‘ମାଂସ ଦୋକାନ ସମ୍ମୁଖରେ କପଡ଼ା ଟଙ୍ଗାଯାଉ’
ଚୌଦ୍ୱାର,୧୮ା୨(ଆଶୁତୋଷ ଦାସ): ଚୌଦ୍ୱାର ସହରାଞ୍ଚଳର ରାସ୍ତାପାର୍ଶ୍ୱ ଦୋକାନରେ କଟା ମାଂସ ବିକ୍ରି କରାଯାଉଛି। ଏଭଳି ଦୃଶ୍ୟ ଦେଖି ରାସ୍ତାରେ ଯାଉଥିବା କୋମଳମତି ପିଲାଙ୍କ ଉପରେ ଏହାର କୁପ୍ରଭାବ ପଡୁଛି। ଏଥିସହ ରାସ୍ତାରେ ଉଡୁଥିବା ଧୂଳି ଉକ୍ତ ମାଂସରେ ମିଶୁଛି। ତେଣୁ ବ୍ୟବସାୟୀମାନେ…
ଏସ୍ସିବିରେ ଶିଶୁ ବଦଳ ଅଭିଯୋଗ: ଅଭିଭାବକଙ୍କୁ ଧରାଇଦେଲେ ମୃତ ଶିଶୁ
କଟକ,୧୮।୨: ପୁଣି ଚର୍ଚ୍ଚାରେ ଏସ୍ସିବି। ଏସ୍ସିବି ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ଜନ୍ମିତ ସନ୍ତାନ ଏସ୍ଏନ୍ସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି। ନବଜାତ କନ୍ୟାକୁ କର୍ମଚାରୀମାନେ ବଦଳ କରି ଏକ ମୃତ ଶିଶୁ ଅଭିଭାବକଙ୍କୁ ଧରାଇ ଦେଇଥିବା…
ଶିକ୍ଷକଙ୍କ ସହ ୪ ୟୁଟ୍ୟୁବରଙ୍କୁ ବାନ୍ଧିଲା ପୋଲିସ
କଟକ,୧୬।୨: ଶିକ୍ଷକଙ୍କ ସହ ୪ ୟୁଟ୍ୟୁବର ଗିରଫ। ସେମାନଙ୍କୁ କଟକ ସାଇବର ଥାନା ପୋଲିସ ଗିରଫ କରିଛି। ଗତ ନଭେମ୍ବରରେ ‘ଓଷ୍ଟା’ ପକ୍ଷରୁ ଏ ନେଇ ଅଭିଯୋଗ ହୋଇଥିଲା। ୟୁଟ୍ୟୁବ ମାଧ୍ୟମରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ…
ପୁଣି ବିଜେଡିକୁ ଝଟ୍କା: ଭାଜପାରେ ସାମିଲ ହେଲେ ୨ ସମିତିସଭ୍ୟ
ନିଶ୍ଚିନ୍ତକୋଇଲି,୧୫।୨(ଅଶୋକ ମହାପାତ୍ର): ପୁଣି ବିଜେଡିକୁ ଝଟ୍କା। ଭାଜପାରେ ମିଶିଲେ ୨ ପଞ୍ଚାୟତର ସମିତିସଭ୍ୟ। କଟକ ଜିଲା ମାହାଙ୍ଗା ଦାଉଦପୁର, ଦାଉଦପୁରର ସମିତିସଭ୍ୟ ଭାଜପାରେ ସାମିଲ ହୋଇଛନ୍ତି। ସୁକରପଡ଼ାର ଅନେକ ବିଜେଡି କର୍ମୀ ମଧ୍ୟ ସାମିଲ ହୋଇଛନ୍ତି। ଭାଜପା ସମର୍ଥିତ ସୱାଧୀନ ବିଧାୟକଙ୍କ…
ଭାଲେଣ୍ଟାଇନ୍ସ ଡେ’ରେ ପ୍ରିୟତମାଙ୍କୁ ଗଳାକାଟି ହତ୍ୟା,ରକ୍ତ ଜୁଡୁବୁଡୁ…
କଟକ,୧୪।୨:ସିଲଭର ସିଟିରେ ଚାଞ୍ଚଲ୍ୟ, ମହିଳାଙ୍କୁ ଗଳାକାଟି ବୀଭତ୍ସ ହତ୍ୟା। କଟକ ପୋତାପୋଖରୀ ଗାନ୍ଧିପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଘର ଭିତରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି । ମୃତ ମହିଳା ଜଣକ…
ବିଧାୟକଙ୍କ ଗାଡ଼ିକୁ ଢେଲା, ଅଣ୍ଡାମାଡ଼
ତିଗିରିଆ, ୧୩ା୨( ଜାଫର ଖଁା ): କଟକ ଜିଲା ତିଗିରିଆ ପଞ୍ଚାୟତ ସମିତିର ସାଧାରଣ ବୈଠକ ବୁଧବାର ଶେଷ କରି ଫେରିଲା ବେଳେ ଶତାଧିକ ଭାଜପା କର୍ମୀ ପୋଲିସ ଉପସ୍ଥିତିରେ ଆଠଗଡ଼ ବିଧାୟକଙ୍କ ଗାଡ଼ିକୁ ଢେଲା ଓ ଅଣ୍ଡାମାଡ଼ କରିଛନ୍ତି। ସେହିପରି ସମିତି…
ପ୍ରାପ୍ୟ ନ ପାଇ ବ୍ଲକ ସମ୍ମୁଖରେ ଠିକାଦାରଙ୍କ ଧାରଣା
ନିଶ୍ଚିନ୍ତକୋଇଲି,୧୩ା୨(ଅଶୋକ ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଦୀର୍ଘଦିନ ହେବ ଅଚଳାବସ୍ଥା ଦେଖିବାକୁ ମିଳିଛି। କେଉଁଠି କାମ ହେଉନି ତ ଆଉ କେଉଁଠାରେ କାମ ହୋଇ ବିଲ୍ ମିଳୁନି। ବହୁ ପଞ୍ଚାୟତରେ ପୂର୍ବ ବିଲ୍ ଉପରେ ରୋକ ଲଗାଯାଇଛି। ଏପରି କି ବିଧାୟକଙ୍କୁ…
ସିଏମ୍ସି କାଉନ୍ସିଲ ବୈଠକ: ୧୨୦୦ କୋଟିର ଚିଠା ବଜେଟ ଉପସ୍ଥାପିତ
କଟକ,୧୩ା୨(କାର୍ତ୍ତିକ ସାହୁ): କଟକ ମହାନଗର ନିଗମ (ସିଏମ୍ସି)ର ୨୮ତମ କାଉନସିଲ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୧୨୦୦ କୋଟି ଟଙ୍କାର ଚିଠା ବଜେଟ ଉପସ୍ଥାପନ କରାଯାଇଛି। ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ସିଏମ୍ସି ବିଭିନ୍ନ କ୍ଷେତ୍ରରୁ ୧୨୧୬ କୋଟି ଟଙ୍କା ଆୟ…
ପପୁଲାର ନର୍ସିଂହୋମ୍ ସିଲ୍
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ):ମଙ୍ଗଳାବାଗ ଥାନା ଅଞ୍ଚଳରେ ବିନା ଫାୟାର ସେଫ୍ଟି ଓ ଲାଇସେନ୍ସରେ ଚାଲିଥିବା ପପୁଲାର ନର୍ସିଂହୋମ୍ ଆଣ୍ଡ୍ ହସ୍ପିଟାଲ୍କୁ ବୁଧବାର ସିଲ୍ କରାଯାଇଛି। କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଡ ଡିଭିଜନାଲ ମେଡିକାଲ ଅଫସିର (ଏଫ୍ଡବ୍ଲ୍ୟୁ) ଡା. ଚିନ୍ତାମଣି…
ରାତି ସାଢ଼େ ୧ଟାରେ ଉଠିବ ମହାଦୀପ
ଖୁଣ୍ଟୁଣୀ,୧୩ା୨(ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ଆସନ୍ତା ୨୬ ତାରିଖରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ପୀଠର ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଠଗଡ଼…
ନବ ଦାସ ହତ୍ୟା ତଦନ୍ତର ସ୍ଥିତି ଜଣାଅ
କଟକ,୧୩ା୨(କାର୍ତ୍ତିକ ସାହୁ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଏବଂ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ…
ଏସ୍ସିବିରେ ଆଖିବୁଜିଲେ ଯକୃତ ପ୍ରତିରୋପିତ ମାନସ
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଦ୍ୱିତୀୟ ଯକୃତ ପ୍ରତିରୋପିତ ନୟାଗଡ଼ ଅଞ୍ଚଳର ମାନସ ମୁଦୁଲି (୩୯) ବୁଧବାର ଆଖି ବୁଜିଛନ୍ତି। ସେ ଗତ ଜାନୁଆରୀ ୨୨ ତାରିଖରେ ଅସୁସ୍ଥ ହେବାରୁ ତାଙ୍କୁ ଏସ୍ସିବି ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ…
Archives


