କଟକ

ପୁଣି ପୋତାଗଲା ଅପମିଶ୍ରିତ ସାମଗ୍ରୀ

କଟକ ଅଫିସ, ୧୦ା୨: କଟକ ସହରର ବିଭିନ୍ନ ସ୍ଥାନରେ ଗତ କିଛିମାସ ମଧ୍ୟରେ ଚଢାଉ କରାଯାଇ ଅନେକ ନକଲି ଓ ଅପମିଶ୍ରିତ କାରଖାନା ଠାବ କରାଯାଇଛି। ସେଠାରୁ ଘିଅ, ତେଲ, ମସଲାଗୁଣ୍ଡ, ଚା, ନକଲି ଜର୍ଦ୍ଦା, ହଳଦୀଗୁଣ୍ଡ ଜବତ କରାଯାଇଛି। ତେବେ…

୧୦୦୨ ପୋଲିସ ଦେଇଛନ୍ତି ପ୍ଲାଜ୍‌ମା

କଟକ ଅଫିସ, ୯।୨: ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଇତିମଧ୍ୟରେ ରାଜ୍ୟର ସମସ୍ତ ଜିଲା, ବାଟାଲିୟନ ଓ ପୋଲିସ ପ୍ରତିଷ୍ଠାନରୁ ୧୦୦୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ କରୋନାରୁ ସୁସ୍ଥ ହେବା ପରେ ପ୍ଲାଜ୍‌ମା ଦାନ କରିଛନ୍ତି। ଓଡ଼ିଶା ପୋଲିସ କର୍ମଚାରୀଙ୍କ ପକ୍ଷରୁ ଦାନ କରାଯାଇଥିବା…

ରାସ୍ତା ମଝିରେ ଜଳିଗଲା ଚଳନ୍ତା କାର

ନିଶ୍ଚିନ୍ତକୋଇଲି,୮।୨(ଡି.ଏନ୍‌.ଏ.): ରାସ୍ତା ମଝିରେ ଚଳନ୍ତା କାର୍‌ରେ ନିଆଁ ଲାଗି ଜଳିଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲା ମାହାଙ୍ଗା ମଧୁପୁର ରାସ୍ତାରେ। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ୨ ଶିଶୁଙ୍କ ସମେତ…

ପୋତାଗଲା ବିପୁଳ ସସ୍‌, ଆଚାର

କଟକ ଅଫିସ ,୮।୨: କଟକ ଜଗତ୍‌ପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଗୋଟିଏ ପରେ ଗୋଟିଏ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ କାରଖାନାର ପର୍ଦ୍ଦଫାଶ ହୋଇଆସୁଛି। ସସ୍‌, ଆଚାରଠୁ ଆରମ୍ଭ କରି ଭିନେଗାର, ଘିଅ, ତେଲ, ମସଲାଗୁଣ୍ଡ ଆଦି ବହୁ ଭେଜାଲ ସାମଗ୍ରୀ…

ମାହାଙ୍ଗା ଡବଲ ମର୍ଡର ଘଟଣା,ଫେରାର ମୁଖ୍ୟ ଅଭିଯୁକ୍ତ ମୃତ

ମାହାଙ୍ଗା/ନିଶ୍ଚିନ୍ତକୋଇଲି/ସାଲେପୁର/ଟାଙ୍ଗୀ (କଟକ), ୭ା୨(ସ୍ବ.ପ୍ର./ ଡି.ଏନ୍‌.ଏ.): ମାହାଙ୍ଗା ଡବଲ ମର୍ଡର ଓ ବିକାଶ ଜେନା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ମାହାଙ୍ଗା ବ୍ଲକ ନୃତାଙ୍ଗ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ପ୍ରଫୁଲ୍ଲ ବିଶ୍ୱାଳ। ସେ ଦୀର୍ଘ…

ସାଇତିଛନ୍ତି ୬୦ ଦେଶର ୪୫୦ ମୁଦ୍ରା, ୧୯ ନୋଟ୍‌

କଟକ ଅଫିସ,୫।୨: ସମସ୍ତଙ୍କର ସ୍ବପ୍ନ ଭିନ୍ନ ଭିନ୍ନ। ନିଜର ସ୍ବପ୍ନକୁ ସାକାର କରିବା ପାଇଁ ସମସ୍ତେ ଚେଷ୍ଟା କରିଥାନ୍ତି। ସେହିଭଳି ଏକ ସ୍ବପ୍ନ ଦେଖିଥିଲେ କଟକ ଜିଲା ବିରିବାଟିସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। କମ୍‌ ବୟସରେ ସେ ୬୦ଟି ଦେଶର…

ବଢ଼ିଲା ମାଟ୍ରିକ୍‌ ଫର୍ମପୂରଣ ଅବଧି

କଟକ ଅଫିସ,୩।୨: ମାଟ୍ରିକ୍‌ ଫର୍ମପୂରଣ ଅବଧିକୁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି। ଫେବୃୟାରୀ ୧୦ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହି ଅବଧି ବୃଦ୍ଧି କରାଯାଇଛି। ହାଇସ୍କୁଲ, ଓପନ ସ୍କୁଲ, ଧନ୍ଦାମୂଳକ ଶିକ୍ଷା ଫର୍ମପୂରଣ ଅବଧି ମଧ୍ୟ ବୃଦ୍ଧି କରାଯାଇଛି। ଅବଧି ବୃଦ୍ଧି ନେଇ…

ଯୋଗମୁହାଁ ଯୁବପିଢ଼ି

କଟକ ଅଫିସ, ୩ା୨: ଶରୀର ସୁସ୍ଥ ରହିବା ପାଇଁ ମନକୁ ଶାନ୍ତ ରଖିବା ଆବଶ୍ୟକ। ମନର ସୁସ୍ଥତା ପାଇଁ ଦରକାର ଅନୁକୂଳ ପରିବେଶ ଓ ଉପଯୁକ୍ତ ପନ୍ଥା, ଯାହା ଯୋଗ ଦ୍ୱାରା ହିଁ ଉପଲବ୍ଧି ହୋଇଥାଏ। ନିୟମିତ ଯୋଗ କଲେ ମଣିଷ…

ଫି’ ହ୍ରାସ ନିର୍ଦ୍ଦେଶ ନ ମାନିଲେ ସ୍କୁଲ ସ୍ବୀକୃତି ପ୍ରତ୍ୟାହାର ହେଉ

କଟକ ଅଫିସ, ୩ା୨: କରୋନା ମହାମାରୀରେ ଆର୍ଥିକ ସମସ୍ୟାକୁ ନେଇ ବେସରକାରୀ ସ୍କୁଲରେ ଫି’ ଆଦାୟକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ପୂର୍ବରୁ ହୋଇଥିବା ଏମ୍‌ଓୟୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଛନ୍ତି। ହେଲେ କଟକରେ ବେସରକାରୀ ସ୍କୁଲଗୁଡିକ…

ନେତାଜୀ ବସ୍‌ ଟର୍ମିନାଲ ନିର୍ମାଣରେ ସ୍ଥଗିତାଦେଶ

କଟକ ଅଫିସ୍‌, ୩।୨: କଟକ ଖାନ୍‌ନଗରଠାରେ ନିର୍ମାଣ ହେବାକୁ ଥିବା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ୍‌ ପ୍ରକଳ୍ପ ନିର୍ମାଣରେ ଲାଗିଛି ରୋକ୍‌। ପ୍ରସ୍ତାବିତ ୧୨ଏକର ପରିମିତ ବସ୍‌ ଟର୍ମିନାଲ ପ୍ରକଳ୍ପ ମଧ୍ୟରେ ଥିବା କାଳୀ ମନ୍ଦିରକୁ ନ ଭାଙ୍ଗିବା ପାଇଁ ମଙ୍ଗଳବାର ହାଇକୋର୍ଟ…

ବିନା ଫାୟାର ଲାଇସେନ୍ସରେ ଚାଲିଥିଲା ସନ୍‌ ହସ୍ପିଟାଲ

କଟକ ଅଫିସ, ୧।୨: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସନ୍‌ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ କେହି ମୃତାହତ ହୋଇ ନାହାନ୍ତି। ତେବେ ତଦନ୍ତରୁ ଏହାର ଫାୟାର ଲାଇସେନ୍ସ ନ ଥିବା ଜଣାପଡ଼ିଛି। ବିନା ଫାୟାର ଲାଇସେନ୍ସରେ ହସ୍ପିଟାଲ ଚାଲିଥିବା…

କଟକ ସନ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

କଟକ ଅଫିସ,୧।୨: କଟକ ତୁଳସୀପୁରର ଘରୋଇ ହସ୍ପିଟାଲ ‘ସନ୍‌’ରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲର ଉପର ମହଲାରେ ଏହି ନିଆଁ ଲାଗିଥିଲା। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ପ୍ରଚେଷ୍ଟା ଜାରି ରଖିଛନ୍ତି। ୧୧ ରୋଗୀଙ୍କୁ ଏସ୍‌ସିବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?