ଜାନୁୟାରୀ ଶେଷ ପର୍ଯ୍ୟନ୍ତ ପୂର୍ବଭଳି କୋର୍ଟ ଚାଲିବ
କଟକ ଅଫିସ, ୯ା୧: ଜାନୁୟାରୀ ଶେଷ ପର୍ଯ୍ୟନ୍ତ ହାଇକୋର୍ଟ ପୂର୍ବଭଳି ଚାଲିବ। ଅର୍ଥାତ୍ ଏହି ସମୟ ମଧ୍ୟରେ କୋର୍ଟ ସାଧାରଣ ଭାବେ କାର୍ଯ୍ୟ କରିବ ନାହିଁ। ହାଇକୋର୍ଟ ପକ୍ଷରୁ ଅନୁଷ୍ଠିତ ଫୁଲ୍କୋର୍ଟରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ନିମ୍ନ ଅଦାଲତ ଏବଂ…
ମାହାଙ୍ଗା ଡବଲ ମର୍ଡର ଘଟଣା: ପ୍ରମାଣ ନଷ୍ଟର ଡେମୋ ଦେଖାଇଲେ ୭ମ ଅଭିଯୁକ୍ତ
ନିଶ୍ଚିନ୍ତକୋଇଲି, ୯ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକରେ ଡବଲ ମର୍ଡର ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଓ ଭାଜପା ତୁମ୍ବିତୋଫାନ କରିଥିବାବେଳେ ଗ୍ରାମାଞ୍ଚଳ ପୋଲିସ ଅଦ୍ୟାବଧି ୭ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ଘଟଣାରେ ସ୍ଥାନୀୟ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ…
ଡିଜିପି ଅଫିସ ଘେରିଲା ଭାଜପା
କଟକ ଅଫିସ, ୯ା୧: କଟକ ଜିଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଗତ ୨ ତାରିଖରେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡକୁ ନେଇ ଭାଜପା ପୂର୍ବରୁ ରାଜ୍ୟର…
ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା: ସାନି ରିପୋର୍ଟ ଦାଖଲ ଲାଗି ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ, ୮।୧: ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ଘଟଣାରେ କ୍ରାଇମ୍ବ୍ରାଞ୍ଚ୍ ପକ୍ଷରୁ ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରାଯାଇଥିଲା। ତେବେ ଏହି ରିପୋର୍ଟକୁ ନେଇ ଆବେଦନକାରୀଙ୍କ ଓକିଲ କେତେକ ପ୍ରଶ୍ନ ଉଠାଇଥିଲେ।…
କମିଟି ପ୍ରସ୍ତାବକୁ ମାନିବେ ଘରୋଇ ସ୍କୁଲ
କଟକ ଅଫିସ୍,୮।୧:ଘରୋଇ ସ୍କୁଲ୍ରେ ଫି’ ହ୍ରାସକୁ ନେଇ ଆଗତ ମାମଲାରେ ଗୁରୁବାର ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଫି’ ହ୍ରାସ ସମ୍ପର୍କରେ ହାଇକୋର୍ଟଙ୍କ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି ଯେଉଁ ସୁପାରିସ କରିଥିଲେ, ସେହି ଆଧାରରେ ଘରୋଇ ସ୍କୁଲ୍ ଗୁଡ଼ିକ…
ଦୀର୍ଘ ଦିନର କଟକଣା ପରେ କାଲିଠୁ ଖୋଲିବ ଧବଳେଶ୍ୱରଙ୍କ ପୀଠ
କଟକ ଅଫିସ, ୭।୧: ଆଠଗଡର ପ୍ରସିଦ୍ଧ ଧବଳେଶ୍ୱର ମନ୍ଦିର ଶୁକ୍ରବାରଠାରୁ ଖୋଲିବ। କରୋନା କଟକଣା ମଧ୍ୟରେ ସକାଳୁ ବାବା ଧବଳେଶ୍ୱରଙ୍କ ପୀଠ ଖୋଲାଯିବ। ଏ ନେଇ ଗୁରୁବାର ଆଠଗଡ଼ ଉପଜିଲାପାଳଙ୍କ ସଭା ଗୃହରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରଥମେ ପୂଜକ…
ଖୋଲା ଆକାଶ ତଳେ ଧାନମଣ୍ଡି, ଚିନ୍ତାରେ ଚାଷୀ
କଟକ ସଦର,୭।୧(ଡି.ଏନ୍.ଏ.): କଟକ ସଦର ବ୍ଲକ ଅଞ୍ଚଳର ଧାନମଣ୍ଡି ଜାନୁୟାରୀରୁ ଖୋଲିଯାଇଛି। ତେବେ ସବୁ ମଣ୍ଡି ଏକ ଘରେ ରହିବା ବଦଳରେ ଖୋଲା ଆକାଶ ତଳେ ପଡ଼ିରହିଛି। ଫଳରେ ଅଦିନିଆ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ଅଛନ୍ତି। ମଣ୍ଡିର ଭିତ୍ତିଭୂମି ବିକାଶ ପାଇଁ…
ହାଇକୋର୍ଟଙ୍କ ନିର୍ଦ୍ଦେଶ: ‘କୋଭିଡ୍ରେ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ବାହାର କରନାହିଁ’
କଟକ ଅଫିସ,୭।୧:ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞାପନ ଅନୁଯାୟୀ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଚାକିରିରୁ ବାହାର କରାଯାଇ ପାରିବ ନାହିଁ ବୋଲି ବୁଧବାର ହାଇକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିଚାରପତି ଜଷ୍ଟିସ ବିଶ୍ୱନାଥ…
ନକଲି ପନିର ପରେ ଚା’
କଟକ ଅଫିସ/କଟକ ସଦର, ୭।୧: ବର୍ଷବର୍ଷ ଧରି ସହରରେ ନକଲି ସାମଗ୍ରୀର ଚାଲିଥିବା କାରବାର ଏବେ ଧୀରେ ଧୀରେ ପଦାକୁ ଆସୁଛି। ନକଲି ମସଲା, ଘିଅ, ସସ୍, ସିମେଣ୍ଟ, ପନିର ପରେ ଏବେ ନକଲି ଚା’ପତି ବିକ୍ରି କରାଯାଉଥିବା ଜଣାପଡ଼ିଛି। କଟକ…
ବ୍ରାଣ୍ଡ ଅସଲି ମାଲ୍ ନକଲି: ଅମୃତଭଣ୍ଡା ଗଛର ପତ୍ରରୁ ହେଉଥିଲା ଚା’
କଟକ ଅଫିସ,୬।୧: ଅସଲି ବ୍ରାଣ୍ଡ ଭିତରେ ରହିଛି ନକଲି ଚା’ ପତି। ଏଭଳି ଘଟଣା ଦେଖିବାକୁ ମିଳୁଛି କଟକ ସହରରେ। ଧୂପକାଠି, ଘିଅ, ପନିର, ପୂଜା ସାମଗ୍ରୀ ପରେ କଟକରୁ ପୁଣି ମିଳିଛି ଏଭଳି ନକଲି ଚା’ ପତି । ବୁଧବାର…
୪ ଅଭିଯୁକ୍ତ ଗିରଫ
ନିଶ୍ଚିନ୍ତକୋଇଲି/ମାହାଙ୍ଗା,୬ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ନୃତ୍ତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ହତ୍ୟା ଘଟଣାରେ ଗ୍ରାମାଞ୍ଚଳ ପୋଲିସ ମଙ୍ଗଳବାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ଜଣଙ୍କୁ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ହେଲେ ଯଁକୁଟି…
ବିଧାୟକ ପ୍ରଦୀପଙ୍କ ଜାମିନ ଆବେଦନ ମାମଲା: କେସ୍ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୫।୧(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଦେବବ୍ରତ ଦାସ ଏହି ମାମଲାର ଶୁଣାଣି କରି କେସ୍ ଡାଏରି ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ…
Archives


