ଶ୍ରୀରାମ ନବମୀ, ଦାଣ୍ଡଯାତ୍ରା ଉପରେ କଟକଣା: ଜାରି ହେଲା ୧୪୪ ଧାରା
ନିଶ୍ଚିନ୍ତକୋଇଲି,୨୦।୪(ସ୍ବ.ପ୍ର.): ଓଡ଼ିଶା ପ୍ରସିଦ୍ଧ ଦାଣ୍ଡ ଯାତ୍ରା ଉପରେ କଟକଣା ଲାଗିଛି। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଳ ପଞ୍ଚାୟତ ଅଧୀନ ମାଲିପୁର ଗ୍ରାମରେ ଥିବା ପ୍ରସିଦ୍ଧ…
ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୨ ଗିରଫ
କଟକ ଅଫିସ,୨୦।୪: କଟକ ଏସ୍ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍ ହାଇଦର ଫେରାର ମାମଲାରେ ମଙ୍ଗଳାବାଗ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କନଷ୍ଟେବଳ ମହମ୍ମଦ ମୌସିମ, ସମ୍ବଲପୁର ଜେଲର ଜଣେ ଓ୍ବାର୍ଡର। ତେବେ ମୌସିମ ହାଇଦର ଫେରାର…
ନିଜଆଡୁ ମାମଲା ରୁଜୁ କଲେ ହାଇକୋର୍ଟ
କଟକ ଅଫିସ, ୧୯ା୪: କଟକ ଓ ଭୁବନେଶ୍ୱରରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସୋମବାର ହାଇକୋର୍ଟ ନିଜ ପକ୍ଷରୁ ଏକ ମାମଲା ରୁଜୁ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦ ୧୦…
ଆଖି ବୁଜିଲେ ଦୁଇମୁଣ୍ଡିଆ ଶିଶୁକନ୍ୟା
କଟକ ଅଫିସ,୨୦।୪: କଟକ ଶିଶୁଭବନର ପେଡିଆଟ୍ରିକ୍ ନ୍ୟୁବର୍ନ ୱାର୍ଡ ଆଇସିୟୁ କ୍ୟାବିନ୍ରେ ରହି ୮ ଦିନ ଧରି ଚିକିତ୍ସିତ ହେଉଥିବା କେନ୍ଦ୍ରାପଡାର ଦୁଇମୁଣ୍ଡିଆ ଶିଶୁକନ୍ୟାଙ୍କ ରବିବାର ମୃତ୍ୟୁ ଘଟିଛି। ଶିଶୁକନ୍ୟାର ଦୁଇଟି ହୃତ୍ପିଣ୍ଡ, ଗୋଟିଏ ରକ୍ତନଳୀ, ଦୁଇଟି ଫୁସ୍ଫୁସ୍, ଦୁଇଟି କିଡ୍ନୀ,…
କଟକଣା ସତ୍ତ୍ୱେ ଭିନ୍ନକ୍ଷମ ଶିବିର ଆୟୋଜନ
ନିଶ୍ଚିନ୍ତକୋଇଲି, ୧୭।୪: ରାଜ୍ୟ ସରକାର ଶୁକ୍ରବାରଠାରୁ କୋଭିଡ୍ କଟକଣା କଡ଼ାକଡ଼ି କରିଛନ୍ତି। ଏହି ସମୟରେ ଜନ ସମାଗମକୁ ସ୍ବୀକୃତି ନ ଦେବା ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ମାତ୍ର ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନ ପକ୍ଷରୁ ନିଦ୍ଦେର୍ଶନାମାକୁ ଉଲ୍ଲଂଘନ କରାଯାଇଛି।…
୯ ଦିନରେ ୨.୭୦ କୋଟିରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ
କଟକ ଅଫିସ, ୧୭।୪: କୋଭିଡ୍ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଓଡ଼ିଶା ପୋଲିସ ପକ୍ଷରୁ ଶୁକ୍ରବାର ସ୍ପେଶାଲ ଡ୍ରାଇଭ୍ କରାଯାଇ ୯ ଦିନ ମଧ୍ୟରେ ୨.୭୦ କୋଟିରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ କରାଯାଇଛି। ମାତ୍ର ଏହି ଡ୍ରାଇଭ୍ର ନବମ ଦିନରେ ସାମାଜିକ ଦୂରତା…
ହାଇଦ୍ରାବାଦରୁ କଟକରେ ପହଞ୍ଚିଲେ ହାଇଦର, ଚାଲିଛି ଜେରା
କଟକ ଅଫିସ,୧୬।୪: କଟକ ବଡ଼ ଡାକ୍ତରଖାନାରୁ ଗତ ଶନିବାର ଫେରାର ହୋଇଥିବା କୁଖ୍ୟାତ ଅପରାଧୀ ଶେକ୍ ହାଇଦରଙ୍କୁ ହାଇଦ୍ରାବାଦରୁ ଗୁରୁବାର ସନ୍ଧ୍ୟାରେ ଧରା ଯାଇଥିଲା। ତେବେ ଶୁକ୍ରବାର ବିମାନରେ ତେଲେଙ୍ଗାନାରୁ ଓଡ଼ିଶା ଆଣିଥିଲା କମିଶନରେଟ୍ ପୋଲିସ। କଡ଼ା ସୁରକ୍ଷା ବଳୟ ମଧ୍ୟରେ…
‘ମୋ ଝିଅ ଚିକିତ୍ସାରେ ଅବହେଳା କରାଯାଉଛି’
କଟକ ଅଫିସ,୧୫ା୪: କଟକ ଶିଶୁଭବନର ପେଡିଆଟ୍ରିକ୍ ନ୍ୟୁବର୍ନ ୱାର୍ଡ ଆଇସିୟୁ କ୍ୟାବିନ୍ରେ ଗତ ୪ଦିନ ହେବ ଚିକିତ୍ସିତ ହେଉଛି କେନ୍ଦ୍ରାପଡାର ଦୁଇମୁଣ୍ଡିଆ ଶିଶୁକନ୍ୟା। ସେଠାରେ ଶିଶୁକନ୍ୟାକୁ ଉନ୍ନତ ଧରଣର ଚିକିତ୍ସା ଯୋଗାଇ ଦିଆଯାଉ ନ ଥିବା ତାଙ୍କ ବାପା ଉମାକାନ୍ତ ପରିଡ଼ା…
ସିଲ୍ଭର ସିଟି ବୋଟ୍ କ୍ଲବ ଲୋକାର୍ପିତ
କଟକ ଅଫିସ,୧୫ା୪: କଟକ ମାତାମଠସ୍ଥିତ ସିଲ୍ଭର ସିଟି ବୋଟ୍ କ୍ଲବ ବୁଧବାର ଲୋକାର୍ପିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ପ୍ଲାଟ୍ଫର୍ମରେ ଲୋକାର୍ପଣ କରି କହିଛନ୍ତି, ଜଳରାଶି ଅନ୍ତର୍ଭୁକ୍ତ ରାଜ୍ୟର ପର୍ଯ୍ୟଟନ ସମ୍ଭାବନାକୁ ସଂଯୋଗ କରିବା ପାଇଁ ଆମେ ଚିହ୍ନଟ…
ଓଏସ୍ଏଲ୍ଏସ୍ଏ ସଦସ୍ୟ ସଚିବ ଭାବେ ଦାୟିତ୍ୱ ନେଲେ ବିଦ୍ୟୁତ୍ ମିଶ୍ର
କଟକ ଅଫିସ,୧୪ା୪: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍ଏଲ୍ଏସ୍ଏ)ର ସଦସ୍ୟ ସଚିବ ଭାବେ ବିଦ୍ୟୁତ୍ କୁମାର ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ କଟକସ୍ଥିତ ବିଭାଗୀୟ କାର୍ଯ୍ୟାଳୟରେ ଡେପୁଟି ସେକ୍ରେଟାରି ଜ୍ୟୋତି ରଞ୍ଜନ ଦାଶ ଓ କମଳାକାନ୍ତ କର…
ୟାକୁବଙ୍କୁ ୭ଦିନିଆ ରିମାଣ୍ଡରେ ନେଲା ପୋଲିସ
କଟକ ଅଫିସ, ୧୪।୪: ଏସ୍ସିବିରୁ ଫେରାର ଗ୍ୟାଙ୍ଗ୍ଷ୍ଟର ହାଇଦରଙ୍କ ସହଯୋଗୀ ୟାକୁବ ଖାନ୍ଙ୍କୁ ମଙ୍ଗଳବାର କମିଶନରେଟ ପୋଲିସ ୭ଦିନିଆ ରିମାଣ୍ଡରେ ନେଇଛି। ୟାକୁବ୍ ସୋମବାର ଚାଉଳିଆଗଞ୍ଜ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ। ନିଲମ୍ବିତ କନଷ୍ଟେବଳ ମହମ୍ମଦ ମୌସୁମ୍ଙ୍କ ଅଭିଯୋଗକ୍ରମେ ରୁଜୁ ହୋଇଥିବା…
ପଣା ସଂକ୍ରାନ୍ତି-ରମ୍ଜାନ ପାଇଁ ଗାଇଡ୍ଲାଇନ୍; ଏସବୁ ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି କରାଯାଇଛି। ବୁଧବାରଠାରୁ ରମ୍ଜାନ ଆରମ୍ଭ ହେଉଥିବାରୁ ଗହଳିକୁ ଏଡ଼ାଇବା ଲାଗି ସିଏମ୍ସି କଠୋର ଗାଇଡ୍ଲାଇନ୍…

