ପ୍ରେରଣା ପାଲଟିଛନ୍ତି ନିର୍ମଳା: ରଙ୍ଗବେରଙ୍ଗର କୋବି ଚାଷକରି ଚର୍ଚ୍ଚାରେ
ନିଶ୍ଚିନ୍ତକୋଇଲି,୫।୩: ସରକାର ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ସେମାନେ ମଧ୍ୟ ପୁରୁଷଙ୍କ ସହ ସମକକ୍ଷ ହୋଇ ଏବେ ଚାଷ କରିବା ଆରମ୍ଭ କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ଜଣେ ମହିଳା ଚାଷୀ ରଙ୍ଗ ବେରଙ୍ଗର କୋବି…
ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପୋଲିସ କର୍ମଚାରୀଙ୍କ ସ୍ତ୍ରୀ
କଟକ ଅଫିସ, ୨ା୩:ପୋଲିସ ବିଭାଗରେ କାମ କରୁଛନ୍ତି। ନା ମିଳୁଛି ଦରମା ନା ମିଳୁଛି ଛୁଟି। ଦୂରରେ ଥିବା ସ୍ବାମୀଙ୍କ ବିନା ଏକୁଟିଆ ସଂସାର ଜାଲରେ ଛନ୍ଦି ହୋଇପଡୁଛି। ପିଲାଛୁଆଙ୍କୁ ଭଲରେ ଦିମୁଠା ଖାଇବାକୁ ଦେଇପାରୁନାହିଁ। ଏଭଳି ପରିସ୍ଥିତିରେ ମୋ ସ୍ବାମୀଙ୍କୁ…
ଅଞ୍ଜନାଙ୍କୁ ନ୍ୟାୟ:ହାଇକୋର୍ଟରେ ମାମଲା ବନ୍ଦ
କଟକ ଅଫିସ/ଭୁବନେଶ୍ୱର, ୨ା୩:ସିବିଆଇ ତଦନ୍ତରେ ଶିଥିଳତା ଏବଂ ଷଡ଼ଯନ୍ତ୍ର ଅଭିଯୋଗ କରି ହାଇକୋର୍ଟରେ ୨୦୦୨ରେ ଗଣବଳାତ୍କାର ପୀଡ଼ିତା ଅଞ୍ଜନା ମିଶ୍ର କରିଥିବା ମାମଲାର ସୋମବାର ପରିସମାପ୍ତି ଘଟିଛି। ଦୀର୍ଘ ୧୯ବର୍ଷ ପରେ ଏହି ମାମଲାର ଶୁଣାଣି କରାଯାଇଥିଲା। ଏଥିରେ ରାଜ୍ୟ ସରକାର…
ପୋତାହେଲା ଅପମିଶ୍ରିତ ସାମଗ୍ରୀ
ଚୌଦ୍ୱାର,୧।୩(ଡି.ଏନ.ଏ.): ଟକ ସହର ସମେତ ଏହାର ଉପକଣ୍ଠରେ ଗତ କିଛି ମାସ ମଧ୍ୟରେ ଚଢାଉ କରାଯାଇ ଅନେକ ନକଲି ଓ ଅପମିଶ୍ରିତ କାରଖାନା ଠାବ କରାଯାଇଛି। ସେଠାରୁ ଘିଅ, ତେଲ, ମସଲାଗୁଣ୍ଡ, ଚା, ନକଲି ଜର୍ଦ୍ଦା, ହଳଦୀଗୁଣ୍ଡ ଜବତ କରାଯାଇଛି। ଏହି…
ଇକୋ ରିଟ୍ରିଟ୍ରେ ନିଆଁ
ନରସିଂହପୁର (ସ୍ବ.ପ୍ର.)/ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ସାତକୋଶିଆ ଇକୋ ରିଟ୍ରିଟ୍ରେ ରବିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୩ ବିଳାସପୂର୍ଣ୍ଣ ଟେଣ୍ଟ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ିଯାଇଛି। ସେଥିମଧ୍ୟରୁ ଗୋଟିଏ ଟେଣ୍ଟରେ ଶନିବାର ରାତ୍ରିଯାପନ କରିଥିବା…
ଅଲିଭ୍ ରିଡ୍ଲେ କଇଁଛ ମୃତ୍ୟୁ ଘଟଣା: ୩ଜଣିଆ କମିଟି ଗଠନ କଲେ ହାଇକୋର୍ଟ
କଟକ ଅଫିସ୍,୨୮।୨: କେନ୍ଦ୍ରାପଡ଼ା ଜିଲା ଗହୀରମଥା ମୁହାଣରେ ୮୦୦ ଅଲିଭ୍ ରିଡ୍ଲେ କଇଁଛଙ୍କ ମୃତ୍ୟୁ ଘଟଣାରେ ନିଜ ଆଡ଼ୁ ଜନସ୍ବାର୍ଥ ମାମଲା ରୁଜୁ କରିଥିବା ହାଇକୋର୍ଟ ଏବେ ଏକ ୩ଜଣିଆ କମିଟି ଗଠନ କରିଛନ୍ତି। ଶୁକ୍ରବାର ମାମଲାର ଶୁଣାଣି କରି ହାଇକୋର୍ଟ…
ଛାତ୍ରୀଙ୍କୁ ପୋଡ଼ି ମାରିବା ଉଦ୍ୟମ ଘଟଣା: ୨ ଅଟକ
କଟକ ଅଫିସ, ୨୭।୨: କଟକ ମାନସିଂପାଟଣା ମସ୍ତରାମ ମଠ ଗଳିରେ ଜଣେ କଲେଜ ଛାତ୍ରୀଙ୍କୁ ହାତଗୋଡ଼ ବାନ୍ଧି ପୋଡ଼ି ମାରିବାକୁ ଉଦ୍ୟମ ଘଟଣାରେ ଲାଲବାଗ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଏହି ଘଟଣାରେ ଜଣେ ମହିଳାଙ୍କୁ ମିଶାଇ…
୬୫୦ କୋଟିର ସି-ଶୋର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ
କଟକ ଅଫିସ/ଭୁବନେଶ୍ୱର, ୨୭।୨(ବ୍ୟୁରୋ): ବହୁଚର୍ଚ୍ଚିତ ସି-ଶୋର ଚିଟ୍ଫଣ୍ଡ ଠକେଇ ମାମଲାରେ କଟକସ୍ଥିତ ସ୍ବତନ୍ତ୍ର ଚିଟ୍ଫଣ୍ଡ ଅଦାଲତ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଚିଟ୍ଫଣ୍ଡ ସଂସ୍ଥା ସି-ଶୋର କମ୍ପାନୀର ପ୍ରାୟ ୬୫୦ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ଲାଗି…
ବେଲ୍ଭ୍ୟୁରେ ସ୍ଥାପନ ହେବ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି
କଟକ ଅଫିସ,୨୬।୨: ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ନିମନ୍ତେ କଟକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍ପି ଭର୍ତ୍ତୃହରି ମହତାବ ଯୋଗଦେଇ କହିଥିଲେ, ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ପାଇଁ…
ଜେଲ ପରିସରରେ ମିଳିଲେ ଜୀବନସାଥୀ
ଚୌଦ୍ୱାର,୨୬।୨(ଡି.ଏନ.ଏ.): ଚୌଦ୍ୱାର ଜେଲ୍ ପ୍ରତୀକ୍ଷାଳୟ ଗୃହରେ ନବବଧୂ ବେଶରେ ସଜେଇ ହୋଇ ବସିଥିଲେ ମଞ୍ଜୁ ଚାତାର(୧୮)। କାଖରେ ଧରିଥିଲେ ୩ ମାସ ୪ଦିନର ଶିଶୁପୁତ୍ର। ସାଙ୍ଗରେ ଥିଲେ ପରିବାର ଲୋକେ। ପ୍ରତୀକ୍ଷାଳୟକୁ ଆସୁଥିବା ଲୋକମାନେ ମଞ୍ଜୁଙ୍କୁ ପଚାରୁଥିଲେ କ’ଣ ହୋଇଛି। ଏଭଳି…
ଶେଷରେ ଗିରଫ ହେଲେ ଏକାଧିକ ଅବକାରୀ ମାମଲା ରହିଥିବା ଅଭିଯୁକ୍ତ
ନିଶ୍ଚିନ୍ତକୋଇଲି,୨୫।୨(ସ୍ବ.ପ୍ର.): କଟକ ଜିଲା ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଦଳ ନିଶ୍ଚିନ୍ତକୋଇଲି ଅବକାରୀ ଥାନା ଅଧିନସ୍ଥ ନତକାଇ ପଞ୍ଚାୟତ ଏକରୁଖୀ ଗ୍ରାମର ଜନୈକ ବ୍ୟକ୍ତିଙ୍କ ଘର ଉପରେ ଚଢ଼ାଉ କରି ୨୪ କିଲୋ ଗଞ୍ଜେଇ ଜବତ କରିବା ସହ ତାଙ୍କୁ ଗିରଫ…
ଘରେ ପଶି କଲେଜ ଛାତ୍ରୀଙ୍କ ହାତଗୋଡ଼ ବାନ୍ଧି କିରୋସିନ୍ ଢ଼ାଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଉଦ୍ଧାର ପରେ ଏସ୍ସିବି ସ୍ଥାନାନ୍ତର
କଟକ ଅଫିସ,୨୫।୨: କଟକ ଜିଲା ମାନସିଂପାଟଣା ମସ୍ତରାମ ମଠ ଗଳିରେ ଥିବା ଏକ ଭଡ଼ାଘରେ ଜଣେ କଲେଜ ଛାତ୍ରୀଙ୍କ ହାତ ଗୋଡ଼ ବାନ୍ଧି କିରୋସିନ ଢ଼ାଳି ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ। ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ରୁ ୧୨ରେ ଘଟଣା ଘଟିଥିବା ବେଳେ…

