କଟକ

ରିକ୍ସା, କାନ୍ଧରେ ବୁହା ହେଉଛନ୍ତି ରୋଗୀ

କଟକ ଅଫିସ,୧।୧୨: ସରକାର ସ୍ବାସ୍ଥ୍ୟସେବାକୁ ଲୋକାଭିମୁଖୀ କରିବା ପାଇଁ ଅନେକ ଯୋଜନା କରିଛନ୍ତି। ଏପରି କି ହସ୍ପିଟାଲଗୁଡିକର ଭିତ୍ତିଭୂମି ବିକାଶ ସହ ଉନ୍ନତ ଚିକିତ୍ସା ପ୍ରଦାନ ନିମନ୍ତେ ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ରାଜ୍ୟର ପ୍ରମୁଖ…

କଟକଣାକୁ ଫୁ, କୁଆଖାଇରେ ଭସାଇଲେ ଡଙ୍ଗା

ବାଲିଅନ୍ତା,୧।୧୨(ଡି.ଏନ୍‌.ଏ.): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ନଦୀ ଓ ପୁଷ୍କରଣୀରେ ଜନସମାଗମକୁ ଦୃଷ୍ଟିରେ ରଖି ଡଙ୍ଗା ଭସାଇବା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲାଗୁକରାଯାଇଥିଲା। ବିଶେଷକରି ଭୁବନେଶ୍ୱର ମହାନଗର ନିଗମ ଅଧୀନ ନଦୀରେ ଏହି ନିୟମକୁ କଡ଼ାକଡ଼ି ଲାଗୁ କରାଯାଇଥିଲା। କିନ୍ତୁ ପ୍ରଶାସନର…

ଆଇଆଇଏଫ୍‌ଏଲ୍‌ ଲୁଟ୍‌ ଘଟଣା: ଆଉ ୨ ଗିରଫ, ଜଣେ ଅଟକ

କଟକ ଅଫିସ୍‌, ୨୯ା୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାରେ ଅଭିଯୁକ୍ତଙ୍କ ତାଲିକା ବଢ଼ିବାରେ ଲାଗିଛି। ପୂର୍ବରୁ ଏହି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଥିବାବେଳେ ଶନିବାର…

ଅନୁଗୋଳ କଳାକେନ୍ଦ୍ର ଜିମ୍‌ ତାଲା ପକାଇବା ମାମଲା: ଜିଲାପାଳ, ପୌର ନିର୍ବାହୀ ଅଧିକାରୀଙ୍କୁ ନୋଟିସ

କଟକ ଅଫିସ,୨୯ା୧୧: ଅନୁଗୋଳ ଜିଲା କଳାକେନ୍ଦ୍ରଠାରେ ଥିବା ଜିମ୍‌କୁ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ତାଲାପକାଇବା ଘଟଣାରେ ହାଇକୋର୍ଟ ରିପୋର୍ଟ ତଲବ କରିଛନ୍ତି। ଜେନେରାଲ ୟୁଥ ମାସ୍‌ ଆସୋସିଏଶନ ପକ୍ଷରୁ ଆଗତ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ବିଚାରପତି ସାବିତ୍ରୀ ରଥ…

‘ଅଙ୍ଗଦାନ ପାଇଁ ରାଜ୍ୟରେ ବ୍ୟାପକ ସମ୍ଭାବନା ଅଛି’

କଟକ ଅଫିସ,୨୮ା୧୧: ଗତ ଫେବୃୟାରୀ ୪ତାରିଖରେ ଓଡ଼ିିଶାରେ କାଡାଭରିକ (ମୃତ୍ୟୁବେଳେ ଅଙ୍ଗଦାନ) ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କେବଳ ୩ଜଣ ଅଙ୍ଗଦାନ କରିଛନ୍ତି। କିଡ୍‌ନୀ ବ୍ୟତୀତ ଶରୀରର ଅନ୍ୟ ଅଙ୍ଗ ଯେପରିକି ଫୁସ୍‌ଫୁସ୍‌, ଯକୃତ ମଧ୍ୟ କାଡାଭରିକ ପ୍ରକ୍ରିୟାରେ…

ବଡ଼ମ୍ବା ରାଜବାଟୀ ଜଗନ୍ନାଥଙ୍କ ନାଗାର୍ଜୁନ ବେଶ

ବଡ଼ମ୍ବା, ୨୮ା୧୧(ଡି.ଏନ୍‌.ଏ.): ବଡମ୍ବା ରାଜବାଟୀସ୍ଥିତ ଜଗନ୍ନାଥଙ୍କର ଶୁକ୍ରବାର ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଯାଇଛି। ଏହି ବେଶ ପ୍ରଥମଥର ଲାଗି ରାଜବାଟୀରେ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଆନନ୍ଦର ଲହରୀ ଖେଳିଯାଇଛି। କୋଭିଡ୍‌ କଟକଣା ମଧ୍ୟରେ କେତେଜଣ ଭକ୍ତ ନାଗାର୍ଜୁନ ବେଶ ଦର୍ଶନ କରିଛନ୍ତି।…

ହାଇକୋର୍ଟରେ ଲକ୍ଷ୍ମୀପ୍ରସାଦ ସରପଞ୍ଚ

କଟକ ଅଫିସ,୨୮ା୧୧: ନୟାଗଡ଼ ପରୀ ହତ୍ୟା ମାମଲାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଜର ଓ ପରିବାରର ସୁରକ୍ଷା ଲୋଡିଛନ୍ତି। ସେ ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରି ମନ୍ତ୍ରୀ ଅରୁଣ ସାହୁ,…

ନକଲି ଘିଅ କାରଖାନାରେ ଚଢ଼ାଉ

କଟକସଦର,୨୭।୧୧(ଡି.ଏନ୍‌.ଏ.): କଟକ ଅଞ୍ଚଳରେ ଗତ କିଛିମାସ ହେବ ନକଲି ସାମଗ୍ରୀ କାରଖାନା ବଢ଼ିବାରେ ଲାଗିଛି। ତେଲ, ଘିଅ, ଗୁଟ୍‌ଖା ଭଳି ବିଭିନ୍ନ ସାମଗ୍ରୀର ନକଲି କାରଖାନା କଟକ ଅଞ୍ଚଳର ଏବେ ମୁଖ୍ୟ ପେଣ୍ଠସ୍ଥଳୀ ଭାବେ ଉଭାନ ହେବାରେ ଲାଗିଛି। ପୋଲିସ ପକ୍ଷରୁ…

ରାସ୍ତାରେ ବାଘଛୁଆ, ଭିଡିଓ ଭାଇରାଲ

ଚୌଦ୍ୱାର,୨୭।୧୧(ଡି.ଏନ୍‌.ଏ.): କଟକ ବନଖଣ୍ଡ ଅଧୀନ ଡାଳିଯୋଡ଼ା ଫରେଷ୍ଟ ରେଞ୍ଜର ରାମଚନ୍ଦ୍ରପୁରଶାସନ ଗ୍ରାମ ନିକଟ ଫାର୍ମହାଉସ ରାସ୍ତାରେ ୨ଟି ବାଘଛୁଆ ବୁଲୁଥିବା ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଫଳରେ ଉକ୍ତ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।…

୪ ସ୍ବତନ୍ତ୍ର କୋର୍ଟରେ ହେବ ନେତାଙ୍କ ବିରୋଧରେ ମାମଲାର ଶୁଣାଣି

କଟକ,୨୭।୧୧(ପି.ଟି.): ବର୍ତ୍ତମାନର ଓ ପୂର୍ବତନ ଏମ୍‌ପି ଏବଂ ବିଧାୟକମାନଙ୍କ ବିରୋଧରେ ବିଚାରାଧୀନ ମାମଲାଗୁଡ଼ିକର ଶୁଣାଣି ପାଇଁ ୪ କୋର୍ଟର ଭିତ୍ତିଭୂମି ବିକାଶ କରି ସେଗୁଡ଼ିକୁ ସ୍ବତନ୍ତ୍ର ଅଦାଲତର ମାନ୍ୟତା ଦିଆଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଗୁରୁବାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ…

ଲୁଟ୍‌ର ଡେମୋ ଦେଖାଇଲେ ଅଭିଯୁକ୍ତ

କଟକ ଅଫିସ,୨୭।୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାର ଚେର ଲମ୍ବି ଲମ୍ବି ଚାଲିଛି । ବୁଧବାର କମିଶନରେଟ ପୋଲିସ ସଂସ୍ଥାର ମହିଳା ଅଧିକାରୀଙ୍କ ସମେତ…

ରାସ୍ତାରେ ବାଘଛୁଆ: ଭିଡିଓ ଭାଇରାଲ

ଚୌଦ୍ୱାର,୨୬ା୧୧(ଡି.ଏନ୍‌.ଏ.):କଟକ ବନଖଣ୍ଡ ଅଧୀନ ଡାଳିଯୋଡ଼ା ଫରେଷ୍ଟ ରେଞ୍ଜର ରାମଚନ୍ଦ୍ରପୁରଶାସନ ଗ୍ରାମ ନିକଟ ଫାର୍ମହାଉସ ରାସ୍ତାରେ ୨ଟି ବାଘଛୁଆ ବୁଲୁଥିବା ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଫଳରେ ଉକ୍ତ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri