ରାସ୍ତାରେ ବାଘଛୁଆ, ଭିଡିଓ ଭାଇରାଲ
ଚୌଦ୍ୱାର,୨୭।୧୧(ଡି.ଏନ୍.ଏ.): କଟକ ବନଖଣ୍ଡ ଅଧୀନ ଡାଳିଯୋଡ଼ା ଫରେଷ୍ଟ ରେଞ୍ଜର ରାମଚନ୍ଦ୍ରପୁରଶାସନ ଗ୍ରାମ ନିକଟ ଫାର୍ମହାଉସ ରାସ୍ତାରେ ୨ଟି ବାଘଛୁଆ ବୁଲୁଥିବା ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଫଳରେ ଉକ୍ତ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।…
୪ ସ୍ବତନ୍ତ୍ର କୋର୍ଟରେ ହେବ ନେତାଙ୍କ ବିରୋଧରେ ମାମଲାର ଶୁଣାଣି
କଟକ,୨୭।୧୧(ପି.ଟି.): ବର୍ତ୍ତମାନର ଓ ପୂର୍ବତନ ଏମ୍ପି ଏବଂ ବିଧାୟକମାନଙ୍କ ବିରୋଧରେ ବିଚାରାଧୀନ ମାମଲାଗୁଡ଼ିକର ଶୁଣାଣି ପାଇଁ ୪ କୋର୍ଟର ଭିତ୍ତିଭୂମି ବିକାଶ କରି ସେଗୁଡ଼ିକୁ ସ୍ବତନ୍ତ୍ର ଅଦାଲତର ମାନ୍ୟତା ଦିଆଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଗୁରୁବାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ…
ଲୁଟ୍ର ଡେମୋ ଦେଖାଇଲେ ଅଭିଯୁକ୍ତ
କଟକ ଅଫିସ,୨୭।୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍ଏଲ୍) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାର ଚେର ଲମ୍ବି ଲମ୍ବି ଚାଲିଛି । ବୁଧବାର କମିଶନରେଟ ପୋଲିସ ସଂସ୍ଥାର ମହିଳା ଅଧିକାରୀଙ୍କ ସମେତ…
ରାସ୍ତାରେ ବାଘଛୁଆ: ଭିଡିଓ ଭାଇରାଲ
ଚୌଦ୍ୱାର,୨୬ା୧୧(ଡି.ଏନ୍.ଏ.):କଟକ ବନଖଣ୍ଡ ଅଧୀନ ଡାଳିଯୋଡ଼ା ଫରେଷ୍ଟ ରେଞ୍ଜର ରାମଚନ୍ଦ୍ରପୁରଶାସନ ଗ୍ରାମ ନିକଟ ଫାର୍ମହାଉସ ରାସ୍ତାରେ ୨ଟି ବାଘଛୁଆ ବୁଲୁଥିବା ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଫଳରେ ଉକ୍ତ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଏହି…
ନକଲି ଘିଅ କାରଖାନାରେ ଚଢ଼ାଉ : ୫୦ ଲକ୍ଷ ଟଙ୍କାର ସାମଗ୍ରୀ ଜବତ
କଟକସଦର,୨୬।୧୧(ଡି.ଏନ୍.ଏ.)- କଟକସଦର ଥାନା ହରିଅନ୍ତା ପଞ୍ଚାୟତ ଉଲ୍ଲାର ଗ୍ରାମରେ ଥିବା ଏକ ନକଲି ଘିଅ କାରଖାନାରେ ପୋଲିସ ଗୁରୁବାର ଚଢ଼ାଉ କରି ବିଭିନ୍ନ ନାମୀଦାମୀ ଘିଅ କମ୍ପାନୀର ଲୋଗୋ, ଜରି ପ୍ୟାକେଟ, ନକଲି ଘିଅ ପ୍ରସ୍ତୁତ ପାଇଁ ସାମଗ୍ରୀ, ଓଜନ ଯନ୍ତ୍ରୀ…
ଭାରତ ବନ୍ଦ ଡାକରା: ଶ୍ରମିକ ସଂଘ ପକ୍ଷରୁ ବିକ୍ଷୋଭ
ନିଶ୍ଚିନ୍ତକୋଇଲି,୨୬।୧୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ମହାସଂଘ ଆହ୍ବାନ କ୍ରମେ ଦେଶବ୍ୟାପୀ ଧର୍ମଘଟ ଅନୁଷ୍ଠିତ ହୋଇଛି। ଏ ନେଇ କଟକ…
ତିଗିରିଆରେ ବନ୍ଦ ପାଳନ
ତିଗିରିଆ,୨୬।୧୧:(ଡି.ଏନ.ଏ): କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ମାରଣ ନୀତି ବିରୁଦ୍ଧରେ ତିଗିରିଆ ବ୍ଲକ ନୂଆପାଟଣା ଚଣ୍ଡୀବଜ଼ାରଠାରେ ହିନ୍ଦ ମଜଦୁର ସଭା ଆଠଗଡ ତରଫରୁ ଗୁରୁବାର ସକାଳୁ ବନ୍ଦ ପାଳନ କରାଯାଇଛି। ନୂଆପାଟଣାର ଦୁର୍ଗା ବଜ଼ାର, ଚଣ୍ଡୀ ବଜ଼ାର ଓ ହାଟ…
ଆଇଆଇଏଫ୍ଏଲ୍ରୁ ଲୁଟ ଘଟଣା:ସଂସ୍ଥାର ମହିଳା ଅଧିକାରୀଙ୍କ ସମେତ ୭ ଗିରଫ
କଟକ ଅଫିସ,୨୬ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍ଏଲ୍) ଶାଖାରୁ ଲୁଟ୍ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏଥିରେ ସଂସ୍ଥାର କର୍ମଚାରୀ ଲାଲା ଅମ୍ରିତ ରାୟ ସମ୍ପୃକ୍ତ ଥିବା ମଙ୍ଗଳବାର…
ଆଖି ବୁଜିଲା କାଳିଆ
କଟକ/ଭୁବନେଶ୍ୱର, ୨୫।୧୧(ବ୍ୟୁରୋ)- ଶେଷରେ ଯୋଡ଼ା ମୁଣ୍ଡ ଶିଶୁ କାଳିଆ ଭାଇ ଜଗାକୁ ଛାଡି ଚାଲିଗଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ କାଳିଆର ବୁଧବାର ମୃତ୍ୟୁ ଘଟିଛି। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍ସିବି) ମେଡିକାଲ ଓ କଲେଜରେ…
ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରୁ ୧୫ କର୍ମଚାରୀ ବହିଷ୍କୃତ
କଟକ ଅଫିସ,୨୫ା୧୧: କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୧୫ କର୍ମଚାରୀଙ୍କୁ ମଙ୍ଗଳବାର ବହିଷ୍କୃତ କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠିନଂ.୪୪୫୮/୨୩ା୧୧ା୨୦ରେ ବିନା ଅନୁମୋଦନରେ କାମ କରୁଥିବା ୧୫ କର୍ମଚାରୀଙ୍କୁ ବହିଷ୍କାର କରାଯାଉ…
IIFL ଲୁଟ୍ ଘଟଣା: ଭାଇ, ସାଙ୍ଗଙ୍କୁ ଲଗାଇ ଡକାୟତି କରିଥିଲେ କର୍ମଚାରୀ
କଟକ ଅଫିସ, ୨୪।୧୧: କଟକ ନୟାସଡ଼କସ୍ଥିତ IIFL ବ୍ରାଞ୍ଚରେ ଗତ ୧୯ ତାରିଖରେ ଏକ ବଡ଼ ଧରଣର ଲୁଟ୍ ହୋଇଥିଲା। IIFLର ଲାଲା ଅମ୍ରିତ ରାୟ ନାମକ କର୍ମଚାରୀ ହିଁ ଏହି ଲୁଟ ଘଟଣାରେ ମୁଖ୍ୟ ମାଷ୍ଟରମାଇଣ୍ଡ । ସେ ନିଜ…
ଡାକ୍ତର ଚିତ୍ତରଞ୍ଜନ କରଙ୍କ ପରଲୋକ
କଟକ ଅଫିସ,୨୧। ୧୧: ବରିଷ୍ଠ କିଡ୍ନୀ ରୋଗ ବିଶେଷଜ୍ଞ ତଥା ଏସ୍ସିବି ନେଫ୍ରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଚିତ୍ତରଞ୍ଜନ କର(୫୮)ଙ୍କର ଶୁକ୍ରବାର ସନ୍ଧ୍ୟାରେ ମାଡ୍ରାସ୍ର ଏମ୍ଜିଏମ୍ ହସ୍ପିଟାଲରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ହସ୍ପିଟାଲରେ ତାଙ୍କ ଦୁଇ ପୁଅ ଓ ସ୍ତ୍ରୀ ଉପସ୍ଥିତ…

