ହୋଟେଲରୁ ୧୭୪ ଗ୍ରାମ୍ ବ୍ରାଉନସୁଗାର ଜବତ: ୨ ଗିରଫ
ଆଠଗଡ଼,୨୨।୨(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ଅଧୀନ ରାଧାପତିପୁରସ୍ଥିତ ପାରିଜାତ ହୋଟେଲରୁ ରବିବାର ୧୭୪ ଗ୍ରାମ୍ ବ୍ରାଉନ୍ସୁଗାର ଜବତ ହୋଇଛି। ଏସ୍ଟିଏଫ୍ (ସ୍ବତନ୍ତ୍ର ଟାସ୍କ ଫୋର୍ସ)ଟିମ୍ ପକ୍ଷରୁ ଚଢ଼ାଉ କରି ହୋଟେଲ ମାଲିକଙ୍କ ସମେତ ୨ ଜଣଙ୍କୁ ଗିରଫ କରାଯାଇଛି। କୋଭିଡ୍…
ନିଶ୍ଚିନ୍ତକୋଇଲି ବ୍ଲକରେ ୩ ରାସ୍ତା ନିର୍ମାଣ ନିମ୍ନମାନର
ନିଶ୍ଚିନ୍ତକୋଇଲି,୨୧।୨(ସ୍ବ.ପ୍ର.): ସରକାର ଗ୍ରାମ ରାସ୍ତାକୁ ସୁଦୃଢୀ କରଣ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏସବୁ ରାସ୍ତାକାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ନିଶ୍ଚିନ୍ତକୋଇଲି ବ୍ଲକରେ ଏହାର ଉଦାହରଣ ଦେଖିବାକୁ ମିଳିଛି। ଗୋଟିଏ ବ୍ଲକରେ ୩ ରାସ୍ତା…
ପ୍ରସ୍ତାବିତ ଅଞ୍ଚଳରୁ ମନ୍ଦିର ଉଚ୍ଛେଦ ହେବ
କଟକ ଅଫିସ,୨୦।୨: ନେତାଜୀ ବସ୍ ଟର୍ମିନାଲ ଓ ତାଳଦଣ୍ଡା କେନାଲ ରାସ୍ତା ସମ୍ପ୍ରସାରଣ ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍ଡିସି)ଙ୍କ କାର୍ଯ୍ୟାଳୟର ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆର୍ଡିସି ଅନିଲ କୁମାର ସାମଲ ଅଧ୍ୟକ୍ଷତା କରି…
ନେତାଜୀ ବସ୍ ଟର୍ମିନାଲ ପାଇଁ ବାଟ ଫିଟିଲା
କଟକ ଅଫିସ,୧୬।୨: ଖାନ୍ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲକୁ ବିରୋଧ କରି ଦାୟର ହୋଇଥିବା ଦୁଇଟି ଜନସ୍ବାର୍ଥ ମାମଲା ସୋମବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ମା’ ଶ୍ମଶାନ କାଳୀ ମନ୍ଦିର ଥିବା ଜମି ବ୍ୟତୀତ ଅନ୍ୟ ଜମି ଉପରେ ପୂର୍ବରୁ…
ନିଶ୍ଚିନ୍ତକୋଇଲି ବ୍ଲକରେ ବନ୍ଦର ପ୍ରଭାବ କମ୍
ନିଶ୍ଚିନ୍ତକୋଇଲି,୧୫।୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ କଂଗ୍ରେସର ବନ୍ଦ ପାଳନ ସେତେଟା ପ୍ରଭାବ ପଡ଼ି ନଥିବା ଦେଖିବାକୁ ମିଳିଛି। ନିଶ୍ଚିନ୍ତକୋଇଲି ସପ୍ତାହିକ ହାଟ ଓ ବଜାର ସ୍ବଭାବିକ ଭାବେ ଖୋଲାଥିବା ବେଳେ ଦୁଇ ଚକିଆ ଯାନ ବାହାନ ଚଳାଚଳ ହୋଇଛି। ସରକାରଙ୍କ…
ରବିବାର ବିଦ୍ୟାଳୟ, ମହାବିଦ୍ୟାଳୟ ସ୍ଥିତି ପରଖିଲେ ନିର୍ଦ୍ଦେଶକ
ନିଶ୍ଚିନ୍ତକୋଇଲି,୧୪।୨(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ଥିଲା । ଗତ ମାସରୁ ଦଶମ ଓ ଦ୍ୱାଦଶ ପିଲାମାନଙ୍କୁ ଶ୍ରେଣୀ କକ୍ଷରେ ଶିକ୍ଷାଦାନ ବ୍ୟବସ୍ଥା ରାଜ୍ୟ ସରକାର ଆରମ୍ଭ କରିଛନ୍ତି। ୧୦୦ଦିନ ଶିକ୍ଷାଦାନର ଏକ ବ୍ୟବସ୍ଥା କରି କୋଭିଡ୍…
୧୫ରୁ ହାଇକୋର୍ଟରେ ସିଧାସଳଖ ଶୁଣାଣି
କଟକ ଅଫିସ,୧୨।୨: ଆସନ୍ତା ୧୫ ତାରିଖରୁ ହାଇକୋର୍ଟ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। କରୋନା ମହାମାରୀ ଯୋଗୁ ହାଇକୋର୍ଟରେ ବିଭିନ୍ନ ମାମଲାର ଶୁଣାଣି ଭର୍ଚୁଆଲ ମାଧ୍ୟମରେ ହେଉଥିଲା। ଏଥିପାଇଁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଗୁରୁବାର ଏସ୍ଓପି ଜାରି କରାଯାଇଛି। କୋର୍ଟ କାର୍ଯ୍ୟ…
୨ଶହ ବର୍ଷ ପରେ ବେଲାଦୁଲାରେ ଛାତଘର
ଆଠମଲ୍ଲିକ,୧୧ା୨: ଗାଁରେ କୋଠାଘର ନିର୍ମାଣ ହେଉଥିଲେ ମଧ୍ୟ ଛାତ ପଡ଼ୁ ନ ଥିଲା। ମା’ ରକ୍ତମାଉଳୀଙ୍କ କୋପର ଶିକାର ହେବା ଭୟରେ କିଏ ଟାଇଲ ଛପର କରୁଥିଲେ ତ ଆଉ କିଏ ଆଜବେଷ୍ଟସ ପକାଇ ପୂର୍ବ ପରମ୍ପରା, ଅନ୍ଧବିଶ୍ୱାସକୁ ଆହୁରି ଆଗକୁ…
ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ମେଡିକାଲ ସାମୟିକ ବନ୍ଦ
କଟକ ଅଫିସ, ୧୦।୧: କଟକ ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା ପରେ ଜିଲା ପ୍ରଶାସନ କଠୋର ହୋଇଛି। ହସ୍ପିଟାଲକୁ ସାମୟିକ ଭାବେ ବନ୍ଦ କରାଯାଇଛି। ହସ୍ପିଟାଲରେ କୌଣସି ରୋଗୀ ଚିକିତ୍ସା କି ଡାକ୍ତରୀ ପରୀକ୍ଷା ହେବ ନାହିଁ ବୋଲି ଜିଲା ପ୍ରଶାସନ…
ପୁଣି ପୋତାଗଲା ଅପମିଶ୍ରିତ ସାମଗ୍ରୀ
କଟକ ଅଫିସ, ୧୦ା୨: କଟକ ସହରର ବିଭିନ୍ନ ସ୍ଥାନରେ ଗତ କିଛିମାସ ମଧ୍ୟରେ ଚଢାଉ କରାଯାଇ ଅନେକ ନକଲି ଓ ଅପମିଶ୍ରିତ କାରଖାନା ଠାବ କରାଯାଇଛି। ସେଠାରୁ ଘିଅ, ତେଲ, ମସଲାଗୁଣ୍ଡ, ଚା, ନକଲି ଜର୍ଦ୍ଦା, ହଳଦୀଗୁଣ୍ଡ ଜବତ କରାଯାଇଛି। ତେବେ…
୧୦୦୨ ପୋଲିସ ଦେଇଛନ୍ତି ପ୍ଲାଜ୍ମା
କଟକ ଅଫିସ, ୯।୨: ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଇତିମଧ୍ୟରେ ରାଜ୍ୟର ସମସ୍ତ ଜିଲା, ବାଟାଲିୟନ ଓ ପୋଲିସ ପ୍ରତିଷ୍ଠାନରୁ ୧୦୦୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ କରୋନାରୁ ସୁସ୍ଥ ହେବା ପରେ ପ୍ଲାଜ୍ମା ଦାନ କରିଛନ୍ତି। ଓଡ଼ିଶା ପୋଲିସ କର୍ମଚାରୀଙ୍କ ପକ୍ଷରୁ ଦାନ କରାଯାଇଥିବା…
ରାସ୍ତା ମଝିରେ ଜଳିଗଲା ଚଳନ୍ତା କାର
ନିଶ୍ଚିନ୍ତକୋଇଲି,୮।୨(ଡି.ଏନ୍.ଏ.): ରାସ୍ତା ମଝିରେ ଚଳନ୍ତା କାର୍ରେ ନିଆଁ ଲାଗି ଜଳିଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲା ମାହାଙ୍ଗା ମଧୁପୁର ରାସ୍ତାରେ। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ୨ ଶିଶୁଙ୍କ ସମେତ…

