୨୦ରୁ ହାଇକୋର୍ଟ ଶଟ୍ଡାଉନ୍
କଟକ ଅଫିସ, ୨୦।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ସମ୍ପୂର୍ଣ୍ଣ ଶଟ୍ଡାଉନ୍ କରାଯାଇଛି । ଆସନ୍ତା ୨୮ ତାରିଖରୁ ପୁନର୍ବାର ରୋଷ୍ଟର କୋର୍ଟ କାର୍ଯ୍ୟକାରୀ ହେବ। ତେବେ ୨୦ରୁ ୨୭ ତାରିଖ…
ଏସ୍ସିବି କୋଭିଡ୍ ହସ୍ପିଟାଲ ସମ୍ମୁଖରେ ହୋହଲ୍ଲା
କଟକ ଅଫିସ, ୧୮।୫: ଏସ୍ସିବି ମେଡିକାଲ ପରିସରସ୍ଥ କୋଭିଡ୍ ହସ୍ପିଟାଲ ସମ୍ମୁଖରେ ସୋମବାର ସକାଳେ ରୋଗୀଙ୍କ ସମ୍ପର୍କୀୟମାନେ ହୋହଲ୍ଲା କରିଥିଲେ। କୋଭିଡ୍ ୱାର୍ଡ ଭିତରକୁ ରୋଗୀ ସମ୍ପର୍କୀୟଙ୍କୁ ପ୍ରବେଶ ଅନୁମତି ଦିଆ ନ ଯିବାରୁ ସେମାନେ ପାଟିତୁଣ୍ଡ କରିଥିଲେ। ରୋଗୀ ସମ୍ପର୍କୀୟଙ୍କ…
ଟିକାକରଣରେ ପାତରଅନ୍ତର ଅଭିଯୋଗ
ଚୌଦ୍ୱାର,୧୮।୫(ଡି.ଏନ.ଏ.)- ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଟିକାକରଣରେ ପାତରଅନ୍ତର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ୩ଜଣ କର୍ମଚାରୀ ଟିକା ନେଇ ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ପୂର୍ବାହ୍ନ ୯ଟାରେ ପହଞ୍ଚିଥିଲେ। ହେଲେ ପୂର୍ବରୁ ଅନ୍ଲାଇନ ଏବଂ…
କୋଭିଡ୍ କଟକଣା ପାଇଁ ସ୍ବତନ୍ତ୍ର ବୈଠକ: ଟେଷ୍ଟିଂ, ଟିକାଦାନ ଅଲଗା
ନିଶ୍ଚିନ୍ତକୋଇଲି,୧୭।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକଇଲି ବ୍ଲକରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ଏହି ବ୍ଲକରେ କରୋନା ୬ ମୁଣ୍ଡ ନେଇଥିବା ବେଳେ ୧୫୦ରୁ ଊର୍ଦ୍ଧ୍ୱ ଆକ୍ଟିଭ୍ କେସ ରହିଛି । ନିଶ୍ଚିନ୍ତକୋଇଲି ମେଡିକାଲରେ ଗୋଟିଏ ସ୍ଥାନରେ ଟିିକା ଓ କରୋନା…
ଡାକ କର୍ମଚାରୀଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦାବି
କଟକ ସଦର,୧୭।୫(ଡି.ଏନ୍.ଏ.): ଓଡ଼ିଶା ସରକାର ନିକଟରେ ବ୍ୟାଙ୍କ, ବୀମା ଓ ରେଲଓ୍ବେ କର୍ମଚାରୀଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଭାବେ ଘୋଷଣା କରିଛନ୍ତି। ହେଲେ ସହର, ଗଁାରେ ଘର ଘର ବୁଲି ଡାକସେବା ଯୋଗାଉଥିବା କ୍ଷେତ୍ରୀୟ କର୍ମଚାରୀଙ୍କୁ ଏହି ସୁବିଧା ମିଳିନାହିଁ ବୋଲି…
ଡାକ୍ତରଙ୍କ ପରିବାର ଲୋକଙ୍କୁ ଦିଆଯାଉ କୋଭିଡ୍ ଟିକା
କଟକ ଅଫିସ, ୧୬ା୫: ପରିବାରଲୋକଙ୍କୁ କୋଭିଡ୍-୧୯ ଟିକା ଦେବା ପାଇଁ ଜୁନିୟର ଡାକ୍ତର ସଂଘ ପକ୍ଷରୁ ଶନିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ପତ୍ର ପ୍ରଦାନ କରାଯାଇଛି। ଜୁନିୟର ଡାକ୍ତରମାନେ କରୋନା ରୋଗୀଙ୍କ ଚିକିତ୍ସା…
ସାହିତି୍ୟକ ନରେନ୍ଦ୍ର ବେହେରାଙ୍କ ପରଲୋକ
କଟକ ଅଫିସ, ୧୫ା୫: ସାହିତି୍ୟକ, ନାଟ୍ୟକାର, ଗୀତିକାର ତଥା ଅନୁବାଦକ ନରେନ୍ଦ୍ର ବେହେରାଙ୍କ ଗତ ୧୨ ତାରିଖରେ ଜାମସେଦପୁରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ସେ କିଛିଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ଜାମସେଦପୁରସ୍ଥିତ ଏକ ଘରୋଇ…
ପୋଲିସ ଗାଡ଼ି ଭଙ୍ଗାରୁଜା ଘଟଣା: ୬୭ ବସ୍ତିବାସିନ୍ଦା ଗିରଫ
କଟକ ଅଫିସ,୧୩।୫: କାଳବୈଶାଖୀ ଜନିତ ବର୍ଷା ପବନରେ କଟକ ନୂଆପଡ଼ା ବାଲିସାହିରେ ବସ୍ତି ବାସିନ୍ଦାଙ୍କ ଟେଣ୍ଟ ଭାଙ୍ଗିବା ପରେ ଭଙ୍ଗାରୁଜା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସିଏମ୍ସି କର୍ମଚାରୀ ଓ ପୋଲିସ ଉପରେ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା ଘଟଣାରେ ୬୭ ଜଣ…
ହେଲ୍ପଲାଇନ୍ ନମ୍ବର ଅଭିଯୋଗକୁ ଗୁରୁତ୍ୱ
କଟକ ଅଫିସ,୧୩ା୫:ରାଜ୍ୟରେ କୋଭିଡ୍ ସ୍ଥିତିକୁ ନେଇ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ବୁଧବାର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟରେ ବର୍ତ୍ତମାନ କୋଭିଡ୍ ସ୍ଥିତି କିଭଳି ରହିଛି, ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଚେକ୍ ପୋଷ୍ଟ, ଟିକାକରଣ କେନ୍ଦ୍ରରେ…
ସତ ଲୁଚାଉଛି ସିଏମ୍ସି
କଟକ ଅଫିସ, ୧୧।୫: ଜିଲାରେ କରୋନାର ୨ୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ସତୀଚୌରା ଶ୍ମଶାନରେ କରୋନା ମୃତକଙ୍କ ଦାହ ସଂସ୍କାର…
ହାଇକୋର୍ଟରେ ଗୋଳନ୍ଥରା ହାଜତ ମୃତ୍ୟୁ
କଟକ ଅଫିସ, ୧୧।୫: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ଘଟଣାରେ ସୋମବାର ଭାରତୀୟ ବିକାଶ ପରିଷଦର ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ସେ ତାଙ୍କ ପିଟିଶନରେ ଦର୍ଶାଇଛନ୍ତି, ଗୋଳନ୍ଥରା ଥାନା ଅଧୀନ…
କରୋନାରେ ପୁଅର ମୃତ୍ୟୁ ଖବର ଶୁଣି ଆଖିବୁଜିଲେ ମା’: ଛୁଇଁଲେନି ଜ୍ଞାତି କୁଟୁମ୍ବ ଶେଷରେ…
ନିଶ୍ଚିନ୍ତକୋଇଲି,୧୦।୫(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ କରୋନାର ବିଭୀଷିକା ଉଗ୍ରରୂପ ନେଉଛି। ସଂକ୍ରମିତଙ୍କ ସଂଖ୍ୟା ଯେଉଁଭଳି ବଢିଚାଲିଛି ସେହିଭଳି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ନିଶ୍ଚିନ୍ତକୋଇଲି ବ୍ଲକରେ ସୋମବାର ସୁଦ୍ଧା କରୋନାରେ ୬ ଜଣ ଆଖି ବୁଜିଲେଣି। ସୋମବାର ସକାଳୁ…

