ଯେତେ ଖୋଜିଲେ ସେତେ ମିଳୁଛି
କଟକ ଅଫିସ,୨୭ା୧୨: ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଘରେ ପୋଲିସ ଯେତେ ଖୋଜୁଛି ସେତେ ମିଳୁଛି ବନ୍ଧୁକ, ଗୁଳି ଓ ଟଙ୍କା। ଦୁଇଦିନର ତନାଘନା ପରେ କମିଶନରେଟ ପୋଲିସ ୩ ବନ୍ଧୁକ, ୫ ମାଗାଜିନ, ୧୭୫ ଗୁଳି ଓ ୧୬ ଲକ୍ଷ ୫୦…
ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ କଟକ ବଡ଼ ମେଡିକାଲରେ ଭର୍ତ୍ତି
କଟକ ଅଫିସ,୨୫।୧୨: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଶୁକ୍ରବାର ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିବା ସୂଚନା ମିଳିଛି। ଡି. ପ୍ରକାଶ ରାଓ ଗୁରୁବାରଠାରୁ ଅସୁସ୍ଥ…
କଟକ କୋର୍ଟରେ ହାଜର ହେଲେ ଧଳସାମନ୍ତ ଭ୍ରାତା
କଟକ ଅଫିସ, ୨୫ା୧୨:ଗ୍ୟାଙ୍ଗଷ୍ଟର ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ ପୋଲିସ କଟକ ଏସ୍ଡିଜେଏମ୍(ସଦର) କୋର୍ଟରେ ଗୁରୁବାର ହାଜର କରିଛି। ଉଭୟଙ୍କୁ ୩ଦିନ ରିମାଣ୍ଡରେ ନେବାକୁ ପୋଲିସ ଅଦାଲତରେ ଆବେଦନ କରିଥିବାବେଳେ କୋର୍ଟ ୨ଦିନ ଅର୍ଥାତ୍ ୨୫ ଓ ୨୬ତାରିଖ ପାଇଁ…
ମୃତ୍ୟୁ ଦଣ୍ଡାଦେଶ ଖାରଜ କଲେ ହାଇକୋର୍ଟ
କଟକ ଅଫିସ୍, ୨୪ା୧୨:ଅନୁଗୋଳ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ଏଥିସହ ପୋକ୍ସୋ ଅଦାଲତ ନିଜ ରାୟର ସମୀକ୍ଷା କରିବାକୁ ଉଚ୍ଚ ଅଦାଲତ କହିଛନ୍ତି।…
ବୋଥ୍ରାଙ୍କ ପଲିଗ୍ରାଫ୍ ଟେଷ୍ଟ ପାଇଁ ହାଇକୋର୍ଟରେ ମାମଲା
କଟକ ଅଫିସ,୨୪ା୧୨:ପରୀ ହତ୍ୟା ତଦନ୍ତର ଦିଗ ବାରମ୍ବାର ବଦଳୁଛି। ଗତ ନଭେମ୍ବର ୨୫ରେ ବିଧାସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖି ମେଡିକାଲ ତଥ୍ୟ ଯାଞ୍ଚ ଆଧାରରେ ବଳାତ୍କାର ହୋଇଥିବା ରିପୋର୍ଟ ହସ୍ତଗତ ହୋଇନାହିଁ ବୋଲି କହିଥିଲେ। କିନ୍ତୁ ଡିସେମ୍ବର…
୧୧ହଜାର ବସ୍ତା ସିମେଣ୍ଟ ଜବତ
କଟକ ଅଫିସ,୨୩ା୧୨: କଟକ ଜଗତ୍ପୁର ଅଞ୍ଚଳରେ ଥିବା ଏକ ସିମେଣ୍ଟ ଗୋଦାମ ଉପରେ ମଙ୍ଗଳବାର ପୋଲିସ ଚଢାଉ କରିଥିଲା। ସେଠାରୁ ପ୍ରାୟ ୧୦ ହଜାର ବସ୍ତା ଏକ୍ସପାଏରି ସିମେଣ୍ଟ ଓ ୧ହଜାର ବସ୍ତା ଭଲ ସିମେଣ୍ଟ, ୫ହଜାର ପ୍ୟାକେଜିଙ୍ଗ ପଲିଥିନ, ଚାଲୁଣି,…
ସ୍ବାମୀଙ୍କୁ ଜାମିନରେ ଆଣିବାକୁ ଯାଇ ଜେଲ ଗଲେ ମହିଳା
କଟକ ଅଫିସ,୨୨।୧୨: ଡାକ୍ତରଙ୍କ ନକଲି ପ୍ରେସ୍କ୍ରିପ୍ସନ ତିଆରି କରି ଜଣେ ମହିଳା ଗିରଫ ହୋଇଛନ୍ତି। ସ୍ବାମୀଙ୍କୁ ଜାମିନରେ ଆଣିବା ପାଇଁ ନିଜେ ଅସୁସ୍ଥ ଦର୍ଶାଇ ମହିଳା ଜଣକ ଏପରି ଚକ୍ରାନ୍ତ କରିଥିଲେ। କୋର୍ଟରେ ଧରା ପଡିବା ପରେ ତାଙ୍କୁ ଜେଲ୍ ଯିବାକୁ…
ଜିଲା ପରିଷଦ ଉପନିର୍ବାଚନ: ବୁଥ୍ରେ ଗ୍ଲୋବ୍ସ, ମାସ୍କ ବ୍ୟବସ୍ଥା ନାହିଁ
କଟକ ସଦର,୨୧।୧୨(ଡି.ଏନ୍.ଏ.): ଆସନ୍ତା ୨୨ରେ କଟକ ଜିଲାପରିଷଦ ୭ନଂ. ଜୋନ୍ ଉପନିର୍ବାଚନ କୋଭିଡ୍ ଗାଇଡ୍ଲାଇନ୍ ଅନୁଯାୟୀ ଅନୁଷ୍ଠିତ ହେବ। ବୁଥ୍ରେ ସାମାଜିକ ଦୂରତା ସହ ଭୋଟରମାନଙ୍କ ଥର୍ମାଲ ସ୍କାନିଂ ଓ ସାନିଟାଇଜର ଦ୍ୱାରା ହାତ ସଫାର ବ୍ୟବସ୍ଥା ରହିଛି। ବିଧାନସଭା ନିର୍ବାଚନରେ…
ଗର୍ଭପାତ ମୌଳିକ ଅଧିକାର: ହାଇକୋର୍ଟ
କଟକ ଅଫିସ,୨୧।୧୨(ବ୍ୟୁରୋ): ଗର୍ଭଧାରଣର ୨୦ ସପ୍ତାହ ପରେ ଗର୍ଭପାତ କରିବାର ନିୟମ ନାହିଁ। ହେଲେ ପୀଡ଼ିତା ନାବାଳିକାଙ୍କ ଭବିଷ୍ୟତ, ଶିକ୍ଷା, ସାମାଜିକ ସୁରକ୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ସମ୍ବିଧାନର ଧାରା ୨୧ ଅନୁସାରେ…
ପୁଣି ଅନୁଭବଙ୍କ ନାଁରେ ଏତଲା ଦେଲେ ବର୍ଷା
କଟକ ଅଫିସ,୨୦ା୧୨ କେନ୍ଦ୍ରାପଡ଼ା ଏମ୍ପି ତଥା ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ପୁଣି ଥରେ ଥାନାରେ ମାମଲା ରୁଜୁ ହୋଇଛି। ଏମ୍ପିଙ୍କ ଅଭିନେତ୍ରୀ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଏତଲା ଭିତ୍ତିରେ ପୁରୀଘାଟ ଥାନା ପୋଲିସ ତାଙ୍କ ବିରୋଧରେ ମାମଲା ରୁଜୁ…
ଜଗତ୍ପୁରରୁ ନକଲି ସୋୟାବଡ଼ି କାରଖାନା ଠାବ: ନାମୀଦାମୀ କମ୍ପାନୀର ଲୋଗୋ ସମେତ ୧୦ଲକ୍ଷ ଟଙ୍କାର ସାମଗ୍ରୀ ଜବତ
କଟକ ଅଫିସ,୨୦ା୧୨: ଜଗତ୍ପୁର ଶିଳ୍ପାଞ୍ଚଳ ଫେଜ୍-୨ରେ ଥିବା ମାହେକ୍ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ନାମକ ଏକ ନକଲି ସୋୟାବଡି କାରଖାନାକୁ ଶନିବାର ପୋଲିସ ଠାବ କରିଛି। ଦୀର୍ଘଦିନ ଧରି ସେଠାରେ ବେଆଇନ ଭାବେ ଉକ୍ତ କାରଖାନା ଚାଲୁଥିଲା। ଖବରପାଇ ଅପରାହ୍ନରେ ମାଲଗୋଦାମ…
ଏସ୍ଡିଜେଏମ୍ କୋର୍ଟରେ ହାଜର ହେଲେ ଅନୁଭବ
କଟକ ଅଫିସ, ୧୯।୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଶୁକ୍ରବାର କଟକ ଏସ୍ଡିଜେଏମ୍ କୋର୍ଟରେ ହୋଇଥିଲା। କିଛିଦିନ ତଳେ ସ୍ତ୍ରୀ ବର୍ଷା କରିଥିବା ଏକ ପାରିବାରିକ ହିଂସା ମାମଲାରେ ନିଜ ପକ୍ଷ ରଖିବା ପାଇଁ…

