ଆମ୍ବ ଗୋଟାଇବାକୁ ଯାଇ ଫେରିଲେନି କମଳା : ଘରକୁ ଫେରିଲା ମୃତଦେହ
ଚୌଦ୍ୱାର,୧୦।୫(ଡି.ଏନ୍.ଏ): ଆମ୍ବ ଗୋଟାଇବାକୁ ଯାଇ ବିଦ୍ୟୁତ ଆଘାତରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ଏଭଳି ଏକ ଘଟଣା ଘଟିଛି କଟକ ଜିଲା ଟାଙ୍ଗୀ ଚୌଦ୍ୱାର ବ୍ଲକ ଶାଳଗାଁ ପଞ୍ଚାୟତ ଦାମୋଦରପୁର ଗ୍ରାମରେ। ଗ୍ରାମର କମଳା ପଣ୍ଡା ନିଜ ଘର ପଛପଟ…
୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ
କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍ସ ଏମ୍ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ କଟକ ସଦର ବ୍ଲକର ୨୩ଟି ପଞ୍ଚାୟତରେ ପିଠା…
୧୭ ଦିନରେ ଗଲାଣି ୮୬୮୯.୬୨୬ ଟନ୍ ଅକ୍ସିଜେନ୍
କଟକ ଅଫିସ,୧୦ା୫:କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍ ଅଭାବ ଦେଖାଦେଇଛି ା ଏଭଳି ପରିସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍ ଯୋଗାଇଛି ଓଡ଼ିଶା। ୧୭ ଦିନ ମଧ୍ୟରେ ଅନୁଗୋଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲାରୁ ୪୭୩ ଟ୍ୟାଙ୍କରରେ…
ଚିନ୍ତା ବଢ଼ାଇଲାଣି କଟକ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା
କଟକ ଅଫିସ,୮।୫: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହି ମହାମାରୀ ଗୋଟିଏ ପରେ ଗୋଟିଏ ଜିଲାରେ ତା’ର କାୟା ବିସ୍ତାର କଲାଣି। ଏପରିକି ଦୈନିକ ସଂକ୍ରମଣ ୧୦୦୦୦ ଉପରେ ରହୁଛି। ବର୍ତ୍ତମାନ ସବୁଠୁ ଚିନ୍ତାଜନକ ବିଷୟ ହେଲା…
ମହାନଦୀ ଜଳ ବିବାଦ ମାମଲା ଶୁଣାଣି ସ୍ଥଗିତ
କଟକ ଅଫିସ,୭।୫: ଆସନ୍ତାକାଲି ଅର୍ଥାତ୍ ଶନିବାର ହେବାକୁ ଥିବା ମହାନଦୀ ଜଳ ବିବାଦ ମାମଲା ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏନେଇ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ରେଜିଷ୍ଟ୍ରାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନୋଟିସରେ ଉଲ୍ଲେଖ କରାଯାଇଛି, ବର୍ତ୍ତମାନ କୋଭିଡ୍ ସଂକ୍ରମଣ ପାଇଁ…
୧୪ ଦିନରେ ଗଲାଣି ୬୩୫୪.୭୪୨ ଟନ୍ ଅକ୍ସିଜେନ୍
କଟକ ଅଫିସ,୭।୫: କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍ ଅଭାବ ଦେଖାଦେଇଛି। ଏଭଳି ସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍ ଯୋଗାଇଛି ଓଡ଼ିଶା। ୧୪ ଦିନ ମଧ୍ୟରେ ଅନୁଗୋଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲାରୁ ୩୪୫ଟି ଟ୍ୟାଙ୍କରରେ…
କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲରେ ମିଶ୍ରଣ ପ୍ରସଙ୍ଗ: ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦକଲେ ହାଇକୋର୍ଟ
କଟକ ଅଫିସ,୪।୫: କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ ପ୍ରସଙ୍ଗରେ ମଙ୍ଗଳବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଉକ୍ତ ପ୍ରସଙ୍ଗରେ ରାଜ୍ୟ ସରକାର ଜାରି କରିଥିବା ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ତେବେ ପୂର୍ବରୁ ଏହି…
ବାତ୍ୟା ସମୟରେ ପ୍ରଶାସନ ସହ ଯୋଡ଼ିହୋଇ ରୁହ: ଅଗ୍ନିଶମ ଡିଜି
କଟକ ଅଫିସ, ୪।୫: ଅଗ୍ନିଶମ ଡିଜି ଏମ୍. ଅକ୍ଷୟ ସୋମବାର ଭର୍ଚୁଆଲ ମୋଡ୍ରେ ବିଭାଗର ବିଭିନ୍ନ ପଦସ୍ଥ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ। ଏଥିରେ ପ୍ରାକ୍ ମୌସୁମୀ ବାତ୍ୟା ସମ୍ପର୍କରେ ଆଲୋଚନା ହେବା ସହ ବାତ୍ୟା ସମୟରେ କିପରି ଭାବେ…
ଓପିଏସ୍ସି ପରୀକ୍ଷା ସ୍ଥଗିତ
କଟକ ଅଫିସ,୪।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରାଯାଇଛି। ତେବେ ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ହେବାକୁ ଥିବା ସମସ୍ତ ଲିଖିତ ପରୀକ୍ଷାକୁ ସ୍ଥଗିତ…
ସିଏମ୍ସି ପାଇଁ ୧୦ କୋଟି ମଞ୍ଜୁର
ଭୁବନେଶ୍ୱର,୩।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କଟକ ମହାନଗର ନିଗମ(ସିଏମ୍ସି) ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଏହି ଟଙ୍କା ପ୍ରଦାନ କରାଯିବ। କୋଭିଡ ପରିଚାଳନା ପାଇଁ ଏହି ଟଙ୍କା ଦିଆଯାଇଛି। କଟକରେ କରୋନା…
ସିବିଏସ୍ଇ ଢାଞ୍ଚାରେ ମାଟ୍ରିକ ମୂଲ୍ୟାଙ୍କନ: ଦଶମ ଟେଷ୍ଟ ଏବଂ ନବମ ବାର୍ଷିକ ପରୀକ୍ଷା ନମ୍ବର ଦାଖଲ ପାଇଁ ନିର୍ଦ୍ଦେଶ
କଟକ ଅଫିସ,୩।୫: କରୋନା ମହାମାରୀ ଯୋଗୁ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଛନ୍ତି। ତେବେ ପରୀକ୍ଷା ଫଳ ପ୍ରକାଶ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ସମସ୍ତ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ଜିଲା ଶିକ୍ଷାଧିକାରୀ ଛାତ୍ରୀଛାତ୍ରଙ୍କ…
ଛୁଟିରେ ଥାଇ ପଦୋନ୍ନତି
କଟକ ଅଫିସ,୩।୫: ରାଜ୍ୟ ପୋଲିସ ବିଭାଗ ବିଭିନ୍ନ ସମୟରେ ନିଜସ୍ବ କାର୍ଯ୍ୟଶୈଳୀକୁ ନେଇ ସମାଲୋଚନା ଘେରକୁ ଆସିଛି। କେତେବେଳେ ପୋଲିସ କର୍ମଚାରୀ ନିଜ କ୍ଷମତାର ଦୂରୁପଯୋଗ କରି ତ ଆଉ କେବେ ଅପରାଧ ସହ ଯୋଡ଼ି ହେବା ଯୋଗୁ ଖାକିରେ ଦାଗ…

