ଚାକିରି ଠକେଇରେ ଆଉଟ୍ସୋର୍ସିଂ କର୍ମଚାରୀ
କଟକ,୧୨ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଚାକିରି କରାଇ ଦେବାକୁ କହି ଆଉଟ୍ସୋର୍ସିଂ ସଂସ୍ଥାର କେତେଜଣ କର୍ମଚାରୀ ଲୋକଙ୍କଠାରୁ ଟଙ୍କା ନେଉଛନ୍ତି। ପରବର୍ତ୍ତୀ ସମୟରେ ସେମାନଙ୍କୁ ଚାକିରି ମିଳୁନି। ଫଳରେ ଠକେଇର ଶିକାର ହେଉଥିବା ଲୋକମାନେ ଥାନାରେ ଅଭିଯୋଗ କରୁଛନ୍ତି। ଏହିକ୍ରମରେ...
ଡ୍ରେନ୍ ନିର୍ମାଣବେଳେ ଭୁଶୁଡ଼ିଲା ପାଚେରି, ଚାଲିଗଲା ଶ୍ରମିକଙ୍କ ଜୀବନ
କଟକ,୯ା୧୨ (କାର୍ତ୍ତିକ ସାହୁ): କଟକ ବିଡ଼ାନାସୀ ନାୟକସାହିରେ ରବିବାର ଡ୍ରେନ୍ ନିର୍ମାଣବେଳେ ଅଘଟଣ ଘଟିଛି। ଡ୍ରେନ୍ ପାର୍ଶ୍ୱରେ ଥିବା ଏକ ପୁରୁଣା ପାଚେରି ଭୁଶୁଡ଼ି ପଡିବାରୁ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଟ୍ଟାପୋଲ ଅଞ୍ଚଳର...
ସରକାରୀ ଚାକିରି ପ୍ରତିଶ୍ରୁତି ଦେଇ ଆଶାୟୀଙ୍କୁ ୧୦ ଲକ୍ଷ ଟଙ୍କା ଠକେଇ, ଦୁଇ ଭାଇ ଗିରଫ
କଟକ, ୮।୧୨: ଚାକିରି ଠକେଇ ମାମଲାରେ ରବିବାର କଟକରୁ ୨ ଜଣଙ୍କୁ ଗିରଫ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗରେ ଚାକିରି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକେଇ ଅଭିଯୋଗରେ ଦୁଇ ଭାଇଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ...
ପୁଣି କଟକରେ ଡ୍ରେନ୍ କାମ ନେଲା ଜୀବନ, ଜଣେ ମୃତ, ୨ ଗୁରୁତର
କଟକ,୮।୧୨: କଟକରେ ପୁଣି ଡ୍ରେନରେ ପଡି ଶ୍ରମିକ ମୃତ୍ୟୁ ବରଣ କରିଛନ୍ତି। ଏପ୍ରକାର ଘଟଣା ବାରମ୍ବାର ଘଟି ଚାଲିଥିଲେ ମଧ୍ୟ କଟକ ମୁନିସିପାଲିଟି କୌଣସି ଠୋସ ପଦକ୍ଷେପ ନେଇଥିବା ଦେଖାଯାଉନାହିଁ। ରବିବାର ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମ ବେଳେ...
ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି
କଟକ,୮।୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍ଘାଟନ କରିଛନ୍ତି। ଏହି ଉଦ୍ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ...
ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି
କଟକ,୮ା୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍ଘାଟନ କରିଛନ୍ତି। ଏହି ଉଦ୍ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ...
ପୂର୍ବତନ ଅବକାରୀ ଡେପୁଟି କମିଶନରଙ୍କୁ ୨ ବର୍ଷ ଜେଲ
କଟକ,୭ା୧୨(କାର୍ତ୍ତିକ ସାହୁ)- ସମ୍ବଲପୁର ନର୍ଥ ଡିଭିଜନର ପୂର୍ବତନ ଡେପୁଟି କମିଶନର ସ୍ବୟଂମ୍ଭୁ ପ୍ରସାଦ ମିଶ୍ର କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଶନିବାର ଦଣ୍ଡିତ ହୋଇଛନ୍ତି। ଅଦାଲତ ତାଙ୍କୁ ୨ ବର୍ଷ ଜେଲଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ପାଇଁ...
ବୋହୂ-ପୁଅଙ୍କୁ ନିଆଁ ଲଗାଇବା ଘଟଣା: ଚାଲିଗଲା ପୁଅଙ୍କ ଜୀବନ
ବାରଙ୍ଗ,୬।୧୨(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନା ଅଧିନସ୍ତ ବାରଶୀଙ୍ଗା ଗାଁରେ ବୋହୁପୁଅକୁ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ଆଗରୁ ସ୍ତ୍ରୀର ମୃତ୍ୟୁ ଘଟିଥିବାବେଳେ ସ୍ବାମୀ ମୃତ୍ୟୁ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଚିକିତ୍ସାଧିନ ଅବସ୍ଥାରେ ପୁଅ ଦୀନବନ୍ଧୁଙ୍କ ମୃତ୍ୟୁ ଘଟିଛି।...
ପୁଅ-ବୋହୂଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଥିଲେ ନିଆଁ, ବୋହୂଙ୍କ ମୃତ୍ୟୁ ପରେ ବନ୍ଧା ହେଲେ…
ବାରଙ୍ଗ,୪ା୧୨: କଟକ ଜିଲା ବାରଙ୍ଗ ଥାନା ଗୋଡ଼ିସାହିଫାଣ୍ଡି ଅଧିନସ୍ଥ ବାରସିଙ୍ଗା ଗ୍ରାମରେ ପୁଅବୋହୂଙ୍କୁ ପେଟ୍ରୋ ଢାଳି ନିଆଁ ଲଗାଇବା ଘଟଣାର ମୁଖ୍ୟ ଅଭିଯୁକ୍ତ ବାପା ଗୋବର୍ଦ୍ଧନଙ୍କୁ ବୁଧବାର ପୋଲିସ କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ, ନଭେମ୍ବର ୩୦ ତାରିଖ ରାତିରେ ବାରସିଙ୍ଗାଗାଁରେ...
ବାପା ପୁଅ, ବୋହୂକୁ ନିଆଁ ଲଗାଇବା ପରେ ମା’ ବନ୍ଦଘରେ ଶିଶୁ କନ୍ୟା ସହ ନିଜକୁ ଜାଳିଲେ: ଝିଅ ପରେ ମା’ଙ୍କ…
କଟକ,୪।୧୨: ଜଗତପୁର ଥାନା ଅନ୍ତର୍ଗତ ଅତୋ ଗାଁରେ ମା’ ଶିଶୁକନ୍ୟା ଓ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଶିଶୁ କନ୍ୟା ପରେ ହସ୍ପିଟାଲରେ ମା’ଙ୍କ ମୃତ୍ୟୁ ଘଟିଛି। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମା’ଙ୍କ ମୃତ୍ୟୁ...
ଚଢ଼ାଦରରେ ଆଳୁ ବିକ୍ରି ନେଇ କଟକ, ଭୁବନେଶ୍ୱରେ ଚଢ଼ାଉ
ଭୁବନେଶ୍ୱର,୨।୧୨: କଟକ ଛତ୍ରବଜାରରେ ଚଢାଉ ସୋମବାର ସକାଳୁ ସକାଳୁ ଯୋଗାଣ ବିଭାଗର ଚଢାଉ ଜାର ରହିଛି । ଉତ୍ତରପ୍ରଦେଶରୁ ଆଳୁ ଗାଡ଼ି ଆସିବା ପରେ ମଧ୍ୟ ଆଳୁ ଦର କାହିଁକି କମିନାହିଁ ସେ ନେଇ ଚଢାଉ ହୋଇଛି। ଚଢ଼ାଦରରେ ବିକ୍ରିକୁ...
ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରଘୁପତି ମହାନ୍ତି, କହିଲେ ବିଜେଡିରେ ମୋର…
ବଡ଼ମ୍ବା,୧ା୧୨: ଜଣେ ପରେ ଜଣେ ନେତା ବିଜେଡି ଛାଡୁଛନ୍ତି। ଏବେ କଟକ ଜିଲା ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ମଧ୍ୟ ଦଳ ଛାଡ଼ିଛନ୍ତି। ସେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ...
Archives


