କଟକ

୩୬ ନଂ. ଓ୍ବାର୍ଡରେ ୨୨ୟୁନିଟ୍‌ ରକ୍ତ ସଂଗ୍ରହ

କଟକ ଅଫିସ,୨୨।୪: କଟକ-ଚୌଦ୍ୱାର ନିର୍ବାଚନ ମଣ୍ଡଳୀର ୱାର୍ଡ଼ ନଂ. ୩୬ରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ୨୨ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଛି। ବିଧାୟକ ସୌଭିକ୍‌ ବିଶ୍ୱାଳ, ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ପୂର୍ବତନ ଡେପୁଟି...

ସ୍ବାସ୍ଥ୍ୟକର୍ମୀଙ୍କ ମନୋବଳ ବଢ଼ାଇଲେ ଡାକ୍ତର

କଟକ ଅଫିସ, ୨୨।୪: ବର୍ତ୍ତମାନ ସମୟରେ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ଅନ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀମାନେ ଏକ ପ୍ରକାର ମାନସିିକ ଚାପ ଦେଇ ଗତି କରୁଛନ୍ତି। ସେହିପରି ଏହି ସ୍ବାସ୍ଥ୍ୟକର୍ମୀମାନଙ୍କ ପରିବାର ଲୋକେ...

କରୋନା ସଚେତନତା: ରାଶନ ସାମଗ୍ରୀ, ମାସ୍କ ବଣ୍ଟନ

କଟକ ଅଫିସ,୨୧ା୪ : ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମିଳନୀ ଏବଂ ଜୟ ଜଗନ୍ନାଥ ଚାରଣ ଗୋଷ୍ଠୀର ମିଳିତ ସହଯୋଗରେ ରଘୁନାଥଜୀଉ ମନ୍ଦିରଠାରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୩ଶହ ଲୋକଙ୍କୁ ରାଶନ ସାମଗ୍ରୀ, ମାସ୍କ ଏବଂ ସାନିଟାଇଜର...

ବିଭିନ୍ନ ୱାର୍ଡ ସାନିଟାଇଜ କଲେ ଖବରଦାତା

ଚୌଦ୍ୱାର,୨୧ା୪(ଡି.ଏନ୍‌.ଏ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପୌରପାଳିକ ଗୁଡିକୁ ସାନିଟାଇଜ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଚୌଦ୍ୱାର ପୌରପାଳିକା ତରଫରୁ ସାନିଟାଇଜ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଚୌଦ୍ୱାରସ୍ଥିତ...

କରୋନା ସହାୟତା: ସ୍ବେଚ୍ଛାସେବୀ ସଂଗଠନ ‘ହିନ୍ଦ ସେବକ ସଂଘ’ ପକ୍ଷରୁ ଅସହାୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ଚୌଦ୍ୱାର,୨୨ା୪(ଡି.ଏନ୍‌.ଏ): ଲକ୍‌ଡାଉନ୍‌ ଯୋଗୁ ଗରିବା ତଥା ଖଟିଖିଆ ଲୋକମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। ସେମାନେ ଦୁଇ ଓଳି ଖାଇବା ପାଇଁ ପାଉ ନାହାନ୍ତି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ସ୍ବେଚ୍ଛାସେବୀ ସଂଗଠନ ହିନ୍ଦ ସେବକ ସଂଘର ଚୌଦ୍ୱାର କେନ୍ଦ୍ର ତରଫରୁ...

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅବସରପ୍ରାପ୍ତ ଶିକ୍ଷକ ସଂଘର ଦାନ

ଚୌଦ୍ୱାର,୨୧ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ କଟକ ଜିଲା ଚୌଦ୍ୱାର ଅବସରପ୍ରାପ୍ତ ଶିକ୍ଷକ ସଂଘ ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକ ୨୦ ହଜାର ୧୨୧ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଚୌଦ୍ୱାରସ୍ଥିତ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଜରିଆରେ ଏହି ରାଶି ପ୍ରଦାନ...

୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ

କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ ଚାକିରି କରି ପରିବାର ପ୍ରତିପୋଷଣ କରନ୍ତି। କରୋନା ପ୍ରଭାବରୁ ହୋଇଥିବା ଲକଡାଉନ ଏବେ...

କରୋନା ରୋଗୀଙ୍କ ପାଇଁ ରକ୍ତଦାନ

କଟକ ଅଫିସ,୨୦।୪: ରକ୍ତ ଅଭାବ ସମସ୍ୟା ଦୂରେଇବାକୁ ରକ୍ତଦାନର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି କରୋନା ରୋଗୀଙ୍କ ପାଇଁ କୃଷକ ବଜାର ବ୍ୟବସାୟୀ ସଂଘ ଏବଂ ଏସ୍‌ସିବି ମେଡିକାଲ ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଧର୍ମେଶ...

ପରିବାର ବୋଝ ଆଗରେ ଜୀବନ ତୁଚ୍ଛ

କଟକ ଅଫିସ, ୨୦।୪: ଦିନ ଯେତିକି ବଢୁଛି ମନରେ ଭୟ ମଧ୍ୟ ସେତିକି ବଢିବାରେ ଲାଗିଛି। କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ବଞ୍ଚାଇବା ପାଇଁ ମଣିଷ ଘରେ ରହୁଛି। ନିତିଦିନ ଗହଳି ଲାଗି ରହୁଥିବା ରାସ୍ତାଘାଟ ଆଜି ଶୂନଶାନ। ଜଣେ...

ପାସ୍‌ଧାରୀଙ୍କ ଚାଲାଣ କାଟୁଛି ପୋଲିସ: ମାଲଗୋଦାମ ବ୍ୟବସାୟୀ ହଇରାଣ

କଟକ ଅଫିସ,୨୦ା୪: ପାସ୍‌ ଦେଇଛି କମିଶନରେଟ ପୋଲିସ। ହେଲେ ପାସ୍‌ ଦେଖାଇଲେ ସୁଦ୍ଧା ପୋଲିସ ଛାଡ଼ୁନି। ଗାଡ଼ି ଅଟକାଉଛି, ଏପରି କି ଜରିମାନା ମଧ୍ୟ ଲଦୁଛି। ମାଲଗୋଦାମର ଜଣେ ବ୍ୟବସାୟୀ ପ୍ରୀତମ କୁମାର ସାହୁ ମଧୁପାଟଣା ଥାନାରେ ରବିବାର ସନ୍ଧ୍ୟାରେ...

ବଡ଼ଚଣା ଆଇଆଇସି ନିଲମ୍ବିତ

କଟକ ଅଫିସ,୨୦ା୪: ଯାଜପୁର ଜିଲା ବଡ଼ଚଣା ଆଇଆଇସି ଦୀପକ କୁମାର ଜେନାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଲକ୍‌ଡାଉନ୍‌ ସମୟରେ ଆଇଆଇସି ଜେନା ସପରିବାର ପୁରୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ।...

ଝାବେରୀଙ୍କ ପରେ ଖାଲିପଡ଼ିଛି ମୁଖ୍ୟ ବିଚାରପତି ପଦ

କଟକ ଅଫିସ୍‌,୨୦।୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ଶନିବାର ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri