କଟକରୁ ଆଜି ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୬।୯-କଟକ ସହରରୁ ଆଜି ଆଉ ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୯୮ ରହିଛି। ନୟାବଜାରରୁ ୮, ତୁଳସୀପୁରରୁ ୮, ଚାଉଳିଆଗଞ୍ଜରୁ ୭, ବିଡାନାସୀରୁ ୬, କଲ୍ୟାଣୀ ନଗରରୁ…
ନକଲି ସସ୍ ଫ୍ୟାକ୍ଟ୍ରିରେ ଚଢ଼ାଉ, ବିଭିନ୍ନ ସାମଗ୍ରୀ ଜବତ
କଟକ ଅଫିସ,୨୬ା୯: କଟକସ୍ଥିତ ଜଗତପୁର ଆଇବି ରୋଡ୍ରେ ଏକ ନକଲି ସସ୍ ଫ୍ୟାକ୍ଟ୍ରିରେ ଶନିବାର ପୋଲିସ ଚଢ଼ାଉ କରିଛି। ଏହି ଚଢ଼ାଉରେ ବିପୁଳ ପରିମାଣର ନକଲି ସସ୍ ଏବଂ ବିଭିନ୍ନ ସାମଗ୍ରୀ ଜବତ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ଅଟକ…
ସରକାରୀ ଆଇଟିଆଇରେ ସ୍ପଟ ଆଡ୍ମିଶନ ଆରମ୍ଭ
କଟକ ଅଫିସ,୨୫।୯: ୪୯ଟି ସରକାରୀ ଆଇଟିଆଇ ଓ ୪୫୫ଟି ବେସରକାରୀ ଆଇଟିଆଇରେ ଚଳିତ ବର୍ଷ ନାମ ଲେଖା ପ୍ରକ୍ରିୟା ଜାରି ରହିଛି। ଡିଜିଟି ନିର୍ଦ୍ଦେଶନାମା ମୁତାବକ ଆଇଟିଆଇ ନାମଲେଖା ପ୍ରକ୍ରିୟା ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ସରିବ। ୪୯ଟି ସରକାରୀ ଆଇଟିଆଇରେ…
ବଳାତ୍କାର ପୀଡ଼ିତାଙ୍କୁ ୫ ଲକ୍ଷ ଦିଅ
କଟକ ଅଫିସ୍/କୁଜଙ୍ଗ, ୨୪।୯ (ଡି.ଏନ୍.ଏ.):ଜଗତ୍ସିଂପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ବଳାତ୍କାରର ଶିକାର ହୋଇଥିବା ଜଣେ ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ବୁଧବାର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୭ଦିନ ମଧ୍ୟରେ ପୀଡ଼ିତାଙ୍କୁ…
୯ ମାସ ବିତିଲା: ବାହାରିନି ରେଜଲ୍ଟ
କଟକ ଅଫିସ, ୨୩।୯:ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଗତ ୨୦ ତାରିଖରୁ ପିଜି ଏବଂ ୟୁଜିର ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍ଲାଇନରେ ପରୀକ୍ଷା ଦେଉଛନ୍ତି। ହେଲେ ପିଜିର ପ୍ରଥମ ସେମିଷ୍ଟର ବ୍ୟାକ ପେପର ପରୀକ୍ଷା ରେଜଲ୍ଟ ଏପର୍ଯ୍ୟନ୍ତ…
କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
କଟକ ଅଫିସ,୨୧।୯-କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଅଗ୍ନିଶମ ଓ ବିଦ୍ୟୁତ୍ ବିଭାଗ ମିଳିତ ଭାବେ ତଦନ୍ତ କରି ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ…
କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ସବୁ ରୋଗୀ ସୁରକ୍ଷିତ ଉଦ୍ଧାର
କଟକ ଅଫିସ,୨୧।୯: କଟକ ଜଗତପୁରରେ ଥିବା ସଦ୍ଗୁରୁ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଜଣ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଗୁରୁତର ରୋଗୀଙ୍କୁ ୧୫ଟି ଆମ୍ବୁଲାନ୍ସ ଯୋଗେ ଅଶ୍ୱିନ ହସ୍ପିଟାଲ ଏବଂ ଭେଣ୍ଟିଲେଟର ଥିବା ହସ୍ପିଟାଲକୁ…
ସଦ୍ଗୁରୁ କୋଭିଡ୍ ହସ୍ପିଟାଲରେ ନିଆଁ, କାରଣ ଅସ୍ପଷ୍ଟ
କଟକ ଅଫିସ,୨୧ା୯: କଟକ ଜଗତପୁରସ୍ଥିତ ସଦ୍ଗୁରୁ କୋଭିଡ୍ ହସ୍ପିଟାଲରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏବେ ବି ଅସ୍ପଷ୍ଟ ରହିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି। ଚିଫ୍ ଫାୟାର ଅଫିସର ଓ କଟକ…
ପ୍ରଯୋଜକ ବୀରକିଶୋର ମହାପାତ୍ରଙ୍କ ପରଲୋକ
କଟକ ଅଫିସ,୨୧।୯: ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା, ନିର୍ଦ୍ଦେଶକ, ପ୍ରଯୋଜକ ତଥା ନାଟ୍ୟକାର ବୀରକିଶୋର ମହାପାତ୍ର(୯୨)ଙ୍କର ଶନିବାର ରାତିରେ ମଧୁସୂଦନ ନଗରସ୍ଥ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିିତ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ…
କାନାଗାଁରୁ କଟକ ଷ୍ଟୁଡିଓ
କଟକ ଅଫିସ,୨୧।୯: ବଣମଲ୍ଲୀ, ବଣରେ ମଉଳି ଯାଇନି। ଅପହଞ୍ଚ ଦୁର୍ଗମ ପାହାଡ଼ି ଇଲାକାର ପ୍ରତିଭା ମୁଖ୍ୟସ୍ରୋତକୁ ଆସିଛି। ସୁଦୂର କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ କାନାଗାଁ ପଞ୍ଚାୟତ ଚିନ୍ତାଗୁଡ଼ା ଗ୍ରାମର ଆଦିବାସୀ ଝିଅ ନମିତା ମେଲକା ଏବେ କଟକ ସିଡିଏସ୍ଥିତ ନ୍ୟୁ…
ଏସ୍ସିବିରେ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ବିଳମ୍ବ ହେବ
କଟକ ଅଫିସ,୨୧।୯: ଏସ୍ସିବିରେ ପ୍ରସ୍ତାବିତ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାରେ କିଛିଦିନ ବିଳମ୍ବ ଘଟିବ। ଏହା ଆସନ୍ତା ୨୧ ତାରିଖରେ ଲୋକାର୍ପଣ ହେବାର ଥିଲା। କିନ୍ତୁ ୬ଦିନ ପରେ ଏହା ଲୋକାର୍ପଣ ହେବ ବୋଲି ବିଭାଗ ପକ୍ଷରୁ ସୂଚନ ମିିଳିଛି। ରବିବାର…
୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ
କଟକ ଅଫିସ,୨୦।୯-୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ। ଆସନ୍ତା ୨୧ ଓ ୨୨ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। କିଛି ବିଭାଗରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି…
Archives


