ଏସ୍ସିବି ପବ୍ଲିକ ସ୍କୁଲରେ ତାଲା
କଟକ ଅଫିସ,୩।୧୨:ଏସ୍ସିବି ସମ୍ପ୍ରସାରଣ ପ୍ରକଳ୍ପ ଲାଗି ଏସ୍ସିବି ପବ୍ଲିକ ସ୍କୁଲ ବନ୍ଦ ହେବ। ଏହି ସ୍କୁଲରେ ପଢୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ଡିଏଭି ସ୍କୁଲକୁ ସ୍ଥାନାନ୍ତର କରାଯିବ। ତେବେ ସ୍କୁଲ ପରିଚାଳନା କମିଟିର ଏହି ନିଷ୍ପତ୍ତିରେ ଅଭିଭାବକମାନେ ଖପ୍ପା ହୋଇଛନ୍ତି। ବୁଧବାର ସକାଳେ…
ଭେଜାଲ ଖାଦ୍ୟ ସାମଗ୍ରୀ ରୋକିବ ସ୍କ୍ବାଡ୍
କଟକ ଅଫିସ, ୨।୧୨:କଟକ ଜିଲାରେ ଭେଜାଲ ତଥା ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତକାରୀ କାରଖାନାଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ବୁଧବାର ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ…
ଆଠଗଡ଼ ସମବାୟ ବ୍ୟାଙ୍କ ଋଣ ଜାଲିଆତିି ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୩।୧୨:କଟକ ଜିଲା ଆଠଗଡ଼ ସମବାୟ ବ୍ୟାଙ୍କରେ ଋଣ ପ୍ରଦାନରେ ହୋଇଥିବା ଅନିୟମିତତା ଘଟଣାର ସିବିଆଇ କିମ୍ବା କୋର୍ଟଙ୍କ ନିରୀକ୍ଷଣରେ ଏସ୍ଆଇଟି ତଦନ୍ତ କରିବା ଦାବିରେ ହାଇକୋର୍ଟରେ ମଙ୍ଗଳବାର ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ…
ମୃତକଙ୍କ ପରିବାରକୁ ଦିଆଯାଇଛି ୫ଲକ୍ଷ
କଟକ ଅଫିସ,୨ା୧୨: ପୁରୀ ହାଜତ ମୃତ୍ୟୁ ମାମଲାକୁ ନେଇ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାରେ ରାଜ୍ୟ ସରକାର ମଙ୍ଗଳବାର ସତ୍ୟପାଠ ଦାଖଲ କରିଛନ୍ତି। କେ. ରମେଶଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସେହିପରି ସିଆର୍ପିସି ୧୭୬ ଦଫା…
ରିକ୍ସା, କାନ୍ଧରେ ବୁହା ହେଉଛନ୍ତି ରୋଗୀ
କଟକ ଅଫିସ,୧।୧୨: ସରକାର ସ୍ବାସ୍ଥ୍ୟସେବାକୁ ଲୋକାଭିମୁଖୀ କରିବା ପାଇଁ ଅନେକ ଯୋଜନା କରିଛନ୍ତି। ଏପରି କି ହସ୍ପିଟାଲଗୁଡିକର ଭିତ୍ତିଭୂମି ବିକାଶ ସହ ଉନ୍ନତ ଚିକିତ୍ସା ପ୍ରଦାନ ନିମନ୍ତେ ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ରାଜ୍ୟର ପ୍ରମୁଖ…
କଟକଣାକୁ ଫୁ, କୁଆଖାଇରେ ଭସାଇଲେ ଡଙ୍ଗା
ବାଲିଅନ୍ତା,୧।୧୨(ଡି.ଏନ୍.ଏ.): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ନଦୀ ଓ ପୁଷ୍କରଣୀରେ ଜନସମାଗମକୁ ଦୃଷ୍ଟିରେ ରଖି ଡଙ୍ଗା ଭସାଇବା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲାଗୁକରାଯାଇଥିଲା। ବିଶେଷକରି ଭୁବନେଶ୍ୱର ମହାନଗର ନିଗମ ଅଧୀନ ନଦୀରେ ଏହି ନିୟମକୁ କଡ଼ାକଡ଼ି ଲାଗୁ କରାଯାଇଥିଲା। କିନ୍ତୁ ପ୍ରଶାସନର…
ଆଇଆଇଏଫ୍ଏଲ୍ ଲୁଟ୍ ଘଟଣା: ଆଉ ୨ ଗିରଫ, ଜଣେ ଅଟକ
କଟକ ଅଫିସ୍, ୨୯ା୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍ଏଲ୍) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାରେ ଅଭିଯୁକ୍ତଙ୍କ ତାଲିକା ବଢ଼ିବାରେ ଲାଗିଛି। ପୂର୍ବରୁ ଏହି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଥିବାବେଳେ ଶନିବାର…
ଅନୁଗୋଳ କଳାକେନ୍ଦ୍ର ଜିମ୍ ତାଲା ପକାଇବା ମାମଲା: ଜିଲାପାଳ, ପୌର ନିର୍ବାହୀ ଅଧିକାରୀଙ୍କୁ ନୋଟିସ
କଟକ ଅଫିସ,୨୯ା୧୧: ଅନୁଗୋଳ ଜିଲା କଳାକେନ୍ଦ୍ରଠାରେ ଥିବା ଜିମ୍କୁ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ତାଲାପକାଇବା ଘଟଣାରେ ହାଇକୋର୍ଟ ରିପୋର୍ଟ ତଲବ କରିଛନ୍ତି। ଜେନେରାଲ ୟୁଥ ମାସ୍ ଆସୋସିଏଶନ ପକ୍ଷରୁ ଆଗତ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ବିଚାରପତି ସାବିତ୍ରୀ ରଥ…
‘ଅଙ୍ଗଦାନ ପାଇଁ ରାଜ୍ୟରେ ବ୍ୟାପକ ସମ୍ଭାବନା ଅଛି’
କଟକ ଅଫିସ,୨୮ା୧୧: ଗତ ଫେବୃୟାରୀ ୪ତାରିଖରେ ଓଡ଼ିିଶାରେ କାଡାଭରିକ (ମୃତ୍ୟୁବେଳେ ଅଙ୍ଗଦାନ) ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କେବଳ ୩ଜଣ ଅଙ୍ଗଦାନ କରିଛନ୍ତି। କିଡ୍ନୀ ବ୍ୟତୀତ ଶରୀରର ଅନ୍ୟ ଅଙ୍ଗ ଯେପରିକି ଫୁସ୍ଫୁସ୍, ଯକୃତ ମଧ୍ୟ କାଡାଭରିକ ପ୍ରକ୍ରିୟାରେ…
ବଡ଼ମ୍ବା ରାଜବାଟୀ ଜଗନ୍ନାଥଙ୍କ ନାଗାର୍ଜୁନ ବେଶ
ବଡ଼ମ୍ବା, ୨୮ା୧୧(ଡି.ଏନ୍.ଏ.): ବଡମ୍ବା ରାଜବାଟୀସ୍ଥିତ ଜଗନ୍ନାଥଙ୍କର ଶୁକ୍ରବାର ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଯାଇଛି। ଏହି ବେଶ ପ୍ରଥମଥର ଲାଗି ରାଜବାଟୀରେ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଆନନ୍ଦର ଲହରୀ ଖେଳିଯାଇଛି। କୋଭିଡ୍ କଟକଣା ମଧ୍ୟରେ କେତେଜଣ ଭକ୍ତ ନାଗାର୍ଜୁନ ବେଶ ଦର୍ଶନ କରିଛନ୍ତି।…
ହାଇକୋର୍ଟରେ ଲକ୍ଷ୍ମୀପ୍ରସାଦ ସରପଞ୍ଚ
କଟକ ଅଫିସ,୨୮ା୧୧: ନୟାଗଡ଼ ପରୀ ହତ୍ୟା ମାମଲାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଜର ଓ ପରିବାରର ସୁରକ୍ଷା ଲୋଡିଛନ୍ତି। ସେ ହାଇକୋର୍ଟରେ ଏକ ରିଟ୍ ପିଟିଶନ ଦାଖଲ କରି ମନ୍ତ୍ରୀ ଅରୁଣ ସାହୁ,…
ନକଲି ଘିଅ କାରଖାନାରେ ଚଢ଼ାଉ
କଟକସଦର,୨୭।୧୧(ଡି.ଏନ୍.ଏ.): କଟକ ଅଞ୍ଚଳରେ ଗତ କିଛିମାସ ହେବ ନକଲି ସାମଗ୍ରୀ କାରଖାନା ବଢ଼ିବାରେ ଲାଗିଛି। ତେଲ, ଘିଅ, ଗୁଟ୍ଖା ଭଳି ବିଭିନ୍ନ ସାମଗ୍ରୀର ନକଲି କାରଖାନା କଟକ ଅଞ୍ଚଳର ଏବେ ମୁଖ୍ୟ ପେଣ୍ଠସ୍ଥଳୀ ଭାବେ ଉଭାନ ହେବାରେ ଲାଗିଛି। ପୋଲିସ ପକ୍ଷରୁ…

