ମହାନଦୀରୁ ୩୫ କେଜିର ମାଛ ଉଦ୍ଧାର
କଟକ ଅଫିସ, ୧।୭: କଟକସ୍ଥିତ ମୁଣ୍ଡଳି ପୋଲ ନିକଟ ମହାନଦୀରୁ ବୁଧବାର ୩୫ କେଜି ଓଜନର ଏକ ମାଛ ଉଦ୍ଧାର କରାଯାଇଛି। ସ୍ଥାନୀୟ ଅଞ୍ଚଳର ଭୀମସେନ ନାମକ ଜଣେ ମତ୍ସ୍ୟଜୀବୀ ମଙ୍ଗଳବାର ରାତିରେ ମୁଣ୍ଡଳି ନିକଟ ମହାନଦୀରେ ମାଛ ଧରିବା ପାଇଁ…
ପଦୋନ୍ନତିକୁ ହଁ, ବଦଳିକୁ ନା
କଟକ ଅଫିସ,୨୮।୬: କଟକ କମିଶନରେଟ ପୋଲିସର ପଦୋନ୍ନତି ଓ ବଦଳିରେ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। କମିଶନରେଟ ପୋଲିସରେ କାର୍ଯ୍ୟରତ ଅଧିକାରୀଙ୍କ କଟକ ପ୍ରୀତି ଛାଡୁ ନାହିଁ। ଇତିମଧ୍ୟରେ କେତେଜଣ ଥାନା ଅଧିକାରୀଙ୍କ ଅଦଳବଦଳ ପ୍ରକ୍ରିୟା ସରିଥିବାବେଳେ ଆଉ କେତେଜଣ ପଦୋନ୍ନତି ପାଇ…
ଜୀବିକା ହରାଇ ଦୁର୍ଦ୍ଦିନରେ କଳାକାର
କଟକ ଅଫିସ, ୨୭ା୬- କରୋନା ମହାମାରୀ ପ୍ରଭାବରେ ସମାଜର ସବୁ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି କଳାକାର। କଳାକାରଟିଏ ଯେତେ ଦୁଃଖକଷ୍ଟରେ ଥିଲେ ମଧ୍ୟ ନିଜର କଳା ମାଧ୍ୟମରେ ସବୁବେଳେ ଦର୍ଶକଙ୍କ ମୁହଁରେ ହସ ଫୁଟାଇବାକୁ ଚେଷ୍ଟା…
ଟିକାକରଣକୁ ନେଇ ଏସ୍ସିବିରେ ଉତ୍ତେଜନା
କଟକ ଅଫିସ, ୨୭ା୬: ଏସ୍ସିବି ମେଡିକାଲ ଟିକାକେନ୍ଦ୍ରରେ ଶନିବାର ସକାଳେ ଟିକାକରଣକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା। ଏସ୍ସିବି ମେଡିକାଲ ପକ୍ଷରୁ ଅନ୍ଲାଇନରେ ବୁକିଂ କରିଥିବା ବ୍ୟକ୍ତିଙ୍କ ସମେତ ସିଧାସଳଖ ଆସିଥିବା ଲୋକଙ୍କୁ ପଞ୍ଜୀକରଣ କରାଯାଇ ଟିକା ଦିଆଯାଇଥିଲା। ତେବେ ଟିକା…
ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ
ନିଶ୍ଚିନ୍ତକୋଇଲି,୨୬।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତ ଦହପଡ଼ା ଗ୍ରାମର ଜଣେ ଚାଷୀଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହେରା (୫୦)। ସକାଳେ ବିଲରେ ତଳି ପକାଉଥିବା ବେଳେ ବଜ୍ରାଘାତରେ ତାଙ୍କର ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ…
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ ୨ଲକ୍ଷ…
ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା
କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ ନିର୍ଦ୍ଦେଶକ ସ୍ବର୍ଗତ ଦେବାଶିଷ ପାଣିଗ୍ରାହୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହିତ ନିର୍ଦ୍ଦେଶାଳୟର ବିଭିନ୍ନ ଅଧିକାରୀଙ୍କ…
ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣନାତି ଏବଂ ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ନବକୁମାର ଦାସଙ୍କ ଜ୍ୟେଷ୍ଠ…
ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ
କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ ଏସ୍ଟିଏଫ୍ର…
କୋଭିଡ୍ଜନିତ ମୃତ୍ୟୁ ଅଡିଟ୍ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ
କଟକ ଅଫିସ,୨୫।୬: କୋଭିଡ୍ଜନିତ ମୃତ୍ୟୁର ଅଡିଟ୍ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍. ମୁରଲୀଧର ଏବଂ ବିଚାରପତି ଏସ୍.କେ. ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। କିନ୍ତୁ ପ୍ରତି ଜିଲାରେ କୋଭିଡ୍ରେ କେତେଜଣଙ୍କ ମୃତ୍ୟୁ ଘଟିଛି,…
ଆଜି ମାଟ୍ରିକ ପରୀକ୍ଷାଫଳ
କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ।…
କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ
କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା ଓ ଅନ୍ୟ ୨ଜଣ ସହଯୋଗୀଙ୍କୁ ଗିରଫ କରିଛି। ଆଇପିସି ଦଫା…

