ବର୍ଷାରେ କଟକ ଜଳମଗ୍ନ
କଟକ ଅଫିସ, ୭ା୭:ମଙ୍ଗଳବାର ସନ୍ଧ୍ୟାରେ ପ୍ରବଳ ବର୍ଷାଯୋଗୁ କଟକର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ବର୍ଷା ପୂର୍ବରୁ ସହରରେ ନାଳରୁ ପଙ୍କୋଦ୍ଧାର କାର୍ଯ୍ୟ ଶେଷ ହୋଇ ନ ଥିବାରୁ ଏଭଳି ଜଳବନ୍ଦୀ ସ୍ଥିତି ଉପୁଜିଥିଲା। ବିଶେଷକରି ସହରର ମୁଖ୍ୟ ରାସ୍ତାରେ ବର୍ଷାପାଣି…
ମାଟ୍ରିକ ଅଫ୍ଲାଇନ୍ ପରୀକ୍ଷା ଫର୍ମ ପୂରଣ ଆରମ୍ଭ
କଟକ ଅଫିସ,୬।୭: ଚଳିତବର୍ଷ ମାଟ୍ରିକ ଫଳ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ କରୋନା କଟକଣା ମଧ୍ୟରେ ଅଫ୍ଲାଇନ୍ରେ ପରୀକ୍ଷା ଦେବେ। ଏଥିପାଇଁ ସୋମବାରଠାରୁ ଫର୍ମ ପୂରଣ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ବୋର୍ଡ ୱେବ୍ସାଇଟ୍(www.bseodisha.ac.in)ରେ ଆସନ୍ତା ୧୪ ତାରିଖ ମଧ୍ୟରେ ଫର୍ମ ପୂରଣ…
୨୦ ସୁଦ୍ଧା ସମ୍ପୂର୍ଣ୍ଣ ତଥ୍ୟ ଦାଖଲ କର: ହାଇକୋର୍ଟ
କଟକ ଅଫିସ,୬।୭: କୋଭିଡ୍ଜନିତ ମୃତ୍ୟୁର ଅଡିଟ୍ ପ୍ରସଙ୍ଗରେ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ଏଥିରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଥିଲେ। ହେଲେ କୋଭିଡ୍ ମୃତ୍ୟୁ ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଦାଖଲ କରିପାରି ନ ଥିଲେ। ଏଥିରେ…
ମାଟ୍ରିକ୍ ଅଫ୍ଲାଇନ୍ ପରୀକ୍ଷା ପାଇଁ ଆଜିଠାରୁ ଅନ୍ଲାଇନ୍ ଆବେଦନ
କଟକ ଅଫିସ,୫ା୭: ଆଜିଠାରୁ ମାଟ୍ରିକ ଅଫ୍ଲାଇନ ପରୀକ୍ଷା ପାଇଁ ଅନ୍ଲାଇନ୍ ଆବେଦନ ଆରମ୍ଭ ହେଉଛି। ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏହାର ସୁଯୋଗ ନେଇପାରିବେ। ଚଳିତ ବର୍ଷ ଫର୍ମ ପୂରଣ ଲାଗି କୌଣସି ଫି’ ଦେବାକୁ ପଡ଼ିବ ନାହିଁ ।…
ସାପୁଆ ନଦୀ ପ୍ରଦୂଷଣ ମୁକ୍ତ ଦାବି
ଆଠଗଡ,୪ା୭(ସ୍ବ.ପ୍ର.): ସାପୁଆ ନଦୀକୁ ପ୍ରଦୂଷଣ ମୁକ୍ତ ଓ ଗୋଡ଼ିଝରିଆ ଜଳ ଯୋଗାଣ ପ୍ରକଳ୍ପରୁ ପାନୀୟଜଳ ଯୋଗାଇବାକୁ ଆଠଗଡ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ଏନେଇ ଦଳୀୟ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ବିଧାୟକ ଉମାବଲ୍ଲଭ…
ସୁକପାଇକା ନଦୀ ପୁନରୁଦ୍ଧାର ହେଉ
କଟକ ଅଫିସ, ୩ା୭: କଟକ ସଦର ଉପଖଣ୍ଡ ଅଧୀନ ୨୭.୫କିମି ଦୈର୍ଘ ସୁକପାଇକା ନଦୀ ଓ ଏବଂ ସେରୁଆ ନଦୀର ବାମପାର୍ଶ୍ୱ ଅବବାହିକା ୧୩.୧୨ କିମି ଦୈର୍ଘ ମାଲିଆ ଡ୍ରେନେଜର ପୁନରୁଦ୍ଧାର ନିମନ୍ତେ ଶୁକ୍ରବାର କଟକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସମୀକ୍ଷା…
ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ମଚାରୀଙ୍କ ଆତ୍ମାହୁତି ଘଟଣା: କୁଳପତିଙ୍କ ସମେତ ୩ ଜଣଙ୍କୁ ଆଗୁଆ ଜାମିନ
କଟକ ଅଫିସ, ୩ା୭: ସମ୍ବଲପୁର ବିଶ୍ୱବିଦ୍ୟାଳୟର ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ଆତ୍ମାହୁତି ଘଟଣାରେ ଶୁକ୍ରବାର କୁଳପତି ପ୍ରଫେସର ସଞ୍ଜୀବ ମିତଲ, ୱାର୍ଡନ ବିଶ୍ୱଜିତ୍ ଶତପଥୀ ଓ ସହକାରୀ ନିର୍ଦ୍ଦେଶକ(କ୍ରୀଡା) ଅବିନାଶ କରଙ୍କୁ ହାଇକୋର୍ଟ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଗତ…
ହାଇଓ୍ବା ଚକା ତଳେ ଚାଲିଗଲା ଯୁବକଙ୍କ ଜୀବନ
ଚୌଦ୍ୱାର,୨ା୭(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଇନ୍ଦ୍ରାଣୀପାଟଣା ପଞ୍ଚାୟତ କଜଳକଣାରେ ଚାଲିଥିବା ମୋରମ ଖାଦାନରେ ହାଇଓ୍ବା ଚକା ତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଚୌଦ୍ୱାର ପୋଲିସ ପହଞ୍ଚି ମୃତଦେହ ଜବତ କରିଥିବା…
୫ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ
ଭୁବନେଶ୍ୱର,୨।୭(ବ୍ୟୁରୋ): ସରକାର ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍ କଟକଣାକୁ କୋହଳ କରିଛନ୍ତି। ଏହାକୁ ବିଚାର କରି ଆସନ୍ତା ୫ରୁ ୧୭ତାରିଖ ପର୍ଯ୍ୟନ୍ତ କଟକଣା ମଧ୍ୟରେ ହାଇକୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ପ୍ରତ୍ୟେକ କାର୍ଯ୍ୟ ଦିବସରେ…
ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ: ପ୍ରଥମ କୁଳସଚିବ ଭାବେ ଦାୟିତ୍ୱ ନେଲେ ନିରୁପମା ସ୍ବାଇଁ
କଟକ ଅଫିସ,୨।୭: ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳସଚିବ ଭାବେ ଓଏଏସ୍ ଅଫିସର ନିରୁପମା ସ୍ବାଇଁ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର କମଲଜିତ ସିଂ ତାଙ୍କୁ ସ୍ବାଗତ କରିଥିଲେ। ନିରୁପମା ଦାୟିତ୍ୱ ଗ୍ରହଣ କରିବାବେଳେ ଡ. ସୁଶାନ୍ତ…
ରାଜ୍ୟରେ ନକଲି ଔଷଧ କାରବାର ଘଟଣା: ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୨।୭: ରାଜ୍ୟରେ ନକଲି ଔଷଧ କାରବାର ଘଟଣାର ସିବିଆଇ ତଦନ୍ତ ଦାବିକରି ଆମ୍ ଜନତା ଅଧିକାର ଟ୍ରଷ୍ଟର ଆବାହକ ବାସୁଦେବ ଭଟ୍ଟ ଗୁରୁବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ଆବେଦନକାରୀ ଭଟ୍ଟ ଏହି ମାମଲାରେ ସିବିଆଇ ନିର୍ଦ୍ଦେଶକ, ରାଜ୍ୟ…
ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ କ୍ରାଇମବ୍ରାଞ୍ଚର ଆଡ୍ଭାଇଜରି
କଟକ ଅଫିସ, ୧।୭: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ଉଦ୍ଦେଶ୍ୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ବୁଧବାର ଟୁଇଟର ମାଧ୍ୟମରେ ଆଡ୍ଭାଇଜରି ଜାରି କରାଯାଇଛି। ଏଥିରେ କୁହାଯାଇଛି, ସୋସିଆଲ ମିଡିଆରେ ଆକାଉଣ୍ଟ ଖୋଲିବା ସମୟରେ ସେହି ୱେବ୍ସାଇଟ୍ର ପ୍ରିଭେସି ପଲିସିକୁ ଭଲଭାବେ ପଢି ତୃତୀୟ ପକ୍ଷ…

