କଟକ

ଆଇନଜୀବୀଙ୍କ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ : ହାଇକୋର୍ଟ ବାର୍‌ ସଭାପତି, ଓଡ଼ିଶା ବାର୍‌ କାଉନସିଲ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ନୋଟିସ

କଟକ ଅଫିସ,୨୫ା୧୦ : ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଗୁରୁବାର ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ସଞ୍ଜୟ କିଶାନ କୌଲ ଓ ବିଚାରପତି କେ.ଏମ୍‌. ଯୋଶେଫଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା...

୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି

କଟକ ଅଫିସ, ୨୪ା୧୦- ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍‌ସ୍ତରରେ ୧୦ ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏଥିସହ ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା...

ଭିଜିଲାନ୍ସ ଟାର୍ଗେଟରେ ଦୁର୍ନୀତିଗ୍ରସ୍ତ ଅଧିକାରୀ: ପୋଲିସ ଇନ୍ସପେକ୍ଟରଙ୍କୁ ୫ବର୍ଷ ଜେଲ୍‌, ଜରିମାନା

କଟକ ଅଫିସ, ୨୪।୧୦: ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ବୁଧବାର ଏକ ଲାଞ୍ଚ ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣି କରି ଅଭିଯୁକ୍ତ ପୋଲିସ ଇନ୍ସପେକ୍ଟରଙ୍କୁ ୫ବର୍ଷ ସଶ୍ରମ ଜେଲ୍‌ ଓ ୫୦ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି। ଜରିମାନା ଅନାଦାୟ କ୍ଷେତ୍ରରେ...

କଟକ: ୧୯ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୨୪।୧୦: ଗତ ୫ଦିନରେ କଟକ ସହରରେ ମୋଟ ୧୯ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବୁଧବାର ସନ୍ଧ୍ୟା ସୁଦ୍ଧା ଏସ୍‌ସିବି ମେଡିକାଲରେ ମୋଟ ୭୦ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୬୫ଜଣଙ୍କୁ ୱାର୍ଡରେ ଓ...

ବାଲିଯାତ୍ରାକୁ ଜାତୀୟ ଐତିହ୍ୟ ମାନ୍ୟତା ଦାବି

କଟକ ଅଫିସ, ୨୪।୧୦: ପ୍ରଥମ ରାଜଧାନୀ ତଥା ହଜାରେ ବର୍ଷର ସହର କଟକ ଏବଂ ଉତ୍କଳୀୟ ସଂସ୍କୃତି ଓ ପରମ୍ପରାର ଏକ ସର୍ବପୁରାତନ ଅଂଶ ଐତିହାସିକ ବାଲିଯାତ୍ରା। ତେଣୁ କଟକ ବାଲିଯାତ୍ରାକୁ ଜାତୀୟ ଐତିହ୍ୟ ଓ ସରକାରୀ ମାନ୍ୟତା ଦାବି...

କାଜୁ ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣା: ଗୁଣିଗାରେଡ଼ି ସନ୍ଦେହରେ ହୋଇଥିଲା ହତ୍ୟା

ଚୌଦ୍ୱାର,୨୪।୧୦(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଗୋଡଧୁଆ ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଘନ ସୋରେନ(୬୫)ଙ୍କ ମୃତଦେହ ଉଦ୍ଧାର ଘଟଣାର ଚୌଦ୍ୱାର ପୋଲିସ ବୁଧବାର ପର୍ଦ୍ଦାଫାଶ କରିଛି। ଘନଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ବେଳେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି...

ଲୁଟ୍‌ ଉଦ୍ୟମ ବିଫଳ: ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ନରାଜ,୨୩।୧୦(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ମୁଖ୍ୟ ଫାଟକ ପାଖରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (ପିଏନ୍‌ବି) ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଏଟିଏମ୍‌ ତାଡ଼ି ଦେଇଥିବା ଖବର ପାଇ ନନ୍ଦନକାନନ ଥାନାଧିକାରୀ...

କାଠଯୋଡ଼ିକୁ ଡେଇଁଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ନରାଜ, ୨୩।୧୦ (ଡି.ଏନ.ଏ.): ତ୍ରିଶୁଳିଆ ନିକଟରେ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ଉପରୁ କାଠଯୋଡ଼ି ନଦୀକୁ ଡେଇଁ ପଡିଥିବା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ୧୬ ଘଣ୍ଟା ପରେ ତାଙ୍କୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି।...

ପୁରୁଣା ଗାଡ଼ି ରଦ୍ଦ ପାଇଁ କେନ୍ଦ୍ର ସରକାରଙ୍କ ନୂଆ ଚିଠା ପ୍ରସ୍ତାବ:ବିଭିନ୍ନ ରାଜ୍ୟରୁ ଲୋଡ଼ାଗଲା ମତାମତ

କଟକ ଅଫିସ, ୨୩-୧୦:କେନ୍ଦ୍ର ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଲାଗୁ କରାଯାଇଥିବା ନୂଆ ମୋଟରଯାନ ଆଇନରେ ପୁରୁଣା ଗାଡ଼ି ରଦ୍ଦ ପାଇଁ ନୂଆ ଚିଠା ପ୍ରସ୍ତାବ ଆଗତ ହୋଇଛି। ଉକ୍ତ ପ୍ରସ୍ତାବକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କ ନିକଟକୁ ପଠାଇଛନ୍ତି।...

ଗୁଗଲ୍‌ ମ୍ୟାପରେ ଟ୍ୟାଗ୍‌ ହେବ ଆର୍‌ଟିଓ

କଟକ ଅଫିସ, ୨୩-୧୦:ଗୁଗଲ୍‌ ମ୍ୟାପ୍‌ରେ ଟ୍ୟାଗ୍‌ ହେବ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) ସହିତ ଡ୍ରାଇଭିଂ ଟେଷ୍ଟିଂ ଟ୍ରାକ୍‌ ଓ ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ (ପିୟୁସି) କେନ୍ଦ୍ର। ରାଜ୍ୟ ପରିବହନ ଆୟୁକ୍ତଙ୍କ ପକ୍ଷରୁ ମଙ୍ଗଳବାର ଏ ନେଇ ସମସ୍ତ ଆର୍‌ଟିଓଙ୍କୁ ନିର୍ଦ୍ଦେଶନାମା...

ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ମାମଲା:‘ଆଇନର ମନ୍ଦିରକୁ ଅଚଳ କରାଯାଇପାରିବନି’

କଟକ ଅଫିସ, ୨୩-୧୦:ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବନି। ଅଦାଲତ ଚାଲିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଅ। ଅଦାଲତ କାର୍ଯ୍ୟ ସ୍ବାଭାବିକ କରିବା ପାଇଁ ସ୍ଥାନୀୟ ପୋଲିସ ଅସମର୍ଥ ହେଉଥିଲେ ପାରା ମିଲିଟାରି ଫୋର୍ସ ବା...

ସୋସିଆଲ ମିଡିଆରେ ଅପପ୍ରଚାର କରୁଥିବା ଅଭିଯୋଗ, ପୁରୀଘାଟ ଥାନାରେ ଅନୁଭବଙ୍କ ନାମରେ ଏତଲା ଦେଲେ ମଞ୍ଜିତ

କଟକ ଅଫିସ,୨୨।୧୦: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ଏବଂ ଛାତ୍ର ବିଜେଡି ଉପସଭାପତି ମଞ୍ଜିତ ଦାସଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅନୁଭବଙ୍କ ନାମରେ କଟକ ପୁରୀଘାଟ ଥାନାରେ ମଙ୍ଗଳବାର ମାନହାନୀ ଅଭିଯୋଗ କରିଛନ୍ତି...

Advertisement
Archives

Model This Week

Why Dharitri