କଟକ

କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍‌ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

କଟକ ସହରରୁ ୧୬୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୩।୧୦-କଟକ ସହରରୁ ଶନିବାର ମୋଟ ୧୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୯୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ପ୍ରସୂତୀ-ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଆଶିଷ କୁମାର ଦେଙ୍କ ପରଲୋକ

କଟକ ଅଫିସ, ୩।୧୦: ବରିଷ୍ଠ ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଫେସର ଆଶିଷ କୁମାର ଦେ ଆଉ ନାହାନ୍ତି। କଟକ ତୁଳସୀପୁର ସ୍ଥିତ ବାସଭବନରେ ଶୁକ୍ରବାର ରାତି୧୧ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ…

ବର୍ଷା: ଦୁଇଦିନରେ କଟକ ଅବସ୍ଥା ସଙ୍ଗିନ

କଟକ ଅଫିସ,୩।୧୦:  ଗତ ଦୁଇଦିନ ଧରି ଲଘୁଚାପ ବର୍ଷାରେ କଟକ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଡ୍ରେନଗୁଡିକ ଜାମ୍‌ ହୋଇପଡିଥିବାରୁ ବର୍ଷାଜଳ ଠିକ ଭାବେ ନିଷ୍କାସନ ହୋଇ ନ ପାରି ରାସ୍ତାକୁ ଉଦ୍‌ବୃତ୍ତ ହୋଇଆସିବା ସହ କେତେଜଣଙ୍କ ଘରେ ପଶିଥିଲା। ରାସ୍ତାରେ…

ଜରିମାନାରେ ଜାଲିଆତି

କଟକ ଅଫିସ,୩।୧୦: ଜରିମାନା ଆଦାୟରେ ଜାଲିଆତି ହେଉଛି। ପୋଲିସ ଯେତିକି ଟଙ୍କାର ଚାଲାଣ କାଟୁଛି, ସରକାରଙ୍କ ନିକଟରେ ଏହାଠୁ କମ୍‌ ରାଶି ଦର୍ଶାଯାଉଛି। ଏଭଳି ଏକ ଘଟଣା ଚାଉଳିଆଗଞ୍ଜ ଥାନା ଅଧୀନରେ ହୋଇଥିବା ଅଭିଯୋଗ ହୋଇଛି। ଗତ ଜୁଲାଇ ୨୦ ତାରିଖରେ…

କଟକ ସହରରୁ ୧୮୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୦- କଟକ ସହରରୁ ଶୁକ୍ରବାର ମୋଟ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୧୦୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ କରି…

ହାଡ଼ିଆ ହତ୍ୟାକାଣ୍ଡକୁ ମାସେ ପୂରିଲା: ଧରାପଡ଼ିନାହାନ୍ତି ଅଭିଯୁକ୍ତ ଦୁଇ ଭାଇ

କଟକ ଅଫିସ,୨।୧୦: ଦୁର୍ଦ୍ଦାନ୍ତ ଅପରାଧୀ ହାଡ଼ିଆ ଓରଫ ପ୍ରକାଶ ବେହେରା ହତ୍ୟା ଘଟଣାକୁ ଶୁକ୍ରବାର ଏକମାସ ପୂରଣ ହୋଇଛି। ଅଭିଯୁକ୍ତଙ୍କୁ ଚିହ୍ନଟ ସରିଛି ବୋଲି କଟକ ପୋଲିସ କହିଥିଲେ ସୁଦ୍ଧା ସେମାନଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି…

ପରିବା କିଣିବାକୁ ଆସିଥିବା ବ୍ୟକ୍ତିଙ୍କୁ ଚାପିଦେଲା ଟ୍ରକ୍‌

ଚୌଦ୍ୱାର,୧ା୧୦: ୫୫ ନଂ. ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲୁରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱ ଖୋଳାଯାଇ ଥିବାବେଳେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପୁରୁଣା ରାସ୍ତାରେ ପିଚୁ ଉଠିଯାଇ ବିଭିନ୍ନ ସ୍ଥାନରେ ଖାଲଖମା ହୋଇଯାଇଛି। ଫଳରେ…

ମହିଳାଙ୍କୁ ଏସିଡ୍‌ ଫିଙ୍ଗିବା ମାମଲା: ୨ ଗିରଫ

କଟକ ସଦର, ୧ା୧୦ (ଡି.ଏନ୍‌.ଏ.):କଟକ ସଦର ଥାନା ଅଧୀନ ଶ୍ରୀରାମ ଗ୍ରାମର ଜଣେ ମହିଳାଙ୍କ ଉପରକୁ ଏସିଡ୍‌ ଫିଙ୍ଗିବା ମାମଲାରେ ୪୨ମୌଜା ଫାଣ୍ଡି ପୋଲିସ ବୁଧବାର ୨ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ ଗ୍ରାମର ସୁକାନ୍ତି…

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ

କଟକ ଅଫିସ, ୧ା୧୦:ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ ନାମଲେଖାର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଥିବାବେଳେ ଚଳିତବର୍ଷ ଅନ୍‌ଲାଇନ ମାଧ୍ୟମରେ ନାମଲେଖା ପ୍ରକ୍ରିୟା ହେବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ…

କଟକରୁ ଆଜି ଆଉ ୨୨୭ ପଜିଟିଭ ଚିହ୍ନଟ

କଟକ ଅଫିସ,୩୦।୯-କଟକ ସହରରୁ ଆଜି ଆଉ ୨୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯୮ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା…

କାର୍ଯ୍ୟାଦେଶର ୨ବର୍ଷ ପରେ ବି ମିଳୁନି ଅର୍ଥ

କଟକ ଅଫିସ,୨୯।୯:କଟକ ମହାନଗର ନିଗମ ଅଧୀନ ୫୯ ନମ୍ବର ୱାର୍ଡର ଅନେକ ବାସିନ୍ଦା ୨୦୧୭ ଡିସେମ୍ବର ୨୯ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ନିର୍ମାଣ ପାଇଁ କାର୍ଯ୍ୟାଦେଶ ପାଇଥିଲେ। ଏହାପରେ ସେମାନେ ନିଜ ଅର୍ଥରେ ଘର ନିର୍ମାଣ ଆରମ୍ଭ କରିଥିଲେ। ଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri