ବିଜୁ, ବିକାଶ ଭବନରେ ନିୟମକୁ ଫୁ: ଅଧିକାରୀଙ୍କ ଆଗରେ ଭାଙ୍ଗୁଛି କରୋନା ନିୟମ
କଟକ ଅଫିସ,୨୩।୮: କଟକ ସହରରେ ପ୍ରତିଦିନ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କଟକ ମହାନଗର ନିଗମ (ସିଏମ୍ସି) ସହରରେ କରୋନା ନିୟନ୍ତ୍ରଣ ଓ ସଚେତନତା ପାଇଁ ଯେତିକି ସକ୍ରିୟ ଅଛି ବୋଲି କହୁଛି, ନିଜ କାର୍ଯ୍ୟାଳୟରେ ସେତିକି ନିଷ୍କ୍ରିୟ…
ହାଇକୋର୍ଟଙ୍କ ଫୁଲ୍କୋର୍ଟରେ ନିଷ୍ପତ୍ତି: ସ୍ବାଭାବିକ ହେବ ତଳ କୋର୍ଟ କାର୍ଯ୍ୟ
କଟକ ଅଫିସ,୨୩।୮: କରୋନା କଟକଣା ଭିତରେ କୋର୍ଟଗୁଡ଼ିକ କିଭଳି କାର୍ଯ୍ୟ କରିବେ, ସେନେଇ ହାଇକୋର୍ଟର ଫୁଲ୍କୋର୍ଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ। ପୂର୍ବରୁ ଏହା ଅଗଷ୍ଟ ୨୧ ଯାଏ ଥିବାବେଳେ…
କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ…
କରୋନା ସଚେତନତା ସୃଷ୍ଟି କରୁଛନ୍ତି ଏହି କୁନି ଗଣେଶ, ଛୁଟୁଛି ପ୍ରଶଂସାର ସୁଅ
ନିଶ୍ଚିନ୍ତକୋଇଲି,୨୨ା୮(ସ୍ବ.ପ୍ର.): କରୋନା କଟକଣା ପାଇଁ ଗଣେଶ ପୂଜା ଶିକ୍ଷାନୁଷ୍ଠାନ ଓ ଗ୍ରାମରେ ଏକପ୍ରକାର ଫିକା ପଡ଼ିଯାଇଛି। କିନ୍ତୁ ଛାତ୍ରୀଛାତ୍ର ସିନା ବିଦ୍ୟାଳୟକୁ ଗଲେନି କିନ୍ତୁ ସେମାନେ ବିଦ୍ୟାଦାତା ଗଣପତିଙ୍କୁ ଆରାଧନା କରିବା ସହିତ କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଅଭିନବ ପ୍ରୟାସ…
ଆମ୍ବୁଲାନ୍ସ ପାଇଁ ଅଧକିଲୋମିଟର ଚାଲିଲେ ଗର୍ଭବତୀ
ଚୌଦ୍ୱାର,୨୨।୮(ଡି.ଏନ୍.ଏ): ଲଘୁଚାପ ବର୍ଷା ଯୋଗୁ ଟାଙ୍ଗୀ-ଚୌଦ୍ୱାର ବ୍ଲକର ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକଙ୍କ ସମସ୍ୟା ବଢିଯାଇଛି। ଫଳରେ ଲୋକେ ଘରୁ ବାହାରିପାରୁ ନ ଥିବାବେଳେ ରୋଗୀ ନେବା ପାଇଁ ଆମ୍ବୁଲାନ୍ସ ମଧ୍ୟ ସାହି ଭିତରକୁ ପଶିପାରୁ ନାହିଁ। ଏହି…
ରିପୋର୍ଟ ମାଗିଲେ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ
କଟକ ଅଫିସ,୨୨।୮: କିଶନନଗର ତହସିଲ ରତିଲୋ ମୌଜାର ମହାନଦୀ ପଠାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ଅନ୍ୟ ନିର୍ମାଣ କାର୍ଯ୍ୟକୁ ବିରୋଧକରି ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ୍ରେ ମାମଲା ଦାଏର ହୋଇଥିଲା। ଶୁଣାଣି ବେଳେ ନିର୍ମାଣ କାର୍ଯ୍ୟ ପାଇଁ ନିୟମ ଉଲ୍ଲଂଘନ କରାଯାଇଥିବା…
କଟକରୁ ୧୪୯ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୨୧।୮-କଟକ ସହରରୁ ଶୁକ୍ରବାର ୧୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୯ ମଧ୍ୟରୁ ୭୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୧ଟି ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍ସିବି ମେଡିକାଲ ଆଇସୋଲେଶନ ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…
ନିଶା ବେପାରୀଙ୍କୁ କଠୋର ଦଣ୍ଡ ମିଳୁ: ହାଇକୋର୍ଟ
କଟକ ଅଫିସ,୨୧।୮: ଗତ ଦଶ ବର୍ଷ ଭିତରେ ଦେଶରେ ନିଶା ବେପାର ବହୁଗୁଣରେ ବଢ଼ିଯାଇଛି। ନିଶା କାରବାରକୁ ରୋକିବା ପାଇଁ ଏନ୍ଡିପିଏସ୍ ଆକ୍ଟ ରହିଛି। ତଥାପି ନିଶା ମାଫିଆମାନେ ଖସି ଯାଉଛନ୍ତି। ଏଣୁ ନିଶା କାରବାର ସମ୍ପର୍କିତ ମାମଲାଗୁଡ଼ିକର ଶୁଣାଣି ବେଳେ…
ଜଗନ୍ନାଥ ଲେଙ୍କା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟ
କଟକ ଅଫିସ,୨୧।୮: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ୍ ସଦସ୍ୟ ଭାବେ ପ୍ରଫେସର ଜଗନ୍ନାଥ ଲେଙ୍କାଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ବିଶିଷ୍ଟ ଅର୍ଥନୀତିଜ୍ଞ ଭାବେ ପ୍ରଫେସର ଲେଙ୍କାଙ୍କ ସୁନାମ ରହିଛି। ବାରିପଦାସ୍ଥିତ ଉତ୍ତର…
କଟକ ସହରରୁ ୧୫୦ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ, ୨୦।୮-କଟକ ସହରରୁ ଗୁରୁବାର ୧୫୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୭ ଲୋକାଲ କେସ। କଟକ ଏସ୍ସିବି ମେଡିକାଲ ଆଇସୋଲେଶନ ଓ୍ବାର୍ଡରୁ ୧୭ ଜଣ, ସେଲଟର ଛକ ଧୋବାସାହିରୁ ୧୯, ମୋଚି ସାହିରୁ ୬, ନୂଆ ବଜାରରୁ ୫,…
ହଟ୍ସ୍ପଟ୍ରେ ଏସ୍ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ, ଆଜି ୧୦ ପଜିଟିଭ୍ ଚିହ୍ନଟ
କଟକ ଅଫିସ,୨୦ା୮: ଏସ୍ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରୁ ବୁଧବାର ପ୍ରଥମ କରି ୩ ଜଣ ଷ୍ଟାଫ୍ଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଥିଲା। ତେବେ ଗୁରୁବାର ସକାଳେ ଆଉ ୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଆଟେଣ୍ଡାଣ୍ଟ ଏବଂ…
ଗଣେଶ ପୂଜା ପ୍ରସଙ୍ଗ: ସ୍ଥାନୀୟ ପ୍ରଶାସନ ନେବ ନିଷ୍ପତ୍ତି
କଟକ ଅଫିସ,୨୦ା୮: ଟ୍ବିନ୍ ସିଟି ଭୁବନେଶ୍ୱର ଏବଂ କଟକରେ ଗଣେଶ ପୂଜା ପାଇଁ ଅନୁମତି ଦେବାକୁ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଗୁରୁବାର ମାମଲାର ବିଚାର କରି ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେଉ ବୋଲି କୋର୍ଟ ନିର୍ଦ୍ଦେଶ…
Archives


