ନକଲି ପାନମସଲା କାରଖାନା ଠାବ: ମାଲିକ ଗିରଫ
କଟକ ସଦର, ୧୬।୧(ଡି.ଏନ୍.ଏ.): କଟକ ଜିଲା ସଦର ଥାନା ଅଧୀନ ଆମଣ ପଞ୍ଚାୟତର ଶାସୋଳ ଗ୍ରାମରେ ଶୁକ୍ରବାର ପୋଲିସ ଚଢାଉ କରି ନକଲି ପାନମସଲା କାରଖାନା ଠାବ କରିଛି। ସେଠାରୁ ୧୨ କୁଇଣ୍ଟାଲ ନିମ୍ନମାନର ଗୁଣ୍ଡି, ଜର୍ଦ୍ଦା ପ୍ରସ୍ତୁତି ସାମଗ୍ରୀ, ୨…
ପୁଣି କଟକରୁ ନକଲି ଜର୍ଦ୍ଦା ଫ୍ୟାକ୍ଟ୍ରି ଠାବ
କଟକ ଅଫିସ, ୧୫।୧: ବିଭିନ୍ନ ନକଲି ଖାଦ୍ୟ ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ ସହର। ପୁଣି ଥରେ କଟକ ସଦର ଅଞ୍ଚଳରୁ ବିପୁଳ ପରିମାଣର ଅପମିଶ୍ରିତ ଗୁଣ୍ଡି ଜବତ ହୋଇଛି। ସାଶୋଳ ଗାଁରୁ ୪ କୁଇଣ୍ଟାଲ ଗୁଣ୍ଡି, ଜର୍ଦ୍ଦା ଜବତ ହୋଇଛି।…
ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ପାଇଁ ପଦକ୍ଷେପ ନିଅ: ହାଇକୋର୍ଟ
କଟକ ଅଫିସ,୧୫।୧: କୋଭିଡ୍ ମହାମାରୀ ସମୟରେ ଅସ୍ଥାୟୀ ନିଯୁକ୍ତି ପାଇଥିବା ଏବଂ ରାଜ୍ୟରେ ଥିବା ଅନ୍ୟ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ଜାରି ଗାଇଡ୍ଲାଇନ ଅନୁଯାୟୀ ନିଯୁକ୍ତି ଦେବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାକୁ ଓଡ଼ିଶା ଉଚ୍ଚ…
୨୫.୫କିଲୋ ରୁପା ଅଳଙ୍କାର ଜବତ, ୫ ଗିରଫ
କଟକ ଅଫିସ, ୧୫।୧: ଜଗତ୍ପୁର ଥାନା ଅନ୍ତର୍ଗତ ଆଇବି ରୋଡରେ ଥିବା ବାସନ୍ତୀ ଦୁର୍ଗା ଅଳଙ୍କାର ଦୋକାନ ଚୋରି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପୋଲିସ ୨୫କିଲୋ ୫୦୦ ଗ୍ରାମ୍ ଓଜନର ରୁପା ଅଳଙ୍କାର, ୩୮୫ ଗ୍ରାମ୍ ଓଜନର…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ
କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ଅପରାହ୍ନରେ କଟକ ଏସ୍ସିବି କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ…
ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ
କଟକ ଅଫିସ,୧୩।୧: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବୁଧବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଏସ୍ସିବି କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିଲେ। ଦୀର୍ଘ ୨୦ ଦିନ ଧରି ସେ ଚିକିତ୍ସିତ ହେଉଥିବା ବେଳେ ଅପରାହ୍ନରେ…
ତଦନ୍ତ ଅଗ୍ରଗତି ନେଇ ସନ୍ତୋଷ ବ୍ୟକ୍ତ କଲେ କୋର୍ଟ
କଟକ/ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ୫ବର୍ଷର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ କ୍ରାଇମ୍ବ୍ରାଞ୍ଚର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍(ଏସ୍ଆଇଟି)ର ତଦନ୍ତରେ ମଙ୍ଗଳବାର ହାଇକୋର୍ଟ ସନ୍ତୋଷ ପ୍ରକାଶ କରିଛନ୍ତି। ପଦ୍ମାଳୟା ମହାପାତ୍ର କରିଥିବା ଆବେଦନର ଭିଡିଓ କନ୍ଫରେନ୍ସ ଜରିଆରେ ଶୁଣାଣି କରି ମୁଖ୍ୟ ବିଚାରପତି ଏସ୍.ମୁରଲୀଧର…
‘ଆବାସ ଦୁର୍ନୀତିର ପର୍ଦ୍ଦାଫାଶ ହିଁ ହତ୍ୟାର କାରଣ’
ନିଶ୍ଚିନ୍ତକୋଇଲି,୧୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ସାଲେପୁର ଭାଜପା ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ଏକାଦଶାହ ଦିବସରେ ମଙ୍ଗଳବାର ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…
ପୋଲିସ ହାଜତରେ ମୃତ୍ୟୁ ହୋଇନି: ସରକାର
କଟକ ଅଫିସ୍,୧୨।୧: ପୁରୀ ବାସେଳିସାହି ଥାନା ହାଜତରେ ଅଭିଯୁକ୍ତ କେ. ରମେଶ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସୋମବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିସହିତ ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି। ରମେଶଙ୍କ ହାଜତରେ ମୃତ୍ୟୁ ହୋଇନାହିଁ ବୋଲି ସରକାର…
ରାଉରକେଲାରୁ ବିଜେଡି ନେତା ଗିରଫ
ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୨।୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗ୍ରାମାଞ୍ଚଳ ପୋଲିସ ସୋମବାର ଅଭିଯୁକ୍ତ ବିଜେଡି ନେତା ଭିକାରୀ ସ୍ବାଇଁଙ୍କୁ ଗିରଫ କରିଥିବା ଜଣାପଡ଼ିଛି। କିନ୍ତୁ ପୋଲିସ ଏନେଇ ମୁହଁ ଖୋଲୁନାହିଁ। ଏ ସମ୍ପର୍କରେ ଗ୍ରାମାଞ୍ଚଳ ଅତିରିକ୍ତ ଏସ୍ପି ପ୍ରଦ୍ୟୁମ୍ନ…
ଦୀର୍ଘ ୯ ମାସ ପରେ ଆଜି ଖୋଲିଲା ବାବା ଧବଳେଶ୍ୱରଙ୍କ ମନ୍ଦିର
କଟକ ଅଫିସ,୧୧।୧: ଦୀର୍ଘ ୯ ମାସ ପରେ କୋଭିଡ କଟକଣା ମଧ୍ୟରେ ସୋମବାର ଖୋଲିଛି ପ୍ରଭୁ ଧବଳେଶ୍ୱରଙ୍କ ମନ୍ଦିର। ଆଜି ଶ୍ରଦ୍ଧାଳୁମାନେ ବାବାଙ୍କୁ ଦର୍ଶନ କରି ବହୁତ ଆନନ୍ଦ ଲାଭ କରୁଛନ୍ତି। ଏକାଥରକେ ୫୦ ଜଣ ଭକ୍ତ ୬ ଫୁଟ ଦୂରତାରେ…
ଖଣ୍ଡୁଆଳି କଣ୍ଟେନ୍ମେଣ୍ଟ ଜୋନ୍
ଖୁଣ୍ଟୁଣୀ,୯।୧(ଡି.ଏନ୍.ଏ.): ଆଠଗଡ଼ ବ୍ଲକ ଖୁଣ୍ଟୁଣୀ ଥାନା ରାଧାକୃଷ୍ଣପୁର ପଞ୍ଚାୟତର ଖଣ୍ଡୁଆଳି ଗ୍ରାମରେ ଶୁକ୍ରବାର ୧୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ଦୃଷ୍ଟିରେ ରଖି ଆଠଗଡ଼ ଉପଜିଲାପାଳ ଅଜାମ୍ବର ମହାନ୍ତି ଶନିବାର ସକାଳ ୬ଟାରୁ ଶୁକ୍ରବାର ସା ୬ଟା ପର୍ଯ୍ୟନ୍ତ ଏହି ଗ୍ରାମକୁ…
Archives


