କଟକ

ଲୁଟିନେଲେ ୧୨କୋଟି

କଟକ ଅଫିସ,୨୦ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ (ଆଇଆଇଏଫ୍‌ଏଲ୍‌)ର ଶାଖା କାର୍ଯ୍ୟାଳୟରୁ ଗୁରୁବାର ପୂର୍ବାହ୍ନରେ ଏକ ବଡ଼ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ କାର୍ଯ୍ୟାଳୟରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିବା ସହ…

କଟକରେ ଫାଇନାନ୍ସ ଅଫିସରୁ ସଶସ୍ତ୍ର ଡକାୟତି: ୧୨ କୋଟି ଟଙ୍କା ସହ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

କଟକ ଅଫିସ,୧୯।୧୧: କଟକ ନୟାସଡକର ଆଇଆଇଏଫ୍‌ଏଲ୍‌ ଅର୍ଥ ଲଗାଣକାରୀ ସଂସ୍ଥାରୁ ବଡ଼ ଧରଣର ଡକାୟତି ହୋଇଛି। ଗୁରୁବାର ସକାଳେ ୪ ଦୁର୍ବୃତ୍ତ ଏହି ଡକାୟତି କରିଛନ୍ତି। ଦୁର୍ବୃତ୍ତମାନେ ଅଫିସ ଭିତରକୁ ପଶି କର୍ମଚାରୀଙ୍କୁ ଭୟଭୀତ କରି ୧୨ କୋଟି ଟଙ୍କା ସହ…

ପାଲରେ ଗୁଡ଼ା ହୋଇ ରାସ୍ତାକଡ଼ରେ ପଡ଼ିଛି ମୃତଦେହ

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଟାଙ୍ଗୀ-କପିଳାସ ରାସ୍ତାର କରଞ୍ଜି ପଞ୍ଚାୟତର ବଡ଼କୁସୁନୁପୁର ନିକଟ ରାସ୍ତା କଡ଼ରୁ ଜରି ପାଲରେ ଗୁଡ଼ା ହୋଇ ପଡ଼ିଥିବା ମୃତଦେହକୁ ଗୁରୁବାର ସକାଳେ ଉଦ୍ଧାର ହୋଇଛି। ରାସ୍ତାକଡ଼ରେ ଏକ ଜରି ଅଖାରେ କିଛି ବନ୍ଧା…

ମନ୍ଦିରରେ ବି ମା’ଙ୍କୁ ଛାଡ଼ିଲେନି ଦୁର୍ବୃତ୍ତ, ତାଡ଼ିନେଲେ ଆଖି

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥର୍ମାଲ ରୋଡ୍‌ସ୍ଥିତ ଦକ୍ଷିଣକାଳୀ ମନ୍ଦିରରେ ବୁଧବାର ବିଳମ୍ବିତ ରାତିରେ ହୋଇଛି ଚୋରି। ଦୁର୍ବୃତ୍ତମାନେ ମନ୍ଦିରର ମୁଖ୍ୟ ଦ୍ୱାରର ତାଲା ଭାଙ୍ଗି ପ୍ରାୟ ଲକ୍ଷାଧିକ ଟଙ୍କାର ସୁନା,ରୁପା,ଅଳଙ୍କାର ଲୁଟ୍‌ କରିବା ସହିତ ମନ୍ଦିରରେ ପୂଜା ପାଉଥିବା ମା’ଦକ୍ଷୀଣକାଳୀଙ୍କ…

୨୩ ପ୍ରତିପକ୍ଷଙ୍କୁ ନୋଟିସ

କଟକ/ପୁରୀ ଅଫିସ୍‌,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା ୬ଜଣ ବ୍ୟକ୍ତି, ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ବ ପର୍ଷଦ, ପୁରୀ-କୋଣାର୍କ ଉନ୍ନୟନ ଅଧିକାରୀ, ଓଡ଼ିଶା ସେତୁ…

ବିକ୍ରି ହେଉଛି ନକଲି ଗ୍ୟାଷ୍ଟ୍ରିକ ଔଷଧ

କଟକ ଅଫିସ,୧୬ା୧୧: ଜିଲାର ବିଭିନ୍ନ ସ୍ଥାନରେ ବିକ୍ରି ହେଉଛି ନକଲି ଗ୍ୟାଷ୍ଟ୍ରିକ ଔଷଧ। ରୋଗୀ ଏହାକୁ ଖାଇବା ପରେ ପାର୍ଶ୍ୱ ପ୍ରତିକ୍ରିୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ହେଲେ ଏହାକୁ ବିକ୍ରି କରି ପ୍ରସ୍ତୁତକାରୀ କମ୍ପାନୀ, ହୋଲ୍‌ସେଲର ଓ ଖୁଚୁରା ଦେକାନୀ…

ମହାନଦୀରୁ ଉଦ୍ଧାର ହେଲେ ଏହି ଓଲିଉଡ ଅଭିନେତାଙ୍କ ସ୍ତ୍ରୀ

କଟକ ଅଫିସ,୧୫।୧୧-କଟକ ମଧୁସୂଦନ ସେତୁ ନିକଟ ମହାନଦୀରୁ ଓଲିଉଡ୍‌ର ଅଭିନେତା ଅମ୍ଳାନ ଦାସଙ୍କ ସ୍ତ୍ରୀ ଭୂମିକାଙ୍କୁ ଉଦ୍ଧାର କରାଯାଇଛି। ପରେ ମେଡିକାଲରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ସିଡିଏ ଫେଜ୍‌-୨ ଥାନାକୁ ଆଣି ପଚରାଉଚରା କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା…

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଥାନାରେ ଅଟକ

ନିଶ୍ଚିନ୍ତକୋଇଲି,୧୫।୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବକ ତାଙ୍କୁ ବଳାତ୍କାର କରିଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିିକରି ପୋଲିସ କେସ୍‌ ନଂ.୧୬୦/୨୦ରେ ମାମଲା ରୁଜୁ କରି ଯୁବକଙ୍କୁ ଅଟକ…

ନକଲି ମସଲା କାରଖାନା ଠାବ, ୨ ଅଟକ

କଟକ ଅଫିସ,୧୪ା୧୧: କଟକସ୍ଥିତ ଜଗତପୁର ଶିଳ୍ପାଞ୍ଚଳରେ ପୁଣି ନକଲି କାରଖାନା ଠାବ ହୋଇଛି। ଏହି କାରଖାନାରେ ନକଲି ମସଲା ହଳଦୀ ଓ ଲଙ୍କା ଅପମିଶ୍ରଣ ହେଉଥିବା ତଦନ୍ତ ବେଳେ ଜଣାପଡ଼ିଛି। ଏଠାରୁ ୫୦ କ୍ୱିଣ୍ଟାଲରୁ ଅଧିକ ଅପମିଶ୍ରିତ ହଳଦୀ ଓ ଲଙ୍କାଗୁଣ୍ଡ…

ଟିଟୋ ସହଯୋଗୀ ମୁନା ଲାଡେନ୍‌ ଗିରଫ

କଟକ ଅଫିସ,୧୪ ।୧୧: ଦାଦାବଟି ମାମଲାରେ ଦରଘାବଜାର ପୋଲିସ ଗ୍ୟାଙ୍ଗଷ୍ଟର ଟିଟୋଙ୍କ ସହଯୋଗୀ ବାଙ୍କା ବଜାରର ମୁନା ଲାଡେନ୍‌ ଓରଫ ସୟଦ ମୁତାକ୍ୱିଦଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ଗୋଟିଏ ୯ ଏମ୍‌ଏମ୍‌ ପିସ୍ତଲ, ୬ ରାଉଣ୍ଡ ଗୁଳି, ମାଗାଜିନ ଓ…

କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି

କଟକ ଅଫିସ,୧୩।୧୧: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଭୁବନେଶ୍ୱର ଦ୍ୱାରା ହୋଇଥିବା ସର୍ବେକ୍ଷଣ ଅନୁଯାୟୀ, କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ସୃଷ୍ଟି…

ପୋଲିସକୁ ଧକ୍କା ଦେଇ ଖସି ପଳାଇଲେ ଅଭିଯୁକ୍ତ

କଟକ ସଦର,୧୨ା୧୧(ଡି.ଏନ୍‌.ଏ.): କଟକ ସଦର ଥାନା ହାଜତରୁ ଗୁରୁବାର ସକାଳେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ସେ ହେଲେ ବ୍ରାହ୍ମଣଝରିଲୋ ଅଞ୍ଚଳର ବସିର ଖଁା ଓରଫ୍‌ ଜୁଗା। ଏନେଇ ପୋଲିସ ଦଫା ୨୨୫ରେ ମାମଲା (ନଂ.୫୯୩/୨୦)ରୁଜୁକରି ତଦନ୍ତ ଚଳାଇଛି। ପ୍ରକାଶ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?