ଏପ୍ରିଲ ୫ରୁ ଓଷ୍ଟା ପ୍ରି-ବୋର୍ଡ ପରୀକ୍ଷା: ୨୭ରେ ପ୍ରକାଶ ପାଇବ ଟେଷ୍ଟପେପର
କଟକ ଅଫିସ, ୨୫।୧: ଆସନ୍ତା ମେ’ ୩ରୁ ବୋର୍ଡ ପରୀକ୍ଷା ଆରମ୍ଭ ହେବ। କରୋନା ପାଇଁ ପ୍ରାୟ ୯ ମାସ ଧରି ବିଦ୍ୟାଳୟ ଯାଇ ନ ଥିବା ଛାତ୍ରୀଛାତ୍ରମାନେ ୧ ବର୍ଷର ପାଠ୍ୟଖସଡ଼ାକୁ ୧୦୦ ଦିନ ମଧ୍ୟରେ ଶେଷ କରି ପରୀକ୍ଷା…
ମହାନଦୀ ପଠାରେ ଫସି ରହିଛନ୍ତି ହାତୀପଲ
ବାଙ୍କୀ,୨୪ା୧: କଟକ ଜିଲା ବାଙ୍କୀ ବ୍ଲକ କଇଁମୁଣ୍ଡି ନିକଟ ମହାନଦୀ ପଠାରେ ଏକ ହାତୀପଲ ଫସି ରହିଛନ୍ତି। ଶନିବାର ରାତିରେ ଆଠଗଡ଼ ସୁକାସନ ସଂରକ୍ଷିତ ଜଙ୍ଗଲରୁ ହାତୀପଲ ଡମପଡ଼ା ଚନ୍ଦକା ଅଭୟାରଣ୍ୟକୁ ଫେରୁ ଥିବାବେଳେ ଘନ କୁହୁଡି ଯୋଗୁ ଆଗକୁ ଯାଇ…
ଖାନ୍ନଗରରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ‘ନେତାଜୀ ବସ୍ ଟର୍ମିନାଲ’: ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
କଟକ ଅଫିସ,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନ୍ନଗର ଅଞ୍ଚଳର ୧୨ ଏକର ପରିମିତ ଜମିରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଶନିବାର ଆୟୋଜିତ…
ବୋହୂଙ୍କୁ ଶ୍ୱଶୁରଙ୍କ ବଳାତ୍କାର ଉଦ୍ୟମ
ନିଶ୍ଚିନ୍ତକୋଇଲି,୨୨।୧(ସ୍ବ.ପ୍ର.) : କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ହଳଦିଆ ପଞ୍ଚାୟତ ଇଟାମୁଣ୍ଡୁଲି ଗ୍ରାମରେ ଜଣେ ବୋହୂଙ୍କୁ ଶ୍ୱଶୁର ବଳାତ୍କାର ଉଦ୍ୟମ କରିବା ଥାନାରେ ଅଭିଯୋଗ ହୋଇଛି। ଏହି ଲଜ୍ଜାକର ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚା ହେଉଛି। ଗୁରୁବାର ସକାଳୁ ବୋହୂକୁ…
ବିବାହ ବନ୍ଧନରେ ବାନ୍ଧିହେଲେ ଦୁଇ ଦୃଷ୍ଟିହୀନ
ଚୌଦ୍ୱାର,୨୨।୧(ଡି.ଏନ.ଏ.): ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇଜଣ ଦୃଷ୍ଟିହୀନ। ପରସ୍ପରକୁ ଜୀବନସାଥୀ କରିବାର ନିଷ୍ପତ୍ତି ନେଇ ଟାଙ୍ଗୀ-ଚୌଦ୍ୱାର ବ୍ଲକ କୟଳପଡା ପଞ୍ଚାୟତ ଅଧୀନ ଶିମିଳିହାଣ୍ଡ ଗ୍ରାମର ରାଧାମାଧବ ମଠରେ ଉଭୟ ଉଭୟଙ୍କ ହାତ ଧରିଛନ୍ତି। ଏହି ବିବାହ ଉତ୍ସବରେ ଗ୍ରାମବାସୀ ଯୋଗଦେଇ…
୩ ବିଲେଇଙ୍କୁ ବିଷ ଦେଇ ହତ୍ୟା, ପଡ଼ୋଶୀଙ୍କ ନାଁରେ ମାମଲା
କଟକ ସଦର, ୨୧।୧(ଡି.ଏନ୍.ଏ):ପଶୁଙ୍କ ପ୍ରତି ନିଷ୍ଠୁରତାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ସଦର ଥାନା ଅନ୍ତର୍ଗତ ମୁଗଭଙ୍ଗା ଅଞ୍ଚଳରେ। ୩ଟି ପୋଷା ବିଲେଇଙ୍କୁ ଜଣେ ପଡ଼ୋଶୀ ବିଷ ଦେଇ ମାରିଦେଇଥିବା ଅଭିଯୋଗ ହୋଇଛି। ନୀଳିମା ଦଳେଇଙ୍କ ଅଭିଯୋଗକୁ ଭିତ୍ତି…
କରୋନା ପ୍ରତିହତ ପାଇଁ ଟିକାକରଣ ଆବଶ୍ୟକ
କଟକ ଅଫିସ, ୨୦ା୧: କଟକ ଜିଲାରେ ଗତ ୧୬ ତାରିଖଠାରୁ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଜିଲାର ସମସ୍ତ ସ୍ବାସ୍ଥ୍ୟକର୍ମୀ, ନର୍ସ, ଡାକ୍ତର, ସଫେଇ କର୍ମଚାରୀ ଟିକା ଗ୍ରହଣ କରି ନିଜକୁ କିଭଳି ସୁରକ୍ଷିତ ରଖିପାରିବେ, ସେଥିପାଇଁ ଜିଲା ପ୍ରଶାସନ…
ଜାଇକା କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ
କଟକ ଅଫିସ, ୨୦ା୧: କଟକ ସହରରେ ଜାଇକା କାର୍ଯ୍ୟର ଅଗ୍ରଗତି ନେଇ ମଙ୍ଗଳବାର ନୂଆବଜାରସ୍ଥିତ ଜାଇକା କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ଇଂ. ମହମ୍ମଦ ମୋକିମ ଯୋଗଦେଇ ତୁଳସୀପୁର ଟିଭି ସେଣ୍ଟରସ୍ଥିତ ପୋଖରୀର ଉନ୍ନତୀକରଣ ଓ…
କର୍କଟ ରୋଗୀଙ୍କ ପିଇଟି, ସିଟି ସ୍କାନ୍ ଖର୍ଚ୍ଚ ସରକାର ବହନ କରିବେ: ହାଇକୋର୍ଟ
କଟକ ଅଫିସ, ୨୦।୧: ରାଜ୍ୟରେ କର୍କଟ ରୋଗରେ ପୀଡ଼ିତଙ୍କ ପାଇଁ ଏକ ଖୁସି ଖବର। କର୍କଟ ପୀଡ଼ିତଙ୍କ ପୋଜିଟ୍ରନ୍ ଏମିଶନ ଟୋମୋଗ୍ରାଫି(ପିଇଟି) ଏବଂ ଏକ୍ସ-ରେ କମ୍ପ୍ୟୁଟେଡ ଟୋମୋଗ୍ରାଫି ସିଟି ସ୍କାନ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…
ଚିତ୍ରୋତ୍ପଳା ନଦୀରେ ଭାସିଗଲେ ଯୁବକ
ସାଲେପୁର,୧୯।୧(ଡି.ଏନ୍.ଏ.): ସାଲେପୁର ଥାନା ଅଧୀନ ହରିଚନ୍ଦନପୁର ବଉଳେଇ ଠାକୁରାଣୀ ପୀଠ ନିକଟ ଚିତ୍ରୋପତ୍ଳା ନଦୀରେ ଭାସି ସୋମବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏହି ଗ୍ରାମର ବୀରକିଶୋର ଦାଶଙ୍କ ପୁଅ ତାରାକାନ୍ତ ଦାଶ (୩୪)। ସେ କେତେଜଣ ସାଙ୍ଗଙ୍କ…
ଭିକ୍ଷାବୃତ୍ତି କରୁଥିଲେ ପୂର୍ବତନ ହୋମଗାର୍ଡ: ସିଏମ୍ସି ଅର୍ବାନ ସେଲ୍ଟର ହୋମ୍ରେ ରହିଲେ
କଟକ ଅଫିସ,୧୬।୧: କଟକ ଚଣ୍ଡୀମନ୍ଦିର ନିକଟରେ ଭିକ୍ଷାବୃତ୍ତି କରୁଥିବା ଜଣେ ପୂର୍ବତନ ହୋମଗାର୍ଡଙ୍କୁ ଶୁକ୍ରବାର ସେଲ୍ଟର ଛକସ୍ଥିତ ସିଏମ୍ସି ଅର୍ବାନ ସେଲ୍ଟର ହୋମ୍ରେ ପ୍ରଶାସନ ପକ୍ଷରୁ ଥଇଥାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ପୂର୍ବତନ ହୋମଗାର୍ଡ ବିନୋଦ ବିହାରୀ ପତି, ତାଙ୍କ…
ଶୁଣାଣି ଶେଷ, ରାୟ ସଂରକ୍ଷିତ
କଟକ ଅଫିସ,୧୬।୧: ନିଲମ୍ବିତ ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କ ଜାମିନ ଆବେଦନ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ଶେଷ ହୋଇଛି। ହାଇକୋର୍ଟ ବିରାରପତି ଜଷ୍ଟିସ୍ ଦେବବ୍ରତ ଦାସ ଏହି ମାମଲାର ଶୁଣାଣି ଶେଷ କରି…
Archives


