କଟକ

ଖୁବ୍‌ଶୀଘ୍ର ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା

ଭୁବନେଶ୍ୱର,୭।୬(ବ୍ୟୁରୋ): ଏସ୍‌ସିବି ମେଡିକାଲରେ ଏକ୍‌ମୋ ଚିକିତ୍ସା ସେବା ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୬ଟି ମେଶିନ ଆସିବାକୁ ଥିବାବେଳେ କାର୍ଡିଓଥେରାସିସ୍‌ ବିଭାଗରେ ସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଡିଏମ୍‌ଇଟି ସିବିକେ ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଫଳରେ ଏଣିକି ଏହି ଚିକିତ୍ସା…

କରୋନାରେ ମାହାଙ୍ଗାର ପୂର୍ବତନ ବିଧାୟକଙ୍କ ପରଲୋକ

ନିଶ୍ଚିନ୍ତକୋଇଲି,୫ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବିଧାନସଭା କ୍ଷେତ୍ରର ପ୍ରାକ୍ତନ ବିଧାୟକ ବିକ୍ରମକେଶରୀ ବର୍ମାଙ୍କ କରୋନାରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ମନ୍ତ୍ରୀ ପ୍ରତାପ ଜେନା, କଟକ ସଦର…

୭ରୁ କଟକଣାରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ କାର୍ଯ୍ୟ। ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ସୂଚନା ମୁତାବକ ଏହି କଟକଣା ଆସନ୍ତା ଜୁଲାଇ…

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅସ୍ତ୍ରୋପଚାର ପରେ ତାଙ୍କ…

ଭଙ୍ଗାଗଲା ମନ୍ଦିର, ପାଚେରି

କଟକ ଅଫିସ,୫।୬: କଟକ ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର ଓ ପାଚେରିଗୁଡିକ ଭଙ୍ଗାଯାଇଥିଲା। ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍‌ସି) ଅଧିକାରୀ…

ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି

କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍‌ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ ମହାନଦୀକୁ ଡେଇଁ ପଡିଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଦମ୍ପତିଙ୍କୁ ଉଦ୍ଧାର କରି…

ରାଗି ଘରୁ ଚାଲିଆସିଥିଲେ, ଆଜି ଗଛରେ ଝୁଲୁଥିଲା ମୃତଦେହ

ଚୌଦ୍ୱାର,୪ା୬(.): କଟକ ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ଚୌଦ୍ୱାର ଇଟୁଆ ରାସ୍ତାରେ ଗାଲା ପୋଲ ତଳେ ଥିବା ବିରୂପା ନଦୀପଠାରୁ ଝୁଲନ୍ତା ମୃତ ଦେହ ଜବତ କରିଛି ଟାଙ୍ଗି ପୋଲିସ। ମୃତକ ଜଣକ ଚୌଦ୍ୱାର ତଳବଜାରର ଅର୍ଜୁନି ବେହେରା(୪୨) ବୋଲି ଜଣାପଡ଼ିଛି।…

ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ

କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍‌ ଲେନ୍‌ସ୍ଥିତ ବାସଗୃହରେ ସେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଏସ୍‌ସିବି ମେଡ଼ିକାଲକୁ ନିଆଯାଇଥିଲା।…

ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହୋଇଥିଲା। ଏହି ଗାଇଡ୍‌ଲାଇନ୍‌ ଅନୁଯାୟୀ ବିପିଏଲ୍‌ ତାଲିକା ପ୍ରସ୍ତୁତ କରିବା ପାଇଁ କେନ୍ଦ୍ର ସରକାର ସବୁ…

ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସୋମବାର ଦ୍ୱିପ୍ରହରରେ ହଠାତ୍‌…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ

କଟକ ଅଫିସ, ୧ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ୩ଟି ମାମଲାରେ ତାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ୧୪ ଲକ୍ଷ ଟଙ୍କା ଜମାକରି ଜାମିନରେ ଯିବେ ବୋଲି ହାଇକୋର୍ଟ ସର୍ତ୍ତ ରଖିଛନ୍ତି। ହାଇକୋର୍ଟର…

ଆଜିଠୁ ମାର୍କ ଅପ୍‌ଲୋଡ୍‌, ଜୁଲାଇରେ ଫଳ ପ୍ରକାଶ

କଟକ ଅଫିସ,୨୯।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟରେ ଶନିବାରଠାରୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପାଇଁ ମାର୍କ ଅପ୍‌ଲୋଡ୍‌ କାର୍ଯ୍ୟ ଆରମ୍ଭ ହେବ। ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୱେବ୍‌ସାଇଟ୍‌ରେ ଲିଙ୍କ୍‌ ଉପଲବ୍ଧ ରହିବ। ଏହି ସମୟରେ ଛାତ୍ରୀଛାତ୍ରମାନଙ୍କ ମାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?