କଟକ

ସୋମବାରଠାରୁ କଟକରେ ଲାଗୁ ହେବ ଏହି ନୂଆ ନିୟମ

କଟକ ଅଫିସ,୩୦।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସରକାର ବିଭିନ୍ନ କଟକଣା କରୁଥିବା ବେଳେ ସୋମବାରଠାରୁ କଟକରେ ନୂଆ ନିୟମ ଲାଗୁ ହେବ। ଦିନ ୨ଟା ପରେ ସହରର ସବୁ ଦୋକାନ…

କେବେ ସିଟି ସ୍କାନ ମେଶିନ ବସାଇବ ଜଣାଅ: ହାଇକୋର୍ଟ

କଟକ ଅଫିସ,୩୦।୪: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ୬ ମାସ, ଭୁବନେଶ୍ୱର ଓ ଝାରସୁଗୁଡାରେ ୨ବର୍ଷ ପରେ ସିଟି ସ୍କାନ୍‌ ମେଶିନ୍‌ ଲାଗିବ ବୋଲି ରାଜ୍ୟ ସରକାର ହାଇକୋର୍ଟଙ୍କୁ ସତ୍ୟପାଠ ଜରିଆରେ ଅବଗତ କରିଥିଲେ। କିନ୍ତୁ ଅନ୍ୟ ହସ୍ପିଟାଲରେ ଏହି…

୧୩୨ ଏସ୍‌ଆଇଙ୍କ ପଦୋନ୍ନତି

କଟକ ଅଫିସ,୩୦।୪: ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ୧୩୨ଜଣ ଏସ୍‌ଆଇଙ୍କୁ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପରବର୍ତ୍ତୀ ମୁହୂର୍ତ୍ତରେ ରାଜ୍ୟ ପୋଲିସ ମୁଖ୍ୟାଳୟ…

ଅମାନିଆଙ୍କଠାରୁ ଆଦାୟ ହୋଇଛି ୫ କୋଟି ୨୪ଲକ୍ଷ: ଡିଜିପି

କଟକ ଅଫିସ,୨୯।୪: ରାଜ୍ୟରେ କରୋନାର ସ୍ଥିତି ଦିନକୁ ଦିନ ବେକାକୁ ହେବାରେ ଲାଗିଛି। ଟେଷ୍ଟିଂ ଯୋଗୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ଏଭଳି ପରିସ୍ଥିତିରେ ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ହେଲେ କୋଭିଡ ସମ୍ପର୍କିତ ନିୟମକୁ କଡ଼ାକଡ଼ି ପାଳନ…

ପ୍ଲାଜମାରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଛି ଟିକା

କଟକ ଅଫିସ, ୨୯ା୪: ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଅଧିକ ସଂକ୍ରାମକ ରହିଛି। ପ୍ରତିଦିନ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏପରି କି ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପ୍ରିଲ ମାସରେ କେବଳ ୮୭,୫୯୮ ଚିହ୍ନଟ ହୋଇଥିବାବେଳେ ୯୬ଜଣଙ୍କ ମୃତ୍ୟୁ…

ମୁଁ ମରିଯିବି, ଫାଶୀ ଦେଇଦେବି, ହେଲେ କୋଭିଡ ସେଣ୍ଟରକୁ ଯିବିନି କହି କାମୁଡ଼ି ଦେଲେ କରୋନା ରୋଗୀ

କଟକ ଅଫିସ,୨୮।୪: ଜଣେ ମହିଳା କରୋନା ରୋଗୀଙ୍କ ଏଭଳି ଚିତ୍କାର ମୁଁ ମରିଯିବି, ଫାଶୀ ଦେଇଦେବି, ହେଲେ କୋଭିଡ ସେଣ୍ଟରକୁ ଯିବିନି। କୋଭିଡ ସେଣ୍ଟର ଭିତରକୁ ନ ଯିବାକୁ ପ୍ରାଣପଣେ ଉଦ୍ୟମ କରିଥିବା ଏହି ମହିଳା କରୋନା ରୋଗୀ ଜଣକ ଶେଷରେ…

ଜାଣନ୍ତୁ ୪ ଦିନରେ ଓଡ଼ିଶାରୁ ପଠାଗଲା କେତେ ଅକ୍ସିଜେନ

କଟକ ଅଫିସ,୨୬।୪: କୋଭିଡ୍‌ କାୟାରେ ସାରା ଭାରତବର୍ଷ। ଏ ନେଇ ବର୍ତ୍ତମାନ ସମୟରେ ଅମ୍ଳଜାର ଘୋର ଅଭାବ ଦେଖାଦେଇଛି। ଏଭଳି ପରିସ୍ଥିତିରେ ସହଯୋଗର ହାତ ବଢ଼ାଇ ଓଡ଼ିଶା ସରକାର ମହାନତା ଦେଖାଇଛନ୍ତି। ଅନ୍ୟ ରାଜ୍ୟଗୁଡ଼ିକୁ ଟ୍ୟାଙ୍କର ଟ୍ୟାଙ୍କର ଅକ୍ସିଜେନ ପଠାଉଛି ଓଡ଼ିଶା।…

୩ ଦିନରେ ଗଲାଣି ୮୬୯ ଟନ୍‌ ଅକ୍ସିଜେନ

କଟକ ଅଫିସ, ୨୬।୪: ଓଡ଼ିଶା ପକ୍ଷରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଣ ଜାରି ରହିଛି। ଗତ ୩ଦିନ ମଧ୍ୟରେ ୪୯ଟି ଟ୍ୟାଙ୍କର୍‌ ଯୋଗେ ୮୬୯ ଟନ୍‌ରୁ ଅଧିକ ମେଡିକାଲ ଅକ୍ସିଜେନ୍‌ ଓଡ଼ିଶା ପୋଲିସର ସୁରକ୍ଷା ବଳୟରେ ବିଭିନ୍ନ ରାଜ୍ୟକୁ ପଠାଯାଇଛି। ଉତ୍ତରପ୍ରଦେଶ,…

ସ୍ତ୍ରୀଙ୍କୁ କଇଁଚିରେ ଆକ୍ରମଣ କଲା ସ୍ବାମୀ

ଚୌଦ୍ୱାର,୨୪ା୪(ଡି.ଏନ୍‌.ଏ.)- ଚୌଦ୍ୱାର ଥାନା ଅଧୀନ ଖର୍ଦ୍ଧାସାହି ଅଞ୍ଚଳରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମୁଣ୍ଡକୁ କଇଁଚିରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ଡାକ୍ତରଖାନା ପଠାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଖର୍ଦ୍ଧାସାହି ଅଞ୍ଚଳର ଫକୀର ସାହୁ ନାମକ ଜଣେ…

ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନି: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହାଇଦର

କଟକ ଅଫିସ,୨୪।୪: କରୋନାରେ ଆକ୍ରାନ୍ତ ହୋଇଥିବା ଗ୍ୟାଙ୍ଗଷ୍ଟର ସେଖ୍‌ ହାଇଦରଙ୍କୁ ଚୌଦ୍ୱାର ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଅଧିକ ଚିକିତ୍ସା ଲାଗି ସେ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ତାଙ୍କର ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ତ ରେକର୍ଡପତ୍ର ଜେଲ କର୍ତ୍ତୃପକ୍ଷଙ୍କଠାରୁ ମଗାଇବାକୁ…

ଚିନ୍ତା ବଢ଼ାଇଲେଣି କୁମ୍ଭମେଳା ଫେରନ୍ତା

କଟକ ଅଫିସ,୨୧।୪: ରାଜ୍ୟରେ କୁମ୍ଭମେଳା ଫେରନ୍ତା ଚିନ୍ତା ବଢ଼ାଇ ଚାଲିଛନ୍ତି। ଆଜି କଟକରୁ ଆଉ ୧୩ କୁମ୍ଭମେଳା ଫେରନ୍ତା କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସିଏମ୍‌ସି ସୂଚନା ଦେଇଛନ୍ତି। କଟକ ରେଳ ଷ୍ଟେଶନରେ ଆର୍‌ଟିପିସଆର ଟେଷ୍ଟ ବେଳେ ୧୩ ଜଣ କୁମ୍ଭମେଳା…

ନିଲମ୍ବିତ କନଷ୍ଟେବଳ, ଜେଲ ଓ୍ବାର୍ଡର ଗିରଫ

କଟକ ଅଫିସ/ସମ୍ବଲପୁର (ବ୍ୟୁରୋ) ୨୧।୪: କଟକ ଏସ୍‌ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଫେରାର ହେବା ଘଟଣାରେ ମଙ୍ଗଳବାର ପୋଲିସ ୨ ଜଣଙ୍କୁ ମଙ୍ଗଳବାର ଗିରଫ କରିଛି। ସେମାନେ ହେଲେ ହାଇଦର ଫେରାର ଦିନ ସୁରକ୍ଷା ଦାୟିତ୍ୱରେ ଥିବା କନଷ୍ଟେବଳ ମହମ୍ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?