କଟକ

ଆକାଉଣ୍ଟ ସେଟେଲ କର, ନଚେତ ଦରମା ବନ୍ଦ

କଟକ ଅଫିସ,୧୨।୧୨: ସମ୍ବଲପୁର ହୀରାକୁଦ ଡ୍ୟାମର ଜଣେ ପୂର୍ବତନ କର୍ମଚାରୀଙ୍କ ଆକାଉଣ୍ଟ ଦୀର୍ଘ ବର୍ଷ ଧରି ସେଟେଲମେଣ୍ଟ ହୋଇ ନ ଥିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଅର୍ଥାତ ୨୧।୧୨।୨୦୨୦ ପୂର୍ବରୁ ଆକାଉଣ୍ଟ ସେଟେଲମେଣ୍ଟ କରା ନ…

ରାସ୍ତା ମଝିରେ ମହିଳାଙ୍କ ଉନ୍ମତ୍ତକାଣ୍ଡ: ପାଟିତୁଣ୍ଡ କରି ରାସ୍ତା ମଝିରେ ଶୋଇଲେ

ଚୌଦ୍ୱାର,୧୨।୧୨(ଡି.ଏନ୍‌.ଏ.): ୫୫ନମ୍ବର ଜାତୀୟ ରାଜପଥର ଚୌଦ୍ୱାର ପୌରାଞ୍ଚଳ ଅନ୍ତର୍ଗତ ଧୂମାବତୀ ଛକ ରାସ୍ତା ମଝିରେ ଶୁକ୍ରବାର ଜଣେ ମହିଳାଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ଏଥିଯୋଗୁ ରାସ୍ତା ଉଭୟ ପାର୍ଶ୍ୱରେ ଶହଶହ ଗାଡ଼ି ମୋଟର ଅଧଘଣ୍ଟାଏ ପର୍ଯ୍ୟନ୍ତ ଯାତାୟାତରେ ବାଧାପ୍ରାପ୍ତ ହୋଇଥିଲା। ଶୁକ୍ରବାର…

ଖୋଲିଲା ବନ୍ଧୁକ କାରବାର ଗୁମର

କଟକ ଅଫିସ୍‌, ୧୨।୧୨: ବ୍ୟବସାୟୀ ଓ ଠିକାଦାରଙ୍କଠାରୁ ବଟି ଆଦାୟ, ଟେଣ୍ଡର ଫିକ୍ସିଂ, ବାଲିଘାଟ ନିଲାମ ଓ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ କରିବା ଅଭିଯୋଗରେ ଗିରଫ ହୋଇ ଦୀର୍ଘ ୪ବର୍ଷ ହେଲା ଜେଲରେ ଥିବା ସୁଶାନ୍ତ ଏବଂ ସୁଶୀଲ ଧଳସାମନ୍ତ ଭ୍ରାତାଙ୍କ ଏବେ…

ଗ୍ୟାଙ୍ଗଷ୍ଟର ଧଳସାମନ୍ତଙ୍କ ଘରୁ ୫୦୦ ରାଉଣ୍ଡ ଗୁଳି ଜବତ

କଟକ ଅଫିସ, ୧୦।୧୨-ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ଓ ସୁଶୀଳ ଧଳସାମନ୍ତଙ୍କ କଟକ ସ୍ଥିତ ସିଡିଏ ବାସଭବନରେ ଗୁରୁବାର ପୋଲିସ ଚଢାଉ କରି ବନ୍ଧୁକ, ଗୁଳି ଓ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ…

କ୍ୟାନ୍‌ସର ହସ୍ପିଟାଲର ୨ ଓପିଡି ସ୍ଥାନାନ୍ତର ହେବ

କଟକ ଅଫିସ, ୧୦ା୧୨:ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନର ଦୁଇଟି ଓପିଡି ସପ୍ତାହକ ମଧ୍ୟରେ ସ୍ଥାନାନ୍ତର କରାଯିବ। ଅନୁଷ୍ଠାନର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଢଙ୍ଗୀ କହିଛନ୍ତି, ମୁଖ୍ୟ ଓପିଡିରେ ସବୁବେଳେ ଗହଳି ଲାଗି ରହୁଛି ା ଅନ୍‌ଲକ୍‌ ପରଠାରୁ ରାଜ୍ୟ…

ହାଇକୋର୍ଟରେ ରିଟ୍‌ ପିଟିଶନ ଦାଖଲ: ଓଡ଼ିଶା ୟୁନିଭର୍ସିଟି ସଂଶୋଧିତ ଆଇନକୁ ବିରୋଧ

କଟକ ଅଫିସ, ୮।୧୨: ଓଡ଼ିଶା ୟୁନିଭର୍ସିଟି ସଂଶୋଧିତ ଆଇନକୁ ବିରୋଧ କରି ସୋମବାର ହାଇକୋର୍ଟରେ ରିଟ୍‌ ପିଟିଶନ ଦାଖଲ ହୋଇଛି। ମାମଲାରେ ମୁଖ୍ୟଶାସନ ସଚିବଙ୍କ ସମେତ ଆଉ ୪ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ପୂର୍ବତନ ପ୍ରଫେସର ଅଜୟ…

ଫି ଛାଡ଼ ପ୍ରସଙ୍ଗରେ ହାଇକୋର୍ଟରେ ଜବାବୀ ସତ୍ୟପାଠ ଦାଖଲ କଲେ ଘରୋଇ ସ୍କୁଲ ସଂଘ: ୧୦ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୭।୧୨: ଫି ଛାଡ଼ ପ୍ରସଙ୍ଗରେ ସୋମବାର ହାଇକୋର୍ଟରେ ଘରୋଇ ସ୍କୁଲ ସଂଘ ତରଫରୁ ଜବାବୀ ସତ୍ୟପାଠ ଦାଖଲ କରାଯାଇଛି । ଏହି ସତ୍ୟପାଠରେ ଦର୍ଶାଯାଇଛି ଯେ, ୨୩।୦୯।୧୯୯୬ରେ ସରକାର ଓ ଘରୋଇ ସ୍କୁଲ ସଂଘକୁ ନେଇ ଏକ ରିଜୋଲୁଶନ ଅଣାଯାଇଥିଲା…

ଏସ୍‌ସିବିକୁ ଗୌରବାନ୍ବିତ କରିଛନ୍ତି ପୁରାତନ ଛାତ୍ର

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୬ା୧୨: ରାଜ୍ୟର ସର୍ବ ପୁରାତନ ଚିକିତ୍ସା ପ୍ରତିଷ୍ଠାନ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ବିଶ୍ୱସ୍ତରୀୟ ଓ୍ବେବ୍‌ସାଇଟ, ପୁରାତନ ଛାତ୍ରସଂଘ ଏବଂ ଏହାର ଓ୍ବେବ୍‌ସାଇଟକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୪ା୧୨- ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ ପାଇଁ…

ଚାଷୀଙ୍କ ଛାତିରେ ପାଦ ରଖି ଦଳିଦେଲା ହାତୀ

ଚୌଦ୍ୱାର,୪ା୧୨(ଡି.ଏନ୍‌.ଏ.): ହାତୀ ପାଦ ତଳେ ଜଣେ ଚାଷୀଙ୍କ ଜୀବନ ଯାଇଛି। ଏଭଳି ଘଟଣା ଘଟିଛି ଚୌଦ୍ୱାର ଆଗ୍ରାହାଟ ପଞ୍ଚାୟତ ଭରାଣ୍ଡୀ ଚାଷଜମିରେ। ଶୁକ୍ରବାର ସକାଳୁ ଧାନ କାଟିବା ପାଇଁ ଆସିଥିବା ବୁଢାଲିଙ୍ଗ ଗ୍ରାମର ବୃଦ୍ଧ ରତ୍ନାକର ବେହେରା। ଧାନ କାଟୁଥିବା ସମୟରେ…

୭୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚନ୍ଦନ କାଠ ଜବତ: ୩ ଗିରଫ

କଟକ ଅଫିସ,୪ା୧୨: କଟକ ଜିଲା ଟାଙ୍ଗୀ ପୋଲିସ ଷ୍ଟେଶନ ଅଧୀନ ଦଳଯୋଡି ଜଙ୍ଗଲରୁ ଶୁକ୍ରବାର ଲକ୍ଷାଧିକ ଟଙ୍କାର ଚୋରା ଚନ୍ଦନ କାଠ ଜବତ ହୋଇଥିବା ଜଣାପଡ଼ିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ପ୍ରାୟ ୪ କ୍ୱିଣ୍ଟାଲ ୬୦ କେଜି…

‘ପରୀ’ ପରିବାରକୁ ସୁରକ୍ଷା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ନୟାଗଡ଼ର ‘ପରୀ’ ହତ୍ୟା ନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ କରାଯାଇଥିବା ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଗୁରୁବାର ଶୁଣାଣି ହୋଇଛି। ପରୀ ପରିବାରକୁ ସୁରକ୍ଷା ଦେବାକୁ ନୟାଗଡ଼ ଏସ୍‌ପିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମାମଲାର ଅପ୍‌ଡେଟ୍‌ ଷ୍ଟାଟ୍‌ସ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?