‘ସାମ୍ୟବାଦ୍ ଆନ୍ଦୋଳନର ଜନକ ଥିଲେ ଭଗବତୀ’
କଟକ ଅଫିସ, ୨୪ା୧୦: ମାକର୍ସବାଦୀ ଚିନ୍ତାଧାରାର ଆଦ୍ୟ ପ୍ରବର୍ତ୍ତକ ତଥା ମୁକ୍ତି ସଂଗ୍ରାମୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ୭୭ତମ ସ୍ମୃତି ସମାରୋହ କଟକ ବାଲୁବଜାରସ୍ଥିତ ଓଷ୍ଟା ସମ୍ମିଳନୀ କକ୍ଷରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି କଟକ ନଗର କମିଟି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି।…
ଆଇଜରରେ ପଢ଼ିବେ ପାନ ଦୋକାନୀଙ୍କ ପୁଅ
ଚୌଦ୍ୱାର,୨୪ା୧୦(ଡି.ଏନ୍.ଏ.): କଠିନ ଅଧ୍ୟବସାୟ ଓ ଦୃଢ଼ ଇକ୍ତାଶକ୍ତି ଥିଲେ ସବୁ ସମ୍ଭବ। ମନରେ ଦୃଢ ସଙ୍କଳ୍ପ ରଖିଲେ ମଣିଷ ଅଭାବ ଅନଟନ ଭିତରେ ବି ସଫଳତା ପାଇପାରେ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଜଣେ ପାନ ଦୋକାନୀଙ୍କ ପୁଅ। ସେ ହେଲେ…
ଖପୁରିଆ ଆଇଟିଆଇରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ଇନୋଭେଶନ ସେଣ୍ଟର
କଟକ ଅଫିସ, ୨୨ା୧୦: ଖପୁରିଆସ୍ଥିତ ସରକାରୀ ଆଇଟିଆଇରେ ପ୍ରତିଷ୍ଠା ହେବ ଫିଜିକାଲ ଏବଂ ଭର୍ଚ୍ଚୁଆଲ ଅତ୍ୟାଧୁନିକ ଇନୋଭେସନ ସେଣ୍ଟର। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ରୋବୋଟିକ୍ସ, ଇଲେକ୍ଟ୍ରୋନିକ୍ସ ଏବଂ ବିଭିନ୍ନ ଯନ୍ତ୍ରପାତି ଉପରେ ଛାତ୍ରୀଛାତ୍ରମାନେ ଶିକ୍ଷାଲାଭ କରିପାରିବେ। ଏ ନେଇ ଗୁରୁବାର ଓଡ଼ିଶା ବୈଷୟିକ…
କୋଭିଡ୍ ଡ୍ୟୁଟିରେ ନିଯୁକ୍ତ ସେବିକାଙ୍କୁ ମିଳୁନି କ୍ୱାରାଣ୍ଟାଇନ ସୁବିଧା
କଟକ ଅଫିସ,୨୩ା୧୦: ଏସ୍ସିବି କୋଭିଡ ପରିଚାଳନା କମିଟି ତରଫରୁ ଆଇସୋଲେଶନ ୱାର୍ଡ ନିମନ୍ତେ ଗତ ୨୯ ତାରିଖରେ ନୁଆ ଏସ୍ଓପି ଜାରି କରାଯାଇଥିଲା। ତଦନୁଯାୟୀ, ଏସ୍ସିବି ଚକ୍ଷୁ ବିଭାଗ କୋଠାରେ ପରିଚାଳିତ ହେଉଥିବା ଆଇସୋଲେସନ ୱାର୍ଡରେ ଅକ୍ଟୋବର ଓ ଅନ୍ୟ ମାସ…
କଟକ ସହରରୁ ୬୭ ନୂଆ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ, ୨୨।୧୦: କଟକ ସହରରୁ ଗୁରୁବାର ୬୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ହୋମ୍ କ୍ୱାରାଣ୍ଟାଇନ୍ରୁ ୧୩ ଏବଂ ଲୋକାଲ କେସ୍ ୨୯ ରହିଛି। ଏ ନେଇ…
ଦୁଇ ଟ୍ରକ୍ ମୁହାଁମୁହିଁ: ଚାପିହୋଇ ଜଣଙ୍କ ଜୀବନ ଗଲା, ୨ ଗୁରୁତର
ଚୌଦ୍ୱାର,୨୨।୯(ଡି.ଏନ.ଏ): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ବଇଚୁଆଁ ଛକ ନିକଟରେ ବେଆଇନ ଭାବେ ଛିଡା ହୋଇଥିବା ରଡ ବୋଝେଇ ଟ୍ରଲର ପଛରେ ପିଟି ହେଲା ସିମେଣ୍ଟ ବୋଝେଇ ଟ୍ରକ। ଘଟଣାସ୍ଥଳରେ ଚାପିହୋଇ ହେଲପରଙ୍କ ମୃତ୍ୟୁ…
ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, କୌଣସି ଛାତ୍ରୀଛାତ୍ରଙ୍କୁ ମିଳିନି ଗ୍ରେଡ୍ A1
କଟକ ଅଫିସ,୨୨ା୧୦: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ଚଳିତବର୍ଷ ୨୧, ୪୮୭ ଛାତ୍ରୀଛାତ୍ର ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫, ୨୪୪ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ତେବେ ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା କୌଣସି…
୧୦୦ ବର୍ଷ ପଛକୁ ଫେରିଗଲା କଟକ ଦଶହରା
କଟକଣା ଭିତରେ ହଜିଗଲା ପୁରୁଣା ପରମ୍ପରା। ଯାହା ସହରର ପୁରୁଖା ତଥା ବୟୋଜ୍ୟେଷ୍ଠ ବ୍ୟକ୍ତିବିଶେଷ କେବେ ଦେଖି ନ ଥିଲେ, ତାହା ଚଳିତବର୍ଷ ଦେଖିବାକୁ ମିଳିଛି। ବିଭିନ୍ନ ମଣ୍ଡପରେ ମା’ଙ୍କ ଆରାଧନା ପାଇଁ ପ୍ରସ୍ତୁତି ହେଲାଣି, ହେଲେ ଆକର୍ଷଣୀୟ ସାଜସଜ୍ଜା ନ…
ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ସାରି ଫଳ ଘୋଷଣା କର
କଟକ ଅଫିସ,୨୦।୧୦: କରୋନା ଯୋଗୁ ଗତ ୭ ମାସ ହେବ ହାଇକୋର୍ଟ ବାର୍ ଆସୋସିଏଶନ୍ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ବନ୍ଦ ରହିଥିଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ତେବେ ନିର୍ବାଚନ ପ୍ରକ୍ରିୟା…
୯ କମିଟିକୁ ଉଚ୍ଚ ମୂର୍ତ୍ତି ଅନୁମତି
କଟକ ଅଫିସ,୨୦।୧୦: କଟକ ଦଶହରା ମୂର୍ତ୍ତି ନିର୍ମାଣ ବିବାଦକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାର ସୋମବାର ଶୁଣାଣି ହୋଇଥିଲା। ଯେଉଁ ୯ଟି ପୂଜା କମିଟି ୪ ଫୁଟରୁ ଅଧିକ ଉଚ୍ଚର ମୂର୍ତ୍ତି ନିର୍ମାଣ କରିଛନ୍ତି ସେମାନେ ସେତିକି ଉଚ୍ଚର ମୂର୍ତ୍ତି ରଖି…
ବେକରେ କଟୁରି ଲଗାଇ ନେଇଗଲେ ଗହଣା, ଟଙ୍କା
ଖୁଣ୍ଟୁଣୀ,୧୯ା୧୦(ଡି.ଏନ୍.ଏ.): ଖୁଣ୍ଟୁଣୀ ଥାନା ଖମାରନୂଆଗାଁ ଗ୍ରାମର ଲଛମନ ରାଉତଙ୍କ ଘରେ ରବିବାର ରାତିରେ ଦୁର୍ବୃତ୍ତମାନେ ଘରଲୋକଙ୍କ ବେକରେ କଟୁରି ଲଗାଇ ୬୬ ଗ୍ରାମ ଓଜନର ଗହଣା ଓ ୨୫ ହଜାର ଟଙ୍କା ଲୁଟି ନେଇଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପୋଲିସ…
କଟକ ସହରରୁ ଆଜି ୬୪ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୧୯।୧୦- କଟକ ସହରରୁ ଆଜି ମୋଟ ୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ…
Archives


