କଟକ

ଉଷା ପାଢ଼ୀଙ୍କ ବିରୋଧରେ ଗିରଫ ପରୱାନା

କଟକ ଅଫିସ,୧୨। ୯: ପ୍ରାଥମିକ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ତତ୍କାଳୀନ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ସଚିବ ଉଷା ପାଢ଼ୀଙ୍କ ବିରୋଧରେ ଶୁକ୍ରବାର ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ ସାନି ଜାମିନଯୁକ୍ତ ଗିରଫ ପରୱାନା(ବିଏଡବ୍ଲ୍ୟୁ) ଜାରି କରିଛି। ୨୦୧୨ରେ ପାଢ଼ୀ ସ୍କୁଲ…

‘କୌଣସି ଜନ୍ମରେ ବର୍ଷାଙ୍କୁ ଗ୍ରହଣ କରିବୁନି’

କଟକ ଅଫିସ,୧୨। ୯: ଟୁଇଟର ପ୍ଲାଟ୍‌ଫର୍ମରେ ବଢୁଛି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ। ଗୋଟିଏ ପରେ ଗୋଟିଏ ଟୁଇଟ୍‌ ଏହି ଘଟଣାକୁ ଅଧିକ ରୋମାଞ୍ଚକର ମୋଡ଼ ଦେଉଛି। ତେବେ ବର୍ଷାଙ୍କ ଏକ ଟୁଇଟ୍‌କୁ…

ବର୍ଷା-ଅନୁଭବଙ୍କୁ ଭେଟିଲେ ମାନବାଧିକାର କର୍ମୀ

କଟକ ଅଫିସ,୧୧ା୯:ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଗୁରୁବାର କେତେଜଣ ମାନବାଧିକାର କର୍ମୀ ଆଗେଇ ଆସିଛନ୍ତି। ସେମାନେ ଅନୁଭବଙ୍କ ଚୌଧୁରୀବଜାରସ୍ଥିତ ବାସଭବନକୁ ଯାଇ ଅନୁଭବ ଓ ବର୍ଷାଙ୍କ…

କଟକ ସହରରୁ ୨୩୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୯।୯(ବ୍ୟୁରୋ)-କଟକ ସହରରୁ ଆଜି ୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୦୫ ଜଣ ଚିହ୍ନଟ ହୋଇଥିବାବେଳେ ୧୩୩ ଲୋକାଲ କଣ୍ଟାକ୍ଟ କେସ। ଜଗତପୁରରୁ ୧୦, ରାଣୀହାଟରୁ ୭, ନିମଚୌରୀରୁ ୪, ନୟାବଜାରରୁ ୪, ନିମ୍ବସାହିରୁ…

୨୧ରୁ କାର୍ଯ୍ୟକ୍ଷମ ହେବ ନୂତନ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ, ୯ା୯: ଏସ୍‌ସିବି ମେଡିକାଲରେ ୨୦୦ ଶଯ୍ୟା ଓ ୨୫ଟି ଆଇସିୟୁ ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଖୋଲିବା ପାଇଁ ସରକାର ଅନୁମୋଦନ ପ୍ରଦାନ କରିଛନ୍ତି। ଏସ୍‌ସିବିରେ ଗୁରୁତ୍ୱର କରୋନା ରୋଗୀଙ୍କ ପାଇଁ ୩୯ଟି ଆଇସିୟୁର ବ୍ୟବସ୍ଥା କରାଯିବ। ନୂତନ କୋଭିଡ…

କଟକ ସହରରୁ ଆଉ ୨୩୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୮।୯: କଟକ ସହରରୁ ମଙ୍ଗଳବାର ଆଉ ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୪୫ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୯୧ ରହିଛି। ମାଣିକ ଘୋଷ ବଜାରରୁ ୫ଜଣ, ନନ୍ଦୀ ସାହିରୁ ୫,…

ଅନୁଭବ ମହାନ୍ତିଙ୍କୁ ଗିରଫ ଦାବି: ଦାବିପତ୍ର ପ୍ରଦାନ

ଚୌଦ୍ୱାର,୮।୯(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନାରେ ମଙ୍ଗଳବାର ଅନ୍ତର୍ଜାତୀୟ ମାନବାଧିକାର ସଙ୍ଗଠନର ରାଜ୍ୟ ସଭାପତି ସସ୍ମିତା ଦାସଙ୍କ ତରଫରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନ୍ୟାୟ ଯୋଗାଇଦେବା ସହ ଅନୁଭବ ମହାନ୍ତିଙ୍କୁ ଗିରଫ କରିବା ପାଇଁ ଡିଜିଙ୍କ ଉଦ୍ଦେଶ୍ୟରେ ଚୌଦ୍ୱାର ଥାନା ଅଧିକାରୀ…

ତିକ୍ତତାର ଅଠା ଖିଅରେ ବର୍ଷା-ଅନୁଭବ

ଉତ୍ତମ-ଅପରାଜିତା, ବିଜୟ-ତନ୍ଦ୍ରା, ଶ୍ରୀରାମ-ତ୍ରିପୁରା, ସିଦ୍ଧାନ୍ତ-ମାମା, ଦୁଷ୍ମନ୍ତ-କାଜଲ, ବବି-କୋଏଲଙ୍କ ପରେ ଅନୁଭବ-ବର୍ଷା। ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଏହି ଯୋଡ଼ିଙ୍କ ନଁା ଚର୍ଚ୍ଚାରେ। ହେଲେ ଏବେ ରାଜ୍ୟର ବେଶ୍‌ ପରିଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ…

କଟକରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୭।୯-କଟକ ସହରରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୧୦୩ ରହିଛି। ନୟାବଜାରରୁ ୯ ଜଣ, ମହତାବ ରୋଡରୁ ୬, ସିଡିଏ ସେକ୍ଟର-୭ ରୁ…

ବର୍ଷା-ଅନୁଭବ ବିବାଦ: ଶୁଣାଣି ତାରିଖ ଘୁଞ୍ଚିଲା

କଟକ ଅଫିସ,୭ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍‌ଡିଜେଏମ୍‌ କୋର୍ଟଙ୍କ…

ଷ୍ଟ୍ରେଚର୍‌ରେ ଖୋଲାଖୋଲି ନିଆଯାଉଛି ମୃତଦେହ

କଟକ ଅଫିସ,୬ା୯: ଏସ୍‌ସିବି ମେଡିକାଲରେ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଖୋଲାଖୋଲି ଭାବେ ସର୍ବ ସମ୍ମୁଖରେ ଷ୍ଟ୍ରେଚର୍‌ରେ ରଖି ନିଆଯାଉଛି। ଏହାକୁ ଦେଖି ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ମନୋବଳ ଭାଙ୍ଗିବା ସହ ଅସନ୍ତୋଷ ପ୍ରକାଶ ପାଇଛି। ବିଶେଷକରି ନୂଆ ରୋଗୀଟିଏ ହସ୍ପିଟାଲରେ…

ଅନୁଭବ-ବର୍ଷା ବିବାଦ: ଆଜି ଶୁଣାଣି

କଟକ ଅଫିସ,୭।୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍‌ଡିଜେଏମ୍‌ କୋର୍ଟଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri