ରହିଥିଲେ ସୁଦ୍ଧା ଯଦି ତାଙ୍କଠାରେ ସଚ୍ଚୋଟତା ବା ସାଧୁତାର ଅଭାବ ରହିବ ଏବଂ ତାଙ୍କ ଚରିତ୍ର ସନ୍ଦେହଜନକ ରହିବ ତେବେ ଏହା ନ୍ୟାୟ ବ୍ୟବସ୍ଥାର ସୁପରିଚାଳନା ପ୍ରତି ବିପଦ ବୋଲି ଓଡ଼ିଶା…
କଟକ ବଡ଼ ମେଡ଼ିକାଲରୁ ଫୁଲବାଣୀ ଫେରିଗଲେ ଜଗା
କଟକ ଅଫିସ,୨୨।୩: ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ଜଗାଙ୍କୁ ସୋମବାର କଟକ ବଡ଼ ମେଡ଼ିକାଲରୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। କଟକରୁ ନିଜ ଜନ୍ମମାଟିକୁ ଫେରିଛନ୍ତି ଜଗା। ୧୦୮ ଆମ୍ବୁଲାନ୍ସରେ ସ୍ବତନ୍ତ ଡାକ୍ତରୀ ଦଳ ସହ ସେ ଫୁଲବାଣୀ…
ଘରୋଇ ଶିକ୍ଷାନୁଷ୍ଠାନରେ ୧୭ କର୍ମଚାରୀ ପଜିଟିଭ ଘଟଣା: ଷ୍ଟ୍ରେନ ଜାଣିବାକୁ ସାମ୍ପୁଲ ସଂଗ୍ରହ କରାଯାଉ
କଟକ ଅଫିସ, ୨୦।୩: କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନର ୧୭ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ବାହାର ରାଜ୍ୟରୁ ଲୋକ ଆସୁଥିବାରୁ ନୂଆ ଷ୍ଟ୍ରେନ ଆଶଙ୍କା କରାଯାଉଛି । ଷ୍ଟ୍ରେନ ସମ୍ପର୍କରେ ଜାଣିବାକୁ ୧୭ ଜଣଙ୍କ ମଧ୍ୟରୁ…
ସହରରେ ଗଡୁନି ଟାଉନ୍ ବସ୍
କଟକ ଅଫିସ,୨୦।୩: ରେଭେନ୍ଶା ବିଶ୍ୱବିଦ୍ୟାଳୟକୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଛାତ୍ରୀଛାତ୍ରମାନେ ପଢ଼ିବାକୁ ଆସୁଛନ୍ତି। ବିଶେଷକରି ସହର ଉପକଣ୍ଠ ଚୌଦ୍ୱାର, ସିଡିଏ, ବାରଙ୍ଗ, ବିଡ଼ାନାସୀ, ଜଗତ୍ପୁର ଆଦି ସ୍ଥାନରୁ ଅନେକ ପିଲା ନିୟମିତଭାବେ ରେଭେନ୍ଶାକୁ ଆସନ୍ତି। ପୂର୍ବରୁ ସହରର ଭିନ୍ନଭିନ୍ନ ସ୍ଥାନରୁ ଛାତ୍ରୀଛାତ୍ରମାନେ…
ବିଦ୍ୟାଳୟ ପାଠାଗାର ପୁସ୍ତକ କିଣାରେ ଦୁର୍ନୀତି
କଟକସଦର,୧୯।୩(ଡି.ଏନ୍.ଏ.): ୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟଗୁଡ଼ିକୁ ପାଠାଗାର ପୁସ୍ତକ କିଣିବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏହିସବୁ ପୁସ୍ତକ ରାଜ୍ୟ ବାହାରର ପୁସ୍ତକ ବିକ୍ରେତାମାନଙ୍କଠାରୁ…
କଟକର ଘରୋଇ କଲେଜରୁ ୧୨ ଆକ୍ରାନ୍ତ ଚିହ୍ନଟ ଘଟଣା: କଣ୍ଟାକ୍ଟ ଟ୍ରେସିଂ କରିବ ସିଏମ୍ସି
କଟକ ଅଫିସ,୧୮।୩: କଟକରେ ଧିରେ ଧିରେ ବଢ଼ିବାରେ ଲାଗିଲାଣି କରୋନା ସଂକ୍ରମଣ। ସହରର ଏକ ଘରୋଇ କଲେଜରୁ ୧୨ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଉକ୍ତ କଲେଜକୁ ଅସ୍ଥାୟୀ ଭାବେ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ…
Archives


