ସିଏମ୍ସି ଟିକାକରଣ ପ୍ରହସନ
କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର, ଦିବ୍ୟାଙ୍ଗ, ବସ୍ତିବାସିନ୍ଦା ଏବଂ ବୃଦ୍ଧାବୃଦ୍ଧଙ୍କ ପାଇଁ ସ୍ବତନ୍ତ୍ର ଟିକାକରଣ, ଘରେ ଘରେ ସ୍କ୍ରିନିଂ, ଟେଷ୍ଟିଂ…
ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍ପ୍ଲେ ବୋର୍ଡ ଲଗାଇବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲା ଖାରଜ ହୋଇଛି।…
ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…
କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ ଉଦ୍ଧାର କରିବା ସହ ୪ ଜଣଙ୍କୁ ଅଟକ ରଖିଛି। ମାଲଗୋଦାମ ଥାନା ଅଧୀନ ପିଲିଗ୍ରିମ…
ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ
କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି ପ୍ରତିକ୍ରିୟା…
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍ୟୁସିଆଇ ପକ୍ଷରୁ…
ବୃଦ୍ଧଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ
ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି। ବୃଦ୍ଧ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମରେ ପାଲଟା…
୧୭,୦୦୦ ଫାଭିପିରାଭିର ଟାବ୍ଲେଟ୍ ଜବତ
କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ ହୋଇଛି। ଉତ୍ତରପ୍ରଦେଶର ମାକ୍ସ ରିଲିଫ…
ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି ମୁଦ୍ରା ଏବଂ ୨୦ ନୋଟ୍ ସଂଗ୍ରହ କରି ସେ ରେକର୍ଡ ସୃଷ୍ଟି କରିଥିଲେ। ଏବେ…
ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼
ସାଲେପୁର, ୮।୬(ଡି.ଏନ୍.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍ ଖାଁଙ୍କ ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଶାଶୁ ଆହତ ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଘର ଉପରେ ୨ଟି…
ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର
କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା ପାଇଁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତାର ଏକ ଘରୋଇ ସୁପର…
ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ
କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ ସ୍ୟାଟ୍ ଉଚ୍ଛେଦ ପାଇଁ ବାଟ ସଫା ହେବା ସହ ଅଦାଲତି ବିବାଦର ଅନ୍ତ ଘଟିଛି।…
୨ ସାଇବର ଠକ ଗିରଫ
କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା ଅନ୍ତର୍ଗତ ହିରଣପଡ଼ା ଅଞ୍ଚଳର ସୁପ୍ରଭାତ ମହାପାତ୍ର (୨୬) ଏବଂ ଜଗତସିଂହପୁର ବିରିଡ଼ି ଥାନା ଅଧୀନ…

