କଟକ

ଖୋଲିବ ବାଣ ଦୋକାନ, ଜଗିବ ୧୫ ପ୍ଲାଟୁନ ଫୋସ

କଟକ ଅଫିସ, ୩।୧୧: ଦୀପାବଳି ପାଇଁ ପ୍ରସ୍ତୁତ ହୋଇଛି କଟକ ପୋଲିସ। ସମ୍ପୂର୍ଣ୍ଣ କଟକଣା ଭିତରେ ଦୀପାବଳୀ ଓ କାଳିପୂଜା ଆୟୋଜନ ହେବ। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ ଗାଇଡ୍‌ଲାଇନକୁ ପାଳନ କରାଯିବ। କାଳୀପୂଜାରେ ମୃଣ୍ମୟୀଙ୍କ ଉଚ୍ଚତା ୪ଫୁଟ କରାଯିବ।…

କଟକ ସହରରୁ ୬୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୧-କଟକ ସହରରୁ ଆଜି ମୋଟ୍‌ ୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ କରି…

କଟକରେ ଖୋଲିବ ବାଣ ଦୋକାନ: ମିଳିଲା ଅନୁମତି

କଟକ ଅଫିସ, ୨।୧୧: ଆଗକୁ କାଳୀ ପୂଜା ଓ ଦୀପାବଳି। ତେବେ କୋଭିଡ୍‌ କଟକଣା ଭିତରେ ପାଳିତ ହେବ ଏହିସବୁ ପର୍ବ। କଟକରେ ପୂର୍ବଭଳି ଚଳିତ ବର୍ଷ ମଧ୍ୟ ବାଣ ଦୋକାନ ଖୋଲିବାକୁ ଅନୁମତି ମିଳିଛି। ହେଲେ କେଉଁଠି ବାଣ ଦୋକାନ…

କଫ୍‌ ସିରପରେ ନିଶା ବଟିକା ମିଶାଇ ବିକୁଥିଲେ: ୨ ଅଭିଯୁକ୍ତ କୋର୍ଟଚାଲାଣ

କଟକ ଅଫିସ,୨।୧୧: କଫ୍‌ ସିରପରେ ବେଆଇନ ଭାବେ ନାଇଟ୍‌-୧୦ ବଟିକା ମିଶାଇ ବିକ୍ରି କରିବା ଅଭିଯୋଗରେ ମର୍କତନଗର ପୋଲିସ ରବିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ଜିଲା ଚୌଦ୍ୱାର ଥାନା ଅଧୀନ ଓଟିଏମ୍‌ ଦୁର୍ଗା…

ଆଜି ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’, ପ୍ରସ୍ତୁତି ଜୋର୍‌ଦାର

ରଘୁନାଥପୁର,୩୦ା୧୦(ଡି.ଏନ.ଏ.): ତିର୍ତ୍ତୋଲ ଉପନିବାର୍ଚନ ପାଇଁ ଜମୁଛି ପ୍ରଚାର। ନିଜ ଦଳ ସପକ୍ଷରେ ଭୋଟ୍‌ ଭିକ୍ଷା କରିବା ପାଇଁ ବିଧାୟକ, ମନ୍ତ୍ରୀ ଏବେ ତିର୍ତ୍ତୋଲ ଅଞ୍ଚଳରେ ଡେରା ପକାଇଛନ୍ତି। ଏହିକ୍ରମରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦଳୀୟ ପ୍ରାର୍ଥୀ ରାଜକିଶୋର ବେହେରାଙ୍କ ପାଇଁ…

ଏବର୍ଷ ହେବନି ବାଲିଯାତ୍ରା

କଟକ ଅଫିସ,୩୦ା୧୦: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ହେବ ନାହିଁ। କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ସମ୍ଭବ ନୁହେଁ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚୟନି। ଏଥିସହିତ କଟକର ଧବଳେଶ୍ୱରଙ୍କ ପୀଠରେ ମଧ୍ୟ ବଡ଼ଓଷା ହେବନାହିଁ।…

ଚୌଦ୍ୱାର ରୂପଯାତ୍ରା ଉତ୍ସବ ବାତିଲ

ଚୌଦ୍ୱାର,୩୦।୧୦(ଡି.ଏନ୍‌.ଏ.): ଚଳିତବର୍ଷ କରୋନା କଟକଣା ଯୋଗୁ ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରା ଉତ୍ସବକୁ କମିଶନରେଟ୍‌ ପୋଲିସ ପକ୍ଷରୁ ବାତିଲ କରାଯାଇଛି। ଏ ନେଇ ଚୌଦ୍ୱାର ଥାନାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ହୋଇଛି। ଚୌଦ୍ୱାର ଥାନା ଆଇଆଇସି ବିରଞ୍ଚି ନାରାୟଣ ପତିଙ୍କ ପୌରୋହିତ୍ୟରେ…

ନକଲି ସୁନାଇଟା ଦେଇ ୫ ଲକ୍ଷ ଠକେଇ

ଚୌଦ୍ୱାର,୨୯।୧୦(ଡି.ଏନ୍‌.ଏ.): ଜଣେ ସୁନା ବ୍ୟବସାୟୀଙ୍କୁ ନକଲି ସୁନାଇଟା ଦେଇ ୫ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଚୌଦ୍ୱାର ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସେମାନେ ହେଲେ ଚୌଦ୍ୱାର ତଳ ବଜାରର ବିଜୟ ବେହେରା ଓ ଚୌଦ୍ୱାର ଓଟିଏମ୍‌…

କାଠଯୋଡ଼ିରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ନରାଜ,୨୮।୧୦(ଡି.ଏନ୍‌.ଏ.): ବାରଙ୍ଗ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀରେ ବୁଡ଼ି ଜଣେ ଯୁବକ ବୁଧବାର ନିଖୋଜ ହୋଇଥିଲେ। ସେ ହେଲେ ଝାଡଖଣ୍ଡ ବର୍ଜମଡ଼ ଗ୍ରାମର ରୋହିତ ସାହାଣୀ (୨୦)। ଖବରପାଇ ବାରଙ୍ଗ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଖୋଜା ଖୋଜି ଜାରି ରଖିଥିଲେ।…

ଝିଅଟିକୁ ଉଦ୍ଧାର କରିବାକୁ ଯାଇ କାଠଯୋଡ଼ିରେ ଯୁବକ ନିଖୋଜ

ନରାଜ,୨୮।୧୦(ଡି.ଏନ୍‌.ଏ.): ବାରଙ୍ଗ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀରେ ବୁଡ଼ି ବୁଧବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଝାଡଖଣ୍ଡ ବର୍ଜମଡ଼ ଗ୍ରାମର ରୋହିତ ସାହାଣୀ (୨୦)। ସେ ଏକ ଇଟା ଭାଟିରେ କାର୍ଯ୍ୟ କରୁଥିବା ବେଳେ ଭାଟିରେ କାର୍ଯ୍ୟରତ କେତେକ…

ମେଲାଣି ନେଲେ ମା’

କଟକ ଅଫିସ/ଭୁବନେଶ୍ୱର(ବ୍ୟୁରୋ), ୨୮ା୧୦: କୋଭିଡ୍‌ କଟକଣା ମଧ୍ୟରେ ଚଳିତବର୍ଷ କଟକ ଓ ଭୁବନେଶ୍ୱରରେ ଦୁର୍ଗା ପୂଜା ଓ ଭସାଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସହରରେ ବିନା ଶୋଭାଯାତ୍ରା ଓ ନିରାଡମ୍ବର ଭାବେ ମା’ଙ୍କୁ ମେଲାଣି ଦିଆଯାଇଛି। ପ୍ରତିବର୍ଷ ବିଭିନ୍ନ ସମ୍ପ୍ରଦାୟର ଲୋକମାନେ…

୪ଟି ପର୍ଯ୍ୟାୟରେ ହେବ କଟକ ଦୁର୍ଗାପୂଜା ଭସାଣ

କଟକ ଅଫିସ,୨୬।୧୦-କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହୋଇଛି ଦଶହରା। ଆସନ୍ତାକାଲି ଅନୁଷ୍ଠିତ ହେବ ଭସାଣ ଉତ୍ସବ। ଏଥିପାଇଁ କଟକରେ କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି କୃତ୍ରିମ ପୋଖରୀରେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?