କଟକ ସହରରୁ ଆଜି ୧୮୪ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୫।୯-କଟକ ସହରରୁ ଶନିବାର ୧୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୦୭ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…
୬ ଯାଏ ରେଭେନ୍ଶା ଶଟ୍ଡାଉନ୍
କଟକ ଅଫିସ,୪ା୯:ରେଭେନ୍ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଯେଉଁଥିପାଇଁ ବିଶ୍ୱବିଦ୍ୟାଳୟକୁ ବାରମ୍ବାର ବନ୍ଦ କରିବାକୁ ପଡୁଛି। ପୂର୍ବରୁ କୁଳପତିଙ୍କ କାର୍ଯ୍ୟାଳୟରେ ଜଣେ କର୍ମଚାରୀ ଓ ତାଙ୍କ ପରିବାରର ଦୁଇଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏଥିପାଇଁ…
କଟକ ସହରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୩।୯(ବ୍ୟୁରୋ)-କଟକ ସହରରୁ ଆଜି ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୩୫ ଜଣ ଚିହ୍ନଟ ହୋଇଥିବାବେଳେ ୧୦୨ ଲୋକାଲ କଣ୍ଟାକ୍ଟ କେସ। ସେକ୍ଟର ୭ ସିଡିଏରୁ ୧୧, କଲେଜ ଛକରୁ ୫, ଏସସିବି ମେଡିକାଲ…
କଟକ ସହରରୁ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨।୯-କଟକ ସହରରୁ ବୁଧବାର ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରାଣ୍ଟାଇନରୁ ୧୩୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୭୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ୧୫ ଜଣ କୋଭିଡ ଯୋଦ୍ଧା ଚିହ୍ନଟ ହୋଇଛନ୍ତି। ଏହାସହିତ ଏସ୍ସିବି ମେଡିକାଲ ଆଇସୋଲେଶନର୧୧…
ମଦ ବିକ୍ରିକୁ ବିରୋଧ କରିବାରୁ ଯୁବକକୁ ହତ୍ୟା
ଚୌଦ୍ୱାର, ୨ା୯(ଡି.ଏନ୍.ଏ): କଟକ ଜିଲା ଚୌଦ୍ୱାର ଥାନା ବାଣିପଦା ପଞ୍ଚାୟତ ହରିଜନ ସାହିରେ ମଦକୁ ବିରୋଧ କରିବାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକକୁ ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ସାହିର ସରୋଜ ସାମଲ। ଖବର ପାଇଁ ଚୌଦ୍ୱାର…
ଓଟିଏମ୍ ବଞ୍ଚାଓ ଶ୍ରମିକ ଆନ୍ଦୋଳନକୁ ୧୫ବର୍ଷ
ଚୌଦ୍ୱାର,୨।୯(ଡି.ଏନ୍.ଏ.): ୨୦୦୧ରୁ ବନ୍ଦ ହୋଇଯାଇଥିବା ସର୍ବବୃହତ୍ କମ୍ପୋଜିଟ ଲୁଗାକଳ ଓଡ଼ିଶା ଟେକ୍ସଟାଇଲ ମିଲ୍ (ଓଟିଏମ୍)ର ଶ୍ରମିକମାନେ ଚଳାଇଥିବା ଆନ୍ଦୋଳନ ୧୫ବର୍ଷ ପୂରଣ କରି ମଙ୍ଗଳବାରଠାରୁ ୧୬ବର୍ଷରେ ପଦାର୍ପଣ କରିଛି। ମିଲ୍ ବନ୍ଦ ହେବା ପରେ ଏଥିରେ କାର୍ଯ୍ୟରତ ୨୨୦୦ରୁ ଊର୍ଦ୍ଧ ଶ୍ରମିକ…
ଆପୋସ ସମାଧାନ କରି ଅଦାଲତଙ୍କୁ ଜଣାଅ
କଟକ ଅଫିସ,୨।୯: ରାଜ୍ୟରେ ବେସରକାରୀ ସ୍କୁଲ ଫି’ ବୃଦ୍ଧି ପ୍ରସଙ୍ଗରେ ଆଗତ ମାମଲାର ମଙ୍ଗଳବାର ଶୁଣାଣି କରି ଆପୋସ ସମାଧାନ ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ହାଇକୋର୍ଟ କହିଛନ୍ତି। ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅଭିଭାବକ ମହାସଂଘ, ଶିକ୍ଷକ ଓ ବେସରକାରୀ ସ୍କୁଲ…
କଟକ ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହେଲେ ଆଉ ୧୯୮ ଆକ୍ରାନ୍ତ: ମୋଟ ସଂଖ୍ୟା ୫୦୦୦ ଟପିଲା
କଟକ ଅଫିସ,୧।୯: କଟକ ମହାନଗର ନିଗମ ଅଞ୍ଚଳରୁ ମଙ୍ଗଳବାର ଆଉ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୭ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ କେସ ରହିଥିବା ବେଳେ ୫୭ ହୋମ୍ କ୍ୱାରାଣ୍ଟାଇନ୍ ଏବଂ ୭୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏହାକୁ…
ବାଲୁବଜାରକୁ ମୂର୍ତ୍ତିପୂଜା ଅନୁମତି
କଟକ ଅଫିସ,୧।୯: କଟକରେ ଦୁର୍ଗାପୂଜାକୁ ନେଇ ନାନା କଳ୍ପନାଯଳ୍ପନା ଜାରି ରହିଥିବା ବେଳେ ସହରର ସର୍ବପୁରାତନ ବାଲୁ ବଜାର ପୂଜା କମିଟିକୁ ମୂର୍ତ୍ତି ନିର୍ମାଣ ଓ ପୂଜା ପାଇଁ ସୋମବାର ହାଇକୋର୍ଟ ଅନୁମତି ଦେଇଛନ୍ତି। କିନ୍ତୁ ଏହି ପୂଜା ସରକାରୀ କୋଭିଡ୍…
କଟକରୁ ଆଜି ୧୪୭ ଆକ୍ରାନ୍ତ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୫୭
କଟକ ଅଫିସ,୩୧।୮-କଟକ ସହରରୁ ସୋମବାର ଆଉ ୧୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୭ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ୫୭ ଲୋକାଲ କେସ। ରାଣୀହାଟରୁ ୭, ବାମ୍ଫିସାହିରୁ ୬, ମଙ୍ଗଳବାଗରୁ ୪, ସିଡିଏ ସେକ୍ଟର-୭ରୁ ୩,…
କଟକ: ୬୯ ଗାଁକୁ ପଶିଛି ବନ୍ୟାଜଳ
କଟକ ଅଫିସ୍,୩୧।୮: ମହାନଦୀରେ ବନ୍ୟାଜଳ ପ୍ରବେଶ କରିବା ପରେ କଟକ ଜିଲାର ୮ଟି ବ୍ଲକର ୩୯ଟି ପଞ୍ଚାୟତ ଓ ୬୯ଟି ଗ୍ରାମରେ ପାଣି ମାଡ଼ି ଯାଇଛି। ସେହିପରି କଟକ ମହାନଗର ନିଗମ (ସିଏମ୍ସି)ର ୨ଟି ୱାର୍ଡରେ ବନ୍ୟାଜଳ ପଶିଛି। ସମଗ୍ର ଜିଲାରେ…
କଟକ ସହରରୁ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୩୦।୮-କଟକ ସହରରୁ ରବିବାର ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୨ଜଣ, କ୍ୱାରାଣ୍ଟାଇନରୁ ୯୭ ଏବଂ ସ୍ଥାନୀୟ ଅଞ୍ଚଳରୁ ୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନିମ୍ବସାହିରୁ ୨୨, ଏସସିବି ଆଇସୋଲେଶନ ଓ୍ବାର୍ଡରୁ ୯, ୫ ଜଣ କରୋନା…
Archives


