Uttam Mohanty : ଚିତ୍ରକଳାରେ ଉତ୍ତମ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମନୋଜ
କଟକ,୨୮ା୨(ଶିଳ୍ପା ପ୍ରିୟଦର୍ଶିନୀ)- ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କର ଗୁରୁବାର ବିଳମ୍ବିତ ରାତିରେ ପରଲୋକେ ହୋଇଯାଇଛି। ଭୁବନେଶ୍ୱର ସତ୍ୟନଗରସ୍ଥିତ ଶ୍ମଶାନରେ ଶୁକ୍ରବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତେବେ ଉତ୍ତମଙ୍କୁ ଚିତ୍ରକଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କଟକ ସିଡ଼ିଏ…
ଚାର୍ଜ ବେଳେ ଜଳିଗଲା ବ୍ୟାଟେରି ସ୍କୁଟି, ଭିଡିଓ ଦେଖିଲେ…
ବାରଙ୍ଗ,୨୮ା୨(ଲିଙ୍ଗରାଜ ରାଉତ): ଶୁକ୍ରବାର ବାରଙ୍ଗଥାନା ଅଧୀନସ୍ଥ ବଡ଼ମୁଣ୍ଡଳି ଗ୍ରାମରେ ଏକ ବ୍ୟାଟେରି ସ୍କୁଟି ଚାର୍ଜ ବେଳେ ଜଳିଯାଇଛି। ଅକ୍ଷୟ କୁମାର ରାଉତ ନାମକ ଜଣେ ବ୍ୟକ୍ତି ନିଜ କାମକୁ ଯିବା ପାଇଁ ତାଙ୍କ ସ୍କୁଟିକୁ ବାହାରେ ଚାର୍ଜ କରି ଘରେ ଖାଇ…
ଆପାର୍ଟମେଣ୍ଟର ବନ୍ଦ ଘରୁ ମିଳିଲା ବାପା-ଝିଅଙ୍କ ମୃତଦେହ: ଝିଅକୁ ମାରି…
କଟକ, ୨୮।୨: ବନ୍ଦ ଘରୁ ମିଳିଲା ବାପା ଝିଅଙ୍କ ମୃତଦେହ। ଏଭଳି ଅଭାବନୀୟ ଘଟଣା ଘଟିଛି କଟରେ। କଟକ ସ୍ନେହଲତା ଆପାର୍ଟମେଣ୍ଟରୁ ବାପା ଝିଅଙ୍କ ମୃତଦେହ ମିଳିଛି। ଝିଅକୁ ମାରି ବାପା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବରପାଇ ସାଇଣ୍ଟିଫିକ ଟିମ୍…
ଅନୁଗୋଳରେ ହାତୀ ଆକ୍ରମଣରେ ଯୁବକ ମୃତ, ଆଠଗଡ଼ରେ ବିଦ୍ୟୁତ ଝଟକାରେ ଗଲା ଦନ୍ତା ଜୀବନ
ଭୁବନେଶ୍ୱର,୨୭।୨: ରାଜ୍ୟରେ ମଣିଷ ଏବଂ ବନ୍ୟପ୍ରାଣୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି। କ୍ରମାଗତ ଭାବେ ମଣିଷମାନେ ଜଙ୍ଗଲ ନଷ୍ଟ କରି ଚାଲୁଥିବାରୁ ଫଳସ୍ୱରୂପ ଭୋକିଲା ହାତୀମାନେ ଜନବସତି ମୁହଁ ହେଉଛନ୍ତି। ଯେଉଁଥିରେ ଉଭୟ ପକ୍ଷ ଜୀବନ ହରାଉଛନ୍ତି। ଏହିପରି ଭାବେ ଅନୁଗୁଳ…
ବିଦ୍ୟୁତ ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ
ଆଠଗଡ,୨୭।୨(ସତ୍ୟପ୍ରକାଶ ରଥ): ଆଠଗଡ ବନଖଣ୍ଡରେ ଦନ୍ତାହାତୀର ମୃତ୍ୟୁ। ଆଠଗଡ ବନାଞ୍ଚନ ଅନ୍ତର୍ଗତ କୁଲାଇଲୋ ବିରି ବୋଲୁଅ ପଡିଆରେ ୩୩କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ ହୋଇଛି। ହାତୀର ଅନୁମାନିକ ବୟସ ୩୫ ବର୍ଷ ହେବ ବୋଲି ବନ ବିଭାଗ ସୂଚନା…
ଆଜି ଜାଗର: ଝଲସୁଛି ଶୈବପୀଠ
କଟକ,୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ବୁଧବାର ଜାଗର ଯାତ୍ରା ବା ମହାଶିବରାତ୍ରୀ। ଏଥିପାଇଁ କଟକ ଜିଲାର ବିଭିନ୍ନ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବାବେଳେ ରଙ୍ଗିନ୍ ଆଲୋକମାଳାରେ କଟକର ଗଡ଼ଗଡ଼େଶ୍ୱର ମନ୍ଦିର, ଅମରେଶ୍ୱର ମନ୍ଦିର ସମେତ ବିଭିନ୍ନ ଶୈବପୀଠ ଝଲସିଉଠୁଛି। କେତେକ…
ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଆଠଗଡ଼,୨୬।୨(ସତ୍ୟପ୍ରକାଶ ରଥ): କଟକ ଜିଲା ଆଠଗଡ ବ୍ଲକ ଖୁଣ୍ଟୁଣୀ ଥାନା ରାଣୀଣିଆ ଆଦର୍ଶ କାରାଗାର୍ରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ମହମ୍ମଦ ତୟବ। ତିଗିରିଆ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଓ ହତ୍ୟା ଅଭିଯୋଗ ଆଣିଛନ୍ତି ତୟବଙ୍କ ପରିବାର।…
ଧାନମଣ୍ଡିରେ ଅବ୍ୟବସ୍ଥା: ତାତିଲେ ଚାଷୀ
ପାରଳାଖେମୁଣ୍ଡି/ସାଲେପୁରର,୨୪।୨: ପୁଣି ଧାନମଣ୍ଡି ଅବ୍ୟବସ୍ଥାକୁ ନେଇ ତାତିଲେ ଚାଷୀ। ଗଜପତି ଜିଲା ପାରଳାଖେମୁଣ୍ଡି କାଶୀନଗରରେ ଧାନମଣ୍ଡି ଅବ୍ୟବସ୍ଥାକୁ ନେଇ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀମାନେ କାଶୀନଗର ବ୍ଲକ NAC କାର୍ଯ୍ୟାଳୟ ବନ୍ଦ କରିବା ସହ ରାସ୍ତା ଅବରୋଧ କରିଛନ୍ତି। ଫଳରେ ସମ୍ପୃକ୍ତ…
ଲିଫ୍ଟ ଦେଇ ଲୁଟ: ୩ ଅଭିଯୁକ୍ତଙ୍କୁ ଧରିଲା ପୋଲିସ
କଟକ,୨୩।୨: ଲିଫ୍ଟ ଦେଇ ଅପହରଣ ଓ ଲୁଟ ଘଟଣାରେ ଚୌଦ୍ବାର ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ଅଭିଯୁକ୍ତଠାରୁ ବନ୍ଧୁକ ସହ ଏକ କାର୍ ଜବତ କରିଛି। ଅନ୍ୟପକ୍ଷେ ପୋଲିସ ତଦନ୍ତ ବେଳେ ଅଭିଯୁକ୍ତଙ୍କ ନାମରେ ବିଭିନ୍ନ…
ମୋ ବସ୍ରେ ଲାଗିଲା ନିଆଁ: ଅଣନିଃଶ୍ୱାସୀ ହୋଇ ଝରକା ବାଟେ ବାହାରିଲେ ଯାତ୍ରୀ
କଟକ,୨୨।୨: ପୁଣି ମୋ ବସ୍ରେ ଘଟିଛି ଅଘଟଣ। କଟକ ଜିଲା ଜଗତପୁର ଥାନା ଅଧୀନ ବିରୂପା ବ୍ୟାରେଜ ନିକଟରେ ଶନିବାର ଏକ ମୋ ବସ୍ରେ ଅଚାନକ ନିଆଁ ଲାଗିଯାଇଥିଲା। ସେହି ସମୟରେ ବସ୍ର ସେନ୍ସର ଗେଟ୍ ଲକ୍ ପଡି ଆଉ ଖୋଲି…
କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ଓଏଚ୍ଆର୍ସିରେ ମାମଲା
କଟକ,୨୨ା୨(କାର୍ତ୍ତିକ ସାହୁ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି(କିଟ୍)ରେ ବି.ଟେକ୍. ଛାତ୍ରୀ ମୃତ୍ୟୁକୁ ନେଇ ଓଡ଼ିଶା ମାନବାଧିକାର ଆୟୋଗ (ଓଏଚ୍ଆର୍ସି)ରେ ମାମଲା ରୁଜୁ ହୋଇଛି। ମାମଲାର ବିବରଣୀ ଅନୁସାରେ, ନେପାଳରୁ ଆସି କିଟ୍ରେ ବି.ଟେକ୍. ପଢୁଥିବା ଛାତ୍ରୀ ପ୍ରକ୍ରିତି ଲାମ୍ସଲଙ୍କ…
ସ୍କୁଲ ପାଚେରି ଭୁଶୁଡ଼ି ଛାତ୍ର ମୃତ
କଣ୍ଟାପଡ଼ା,୨୦ା୨ (ସୁରନାରାୟଣ ସାହୁ): କଟକ ଜିଲା ଗୋବିନ୍ଦପୁର ଥାନା ଅଧୀନ ଡିମିରି ଗ୍ରାମପଞ୍ଚାୟତର ନୋଦା ନୋଡାଲ ପ୍ରାଥମିକ ବିଦ୍ୟାଳୟର ପାଚେରି ଭୁଶୁଡ଼ି ବୁଧବାର ଅପରାହ୍ନରେ ଜଣେ ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଶିଶିର ଭୋଇଙ୍କ ଏକମାତ୍ର…
Archives


