ଏସ୍ସିବି ମେଡିକାଲରେ ରୋଗୀଙ୍କ ଉପରେ ଫ୍ୟାନ୍ ଖସିବା ଘଟଣା: ଶେଷରେ ଆଖି ବୁଜିଲେ
କଟକ ଅଫିସ, ୧୬।୩: କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଛାତରୁ ଫ୍ୟାନ ଖସି ଗୁରୁତର ହୋଇପଡ଼ିଥିବା ମହିଳା ରୋଗୀ ଶେଷରେ ଆଖି ବୁଜିଛନ୍ତି। ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକଙ୍କ ନିକଟରୁ ସୂଚନା ମିଳିଛି। ମୃତ…
ଶିଶୁଭବନରେ ଅଗ୍ନିକାଣ୍ଡ
କଟକ ଅଫିସ,୧୩।୩: ଶନିବାର କଟକ ଶିଶୁଭବନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କୌଣସି ପ୍ରକାର କ୍ଷତି ଘଟି ନ ଥିବା ଜଣାପଡ଼ିଛି। ନ୍ୟୁ ବର୍ନ ଓ୍ବାର୍ଡର ଲାଇଟର ହୋଲଡରରେ ସର୍ଟସର୍କିଟ ହୋଇ ପ୍ରଥମେ ନିଆଁ…
ପଶ୍ଚିମବଙ୍ଗରେ ଓଡ଼ିିଆ ଝିଅଙ୍କ ସଫଳତା: ଜେଇଇ (ମେନ୍)ରେ ଟପ୍ପର
କଟକ ଅଫିସ,୧୨।୩: ପଶ୍ଚିମବଙ୍ଗରେ ଜେଇଇ (ମେନ୍) ପରୀକ୍ଷାରେ ୯୯.୯୯ ପ୍ରତିଶତ ନମ୍ବର ରଖି ଓଡ଼ିଆ ଝିଅ ଆଦ୍ୟାଶା ପାତ୍ର ଟପ୍ପର ହୋଇଛନ୍ତି। ତାଙ୍କର ଏହି ସଫଳତା ଯୋଗୁ ପରିବାରବର୍ଗ ଏବଂ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। କଟକ ଚାଉଳିଆଗଞ୍ଜ…
୮ ବର୍ଷ ହେବ ବନ୍ଦୀ ଜୀବନ
ନିଶ୍ଚିନ୍ତକୋଇଲି,୧୨।୩: ସରକାର ଭିନ୍ନକ୍ଷମମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ଏସବୁ ଯୋଜନାର ଲାଭ ହିତାଧିକାରୀଙ୍କୁ ମିଳିପାରୁନାହିଁ। ବହୁ ସମୟରେ ସେମାନଙ୍କ ଚିକିତ୍ସା ହୋଇପାରୁ ନ ଥିବାରୁ କଷ୍ଟ ପାଉଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି…
ଡ୍ରିଲିଂବେଳେ କାନ୍ଥ ଭୁଶୁଡ଼ିଲା: ଶ୍ରମିକ ମୃତ
କଟକ ଅଫିସ,୧୦ା୩: କଟକ ଶଙ୍କରପୁର ଢିଅସାହି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାନ୍ଥ ଭୁଶୁଡି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଟକ ନୂଆରାଉସାପାଟଣା ଅଞ୍ଚଳର ଡି.ସୁରିଆ ରାଓ(୩୪)। ବାଦାମବାଡି ଥାନା ଅଧିକାରୀ ରଶ୍ମି ରଞ୍ଜନ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ଢିଅସାହି…
ହାଇକୋର୍ଟରେ ପିଆଇଏଲ୍
କଟକ ଅଫିସ୍, ୧୦ା୩: ରାଜ୍ୟର ଶିମିଳିପାଳ ଅଭୟାରଣ୍ୟ ସମେତ ୩୦୦ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ପ୍ରାୟ ମାସେ ହେବ ନିଅଁା ଲାଗିଛି। ଏହା କମିବା ପରିବର୍ତ୍ତେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି କେବଳ ଶିମିଳିପାଳର ୧୪୨୮ଟି ସ୍ଥାନରେ ନିଅଁା ଲାଗିଥିବା…
କଟକ ବଡ଼ ମେଡିକାଲ ଛାତରୁ ଖସିପଡ଼ିଲା ଫ୍ୟାନ୍: ମହିଳା ରୋଗୀ ଆହତ
କଟକ ଅଫିସ,୮।୩: ବଡ଼ ମେଡିକାଲର ସର୍ଜରୀ ୱାର୍ଡର ଛାତରୁ ସୋମବାର ଏକ ଫ୍ୟାନ୍ ଖସିପଡ଼ିଛି। ଫ୍ୟାନଟି ଜଣେ ମହିଳା ରୋଗୀଙ୍କ ଉପରେ ପଡ଼ିବାରୁ ସେ ଆହତ ହୋଇଛନ୍ତି । ଏହାପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି । ମହିଳା ଜଣଙ୍କ ଯାଜପୁର…
ବାଣିଜ୍ୟକର ମାର୍କେଟ କମ୍ପ୍ଲେକ୍ସ ବିପଦସଙ୍କୁଳ
କଟକ ଅଫିସ, ୭ା୩: କଟକ ବଜ୍ରକବାଟିସ୍ଥିତ ବାଣିଜ୍ୟକର ମାର୍କେଟ କମ୍ପ୍ଲେକ୍ସ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି କମ୍ପ୍ଲେକ୍ସ ଛାତରୁ ପଲସ୍ତରା ଖସି ରଡ ଦେଖାଯାଉଛି। ଏଠାରେ ଦୋକାନ ଘର ଅଛି କିନ୍ତୁ ଭଡା ଲାଗିପାରୁନାହିଁ। ସେହିପରି ରକ୍ଷଣାବେକ୍ଷଣ ଅଭାବରୁ ଏଠାରେ ଥିବା…
ବସ୍ ଧକ୍କାରେ ଯୁବକଙ୍କ ଜୀବନଗଲା, ଉତ୍ତ୍ୟେକ୍ତ ଲୋକଙ୍କ ଭଙ୍ଗାରୁଜା
ଖୁଣ୍ଟୁଣୀ,୫।୩(ଡି.ଏନ୍.ଏ.): ଶୁକ୍ରବାର ସକାଳେ ଅନୁଗୋଳରୁ ଭୁବନେଶ୍ୱର ଆସୁଥିବା ନିଶା ନାମକ ଏକ ଘରୋଇ ବସ୍ ଧକ୍କାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେହେଲେ କୁଳାଇଲ ପଞ୍ଚାୟତ ଇନ୍ଦ୍ରାଣୀପାଟଣା ଗ୍ରାମର ଟୁଟୁ ଓରଫ ପ୍ରଦୀପ ସାହୁ। ପ୍ରଦୀପ ସକାଳେ ଜଳଖିଆ ନେଇ…
ପ୍ରେରଣା ପାଲଟିଛନ୍ତି ନିର୍ମଳା: ରଙ୍ଗବେରଙ୍ଗର କୋବି ଚାଷକରି ଚର୍ଚ୍ଚାରେ
ନିଶ୍ଚିନ୍ତକୋଇଲି,୫।୩: ସରକାର ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ସେମାନେ ମଧ୍ୟ ପୁରୁଷଙ୍କ ସହ ସମକକ୍ଷ ହୋଇ ଏବେ ଚାଷ କରିବା ଆରମ୍ଭ କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ଜଣେ ମହିଳା ଚାଷୀ ରଙ୍ଗ ବେରଙ୍ଗର କୋବି…
ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପୋଲିସ କର୍ମଚାରୀଙ୍କ ସ୍ତ୍ରୀ
କଟକ ଅଫିସ, ୨ା୩:ପୋଲିସ ବିଭାଗରେ କାମ କରୁଛନ୍ତି। ନା ମିଳୁଛି ଦରମା ନା ମିଳୁଛି ଛୁଟି। ଦୂରରେ ଥିବା ସ୍ବାମୀଙ୍କ ବିନା ଏକୁଟିଆ ସଂସାର ଜାଲରେ ଛନ୍ଦି ହୋଇପଡୁଛି। ପିଲାଛୁଆଙ୍କୁ ଭଲରେ ଦିମୁଠା ଖାଇବାକୁ ଦେଇପାରୁନାହିଁ। ଏଭଳି ପରିସ୍ଥିତିରେ ମୋ ସ୍ବାମୀଙ୍କୁ…
ଅଞ୍ଜନାଙ୍କୁ ନ୍ୟାୟ:ହାଇକୋର୍ଟରେ ମାମଲା ବନ୍ଦ
କଟକ ଅଫିସ/ଭୁବନେଶ୍ୱର, ୨ା୩:ସିବିଆଇ ତଦନ୍ତରେ ଶିଥିଳତା ଏବଂ ଷଡ଼ଯନ୍ତ୍ର ଅଭିଯୋଗ କରି ହାଇକୋର୍ଟରେ ୨୦୦୨ରେ ଗଣବଳାତ୍କାର ପୀଡ଼ିତା ଅଞ୍ଜନା ମିଶ୍ର କରିଥିବା ମାମଲାର ସୋମବାର ପରିସମାପ୍ତି ଘଟିଛି। ଦୀର୍ଘ ୧୯ବର୍ଷ ପରେ ଏହି ମାମଲାର ଶୁଣାଣି କରାଯାଇଥିଲା। ଏଥିରେ ରାଜ୍ୟ ସରକାର…
Archives


