କଟକ

ସରକାରୀ ସହାୟତା ଲାଗି ଦାବିପତ୍ର ପ୍ରଦାନ କଲା ଟ୍ୟାକ୍ସି ଚାଳକ ସଂଘ

ଚୌଦ୍ୱାର,୨୯ା୪(ଡି.ଏନ୍‌.ଏ.) : ସାରାଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏହି ଲକ୍‌ଡାଉନ୍‌ ଯୋଗୁ ଗରିବ,ଖଟିଖିଆ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକେ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଏମାନଙ୍କ ଭିତରେ ଚୌଦ୍ୱାରରେ ଥିବା ଟ୍ୟାକ୍ସି ଚାଳକ ସଂଘର ୨୦୦ରୁ ଊର୍ଦ୍ଧ୍ୱ...

କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଜିଲାପାଳ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.) : ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ...

୪ ହଜାର ଘରବାହୁଡ଼ାଙ୍କ ଲାଗି ୯୫ କ୍ୱାରାଣ୍ଟାଇନ୍‌ ସେଣ୍ଟର: ପଞ୍ଜୀକରଣ କଲେଣି ୩୭୪୨ ଜଣ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.): ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଥିବା...

୬ ଇନ୍‌ଷ୍ଟ୍ରକ୍ଟର ତିଆରି କଲେ ରୋବଟ୍‌

କଟକ ଅଫିସ,୨୯ା୪: କରୋନା ଭୂତାଣୁ ବିପକ୍ଷରେ ସାରା ବିଶ୍ୱ ଲଢେଇ କରୁଛି। ଜିତିବାର ଆଶା ସମସ୍ତଙ୍କ ମନରେ ରହିଛି। ଏହି ଭୂତାଣୁ ବିଶ୍ୱରେ ନିଜ କାୟା ବିସ୍ତାର କରୁଥିବାବେଳେ ତା’ର ମୁକାବିଲା ପାଇଁ ବିଭିନ୍ନ ସ୍ତରରେ ପ୍ରୟାସ ଜାରି ରହିଛି।...

ଖରା ଛୁଟିରେ ଖୋଲିବ ହାଇକୋର୍ଟ, ନିମ୍ନକୋଟ

କଟକ ଅଫିସ,୨୯।୪: ଚଳିତବର୍ଷ ଖରାଛୁଟିରେ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ବନ୍ଦ ରହିବ ନାହିଁ। ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଜିଷ୍ଟ୍ରାର୍‌ (ଜୁଡ଼ିସିଆଲ୍‌) ଲଳିତ କୁମାର ଦାସଙ୍କ ତରଫରୁ କୁହାଯାଇଛି ଯେ, ଲକ୍‌ଡାଉନ୍‌ ଯୋଗୁ କୋର୍ଟଗୁଡ଼ିକ ଏକ ପ୍ରକାର ବନ୍ଦ...

ମଧୁସୂଦନ ଦାସଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଆହ୍ବାନ

କଟକ ଅଫିସ,୨୮।୪: ଓଡ଼ିିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ମଙ୍ଗଳବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ତିଥି ତଥା ଆଇନଜୀବୀ ଦିବସ ପାଳନ କରାଯାଇଛି। କରୋନା କଟକଣା ପାଇଁ ସାମାଜିକ ଦୂରତ୍ୱ ରଖାଯାଇ ଏହି କାର୍ଯ୍ୟକ୍ରମ ହୋଇଥିଲା। ଆଡଭୋକେଟ...

କ୍ବାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେଉ

କଟକ ଅଫିସ,୨୮।୪: କଟକ ନଗର ମହିଳା ମୋର୍ଚ୍ଚା ତରଫରୁ ରାଜ୍ୟ ସମ୍ପାଦିକା ରଶ୍ମିରେଖା ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। କ୍ବାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାକୁ ଏଥିରେ...

ପୋଲିସ କର୍ମଚାରୀଙ୍କୁ ୫୦ ଲକ୍ଷର ସହାୟତା ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଜଣାଇଲେ ଡିଜିପି

କଟକ ଅଫିସ୍‌, ୨୮।୪: କରୋନା ମୁକାବିଲାରେ ନିୟୋଜିତ ହୋଇଥିବା ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାର ବର୍ଗଙ୍କୁ ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ। ଏନେଇ ସୋମବାର ରାଜ୍ୟ ସରକାରଙ୍କ ତରଫରୁ ଘୋଷଣା କରାଯାଇଛି। ସରକାରଙ୍କ...

ଗୀତ ମାଧ୍ୟମରେ କରୋନା ସଚେତନତା

କଟକ ଅଫିସ,୨୭ା୪: କରୋନା ମହାମାରୀ ପାଇଁ ସମଗ୍ର ବିଶ୍ୱ ଭୟଭୀତ। ଏପର୍ଯ୍ୟନ୍ତ ଏହାର ନିରାକରଣ ପାଇଁ ଟିକା କିମ୍ବା ଔଷଧ ବାହାରି ନ ଥିବାରୁ ସ୍ବଚ୍ଛତା, ସାମାଜିକ ଦୂରତା ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଉଛି। ଏ ନେଇ ମଧ୍ୟ...

ମାସ୍କ ନ ପିନ୍ଧି ୩ଶହ ଜଣ ଦେଲେ ଜରିମାନା

କଟକ ଅଫିସ,୨୭।୪: ଲକ୍‌ଡାଉନ ସମୟରେ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ହେଲେ କିଛି ବ୍ୟକ୍ତି ଏହି ନିୟମକୁ ମାନୁନାହାନ୍ତି। ଫଳରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ସେମାନଙ୍କ ବିରୋଧରେ...

ମଜୁରିଆଙ୍କ ସମସ୍ୟା ନେଇ ଜିଲାପାଳଙ୍କୁ ଭେଟିଲେ ଅରିନ୍ଦମ୍‌

କଟକ ଅଫିସ,୨୭ା୪: ଲକ୍‌ଡାଉନ ସମୟରେ ଆର୍ଥିକ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମଜୁରିଆ ଶ୍ରେଣୀର ଲୋକେ। ସେମାନଙ୍କର ରୋଜଗାର ନ ଥିବାରୁ ଆର୍ଥିକ ମେରୁଦଣ୍ଡ ଦୁର୍ବଳ ହୋଇଗଲାଣି। ଏମାନେ କେବଳ ସରକାରୀ କିମ୍ବା ସ୍ବେଚ୍ଛାସେବୀଙ୍କ ସହାୟତାକୁ ଚାହିଁ ବସୁଛନ୍ତି। କଟକରେ ୫ହଜାରରୁ...

ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍‌ ରଫିକ୍‌

କଟକ ଅଫିସ,୨୭ା୪: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ପୂର୍ବାହ୍ନ ୯ଟାରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri