ଭଙ୍ଗାଗଲା ୭୪ ବାସଗୃହ, ୨ ଦୋକାନ
କଟକ ଅଫିସ, ୮ା୪: କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ବୁଧବାର ମହାନଦୀ ହାଡିଆପଠାରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ଏହି ଉଚ୍ଛେଦବେଳେ ୭୪ଟି ବାସଗୃହ, ଦୁଇଟି ଗୁହାଳ ଓ ଦୁଇଟି ଦୋକାନ ଭଙ୍ଗା ଯାଇଥିଲା। ତେବେ ଏହି ଉଚ୍ଛେଦରେ ପ୍ରଭାବିତଙ୍କୁ ଜଗତ୍ପୁରର ଲଖନପୁରଠାରେ…
ମହାନଦୀ ଶଯ୍ୟା ଅନୁଧ୍ୟାନ କଲା ଏନ୍ଜିଟି ଟିମ୍
କଟକ ଅଫିସ, ୮ା୪: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ଙ୍କ ନିର୍ଦ୍ଦେଶରେ ଗଠିତ ୫ଜଣିଆ କମିଟି ବୁଧବାର ମହାନଦୀ ଶଯ୍ୟା ସମେତ ହାଡ଼ିଆ ପଠା ପରିଦର୍ଶନ କରିଛନ୍ତି। ଏହି କମିଟି ଅପରାହ୍ନ ୩.୩୦ରେ ସ୍ଥାନୀୟ ମ୍ୟାରିଟାଇମ୍ ମ୍ୟୁଜିୟମ ସମ୍ମୁଖରେ ନିର୍ମିତ ହୋଇଥିବା ବୁରୁଜ ଉପରକୁ…
୧୧୨ର ପରିଚାଳନା, ଏନ୍ଏଚ୍ ପାଟ୍ରୋଲିଂ ଉପରେ ଗୁରୁତ୍ୱ
କଟକ ଅଫିସ, ୭ା୪: କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଭିଡିଓ କନଫରେନ୍ସ ଜରିଆରେ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡିଜିପି ଅଭୟ ଯୋଗଦେଇ ଆପରାଧିକ ଘଟଣାଗୁଡ଼ିକର ତଦାରଖ କରିବା ସହ କରୋନା ଟିମ୍ ସ୍ବାସ୍ଥ୍ୟ ପରୀକ୍ଷା ଓ…
ଜମି ବିବାଦରୁ ଗୁଳି, ବୋମାମାଡ଼
ବଡ଼ମ୍ବା,୭ା୪(ଡି.ଏନ୍.ଏ.): ସରକାରୀ ଜମି ଦଖଲକୁ ନେଇ ବଡ଼ମ୍ବା ଥାନା ଅନ୍ତର୍ଗତ ବୁଢ଼ାପଙ୍କ ଓ ଭଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ମଙ୍ଗଳବାର ସକାଳେ ଗୋଷ୍ଠୀସଂଘର୍ଷ ଘଟି ଉଗ୍ରରୂପ ଧାରଣ କରିଛି। ଉଭୟ ଗ୍ରାମର ସୀମାରେ ଗୁଳି ଫୁଟିବା ସହ ବୋମା ମାଡ଼ ହୋଇଛି। ଏଥିରେ…
ପୋତାଗଲା ଅପମିଶ୍ରିତ ସାମଗ୍ରୀ
କଟକ ସଦର,୭ା୪(ଡି.ଏନ.ଏ.): କଟକ ଜିଲା ୪୨ ମୌଜା ଫାଣ୍ଡି ଅଧୀନ ଶ୍ରୀରାମ ଗ୍ରାମର ଏକ କାରଖାନାରୁ ଜବତ ହୋଇଥିବା ଅପମିଶ୍ରିତ ଘିଅ ଓ ଜଡାତେଲକୁ ମଙ୍ଗଳବାର ପୋଲିସ ପୋତିଦେଇଛି। ଏସିପି ସତ୍ୟରଞ୍ଜନ ମଲ୍ଲିକ, କଟକ ସଦର ଥାନା ଅଧିକାରୀ ସୁଧାଂଶୁ ଭୂଷଣ…
ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୬।୪: ରାଜ୍ୟରେ ବିଦ୍ୟୁତ୍ ଦର ବୃଦ୍ଧିର ପ୍ରତିବାଦ କରି ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଏଥିରେ ରାଜ୍ୟ ସରକାର, ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆର୍ସି)ଙ୍କ ସମେତ ୧୧ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ସୁରେନ୍ଦ୍ର କୁମାର ପାଣିଗ୍ରାହୀ ଏହି…
ପୁନଃ ନିଯୁକ୍ତି ଦାବିରେ ଚୁକ୍ତିିଭିତ୍ତିକ ନର୍ସିଂ, ଫାର୍ମାସିଷ୍ଟଙ୍କ ଧାରଣା
କଟକ ଅଫିସ, ୬।୪: ପୁନଃ ନିଯୁକ୍ତି ଦାବିରେ ଏସ୍ସିବିର ଚୁକ୍ତି ଭିତ୍ତିକ ନର୍ସ ଓ ଫାର୍ମାସିଷ୍ଟମାନେ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ସୋମବାର ଧାରଣାରେ ବସିଥିଲେ। ସେମାନଙ୍କ ଅଭିଯୋଗ ଅନୁଯାୟୀ, ୨୦୧୯ ମାର୍ଚ୍ଚ ୨୪ରୁ ସେମାନଙ୍କୁ ଚୁକ୍ତି ଭିତ୍ତିରେ କରୋନା ରୋଗୀଙ୍କ ଚିକିତ୍ସା…
କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ନେଇ ବର୍ଷା କୋର୍ଟରେ ହାଜର ହୋଇଥିବା ଜଣାପଡ଼ିଛି। ଦିଲ୍ଲୀ ପଟିଆଲା ହାଉସ…
କୋଭିଡ୍ ନିୟମ ଉଲ୍ଲଂଘନ: ବିଶାଲ ମେଗାମାର୍ଟ, ୪ ଦୋକାନ ସିଲ୍
କଟକ ଅଫିସ,୫।୪: କଟକ ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି। ହେଲେ ଗାଇଡ୍ଲାଇନ ଠିକ୍ଭାବେ ପାଳନ କରାଯାଉ ନ ଥିବାରୁ ରବିବାର ପ୍ରଶାସନ ପକ୍ଷରୁ କଡା…
ଏସ୍ସିବିରୁ ପୁଣି ୩ ଦଲାଲ ଗିରଫ
କଟକ ଅଫିସ,୫।୪: କଟକ ଏସ୍ସିବି ମେଡିକାଲରୁ ରବିବାର ପୁଣି ୩ ଜଣ ଦଲାଲଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଏସ୍ସିବି କ୍ୱାର୍ଟର୍ସ ନଂ.୩ ଧୋବିଲେନ ଅଞ୍ଚଳର ମୁକେଶ ନାୟକ(୩୩), ମଙ୍ଗଳାବାଗ ଥାନା ସଗଡିଆ ସାହି ଅଞ୍ଚଳର…
ସିଏମ୍ସିର ନୂଆ ଗାଇଡ୍ଲାଇନ୍: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି
କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନୂଆ ଗାଇଡ୍ଲାଇନ୍ ଜାରି କରିଥିଲା। ତେବେ ଶନିବାର କଟକ ମହାନଗର ନିଗମ (ସିଏମ୍ସି) ନୂଆ ମାର୍ଗଦର୍ଶିକା ଜାରି…
ନିଆଳିରେ ପୁଣି ଅଜଣା ଜନ୍ତୁ ଆତଙ୍କ
ନିଆଳି,୩।୪(ଡି.ଏନ.ଏ.): କଟକ ଜିଲା ନିଆଳି ଅଞ୍ଚଳରେ ପୁଣି ଅଜଣା ଜନ୍ତୁ ଆତଙ୍କ ଦେଖାଦେଇଛି। ଗୁରୁବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ନିଆଳି ବ୍ଲକ ଅନ୍ତର୍ଗତ ତିହୁଡି ପଞ୍ଚୟତ ବାଘମରା ଗ୍ରାମର ବିରଞ୍ଚତ୍ ଦାସଙ୍କ ଗୁହାଳରେ ଥିବା ୧୦ଟି ମେଣ୍ଢାଙ୍କ ମୃତ୍ୟୁ ଘଟିଥିବାବେଳେ…

