କଟକ

୯ କମିଟିକୁ ଉଚ୍ଚ ମୂର୍ତ୍ତି ଅନୁମତି

କଟକ ଅଫିସ,୨୦।୧୦: କଟକ ଦଶହରା ମୂର୍ତ୍ତି ନିର୍ମାଣ ବିବାଦକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାର ସୋମବାର ଶୁଣାଣି ହୋଇଥିଲା। ଯେଉଁ ୯ଟି ପୂଜା କମିଟି ୪ ଫୁଟରୁ ଅଧିକ ଉଚ୍ଚର ମୂର୍ତ୍ତି ନିର୍ମାଣ କରିଛନ୍ତି ସେମାନେ ସେତିକି ଉଚ୍ଚର ମୂର୍ତ୍ତି ରଖି…

ବେକରେ କଟୁରି ଲଗାଇ ନେଇଗଲେ ଗହଣା, ଟଙ୍କା

ଖୁଣ୍ଟୁଣୀ,୧୯ା୧୦(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଖମାରନୂଆଗାଁ ଗ୍ରାମର ଲଛମନ ରାଉତଙ୍କ ଘରେ ରବିବାର ରାତିରେ ଦୁର୍ବୃତ୍ତମାନେ ଘରଲୋକଙ୍କ ବେକରେ କଟୁରି ଲଗାଇ ୬୬ ଗ୍ରାମ ଓଜନର ଗହଣା ଓ ୨୫ ହଜାର ଟଙ୍କା ଲୁଟି ନେଇଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପୋଲିସ…

କଟକ ସହରରୁ ଆଜି ୬୪ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୯।୧୦- କଟକ ସହରରୁ ଆଜି ମୋଟ ୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ…

ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ୯ ପୂଜା କମିଟିକୁ ମିଳିଲା ଅନୁମତି

କଟକ ଅଫିସ, ୧୯।୧୦: ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ମୁର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବେଳେ ବିବାଦ ହାଇକୋର୍ଟକୁ ଯାଇଥିଲା। ଶେଷରେ ୯ ପୂଜା କମିଟିକୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଆଡଭୋକେଟ ଜେନେରାଲଙ୍କ ରିପୋର୍ଟ ଆଧାରରେ ହାଇକୋର୍ଟ…

ସ୍କୁଲ ଫି’ ମାମଲା: ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

କଟକ ଅଫିସ,୧୯ା୧୦: ହାଇକୋର୍ଟରେ ସ୍କୁଲ ଫି’ ସମ୍ପର୍କିତ ମାମଲା ପ୍ରସଙ୍ଗରେ ଆଗତ କିଛି ଇଣ୍ଟରଭେନ୍‌ସନ ପିଟିଶନକୁ ସୋମବାର ମାନ୍ୟବର କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। କିଛି ଘରୋଇ ସ୍କୁଲ ପକ୍ଷରୁ ଏହି ପିଟିଶନ ହାଇକୋର୍ଟରେ ଆଗତ କରାଯାଇଥିଲା। ତେବେ ସ୍କୁଲ ଫି’ ନେଇ…

ସହର ପ୍ରବେଶ ପଥରେ ଅଳିଆ ପଏଣ୍ଟ

କଟକ ଅଫିସ,୧୯ା୧୦: କଟକ ସହରର ମୁଖ୍ୟ ପ୍ରବେଶ ପଥ ମଧୁପାଟଣା। ପ୍ରତିଦିନ ବିଭିନ୍ନ ସ୍ଥାନରୁ ଲୋକେ ଏହି ରାସ୍ତା ଦେଇ ସହରକୁ ଆସିଥାନ୍ତି। ତେବେ ପ୍ରବେଶପଥ ନିକଟ ରାସ୍ତା ପାର୍ଶ୍ୱରେ ଆବର୍ଜନା ପଡ଼ିରହି ପରିବେଶକୁ ଦୂଷିତ କରୁଛି। ଏ ନେଇ ସାଧାରଣରେ…

ସାଢ଼େ ୩ ବର୍ଷ ଶଯ୍ୟାଶାୟୀ ମୋନାଲିସା

କଟକ ଅଫିସ,୧୯ା୧୦: ମାଟ୍ରିକ ପରୀକ୍ଷା ଚାଲିଥିଲା। ଦୁଇଟି ବିଷୟର ପରୀକ୍ଷା ବାକି ଥିବାବେଳେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ ମୋନାଲିସା। ଦେହ, ହାତ ଥରିବାକୁ ଲାଗିଲା। ପରୀକ୍ଷା ବାହାନାରେ ଝିଅ ଏଭଳି ଆଚରଣ କରୁଛି ବୋଲି ପରିବାର ଲୋକେ ଚିନ୍ତା କରିଥିଲେ।…

କରୋନା ଆକ୍ରାନ୍ତଙ୍କ ପତ୍ତା ମିଳୁନି

କଟକ ଅଫିସ,୧୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ବାରଦା ଗ୍ରାମର ଜଣେ ୭୨ ବର୍ଷୀୟ ବ୍ୟକ୍ତି ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ୨୯ ତାରିଖରେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ତାଙ୍କୁ…

ଏସ୍‌ସିବି ଆଇସୋଲେଶନ ୱାର୍ଡ: କରୋନା ରୋଗୀଙ୍କୁ ମିଳୁନି ଉନ୍ନତମାନର ଖାଦ୍ୟ

କଟକ ଅଫିସ,୧୮ା୧୦: ଏସ୍‌ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ପାଇଁ ଗତ ମାର୍ଚ୍ଚରେ ଆଇସୋଲେଶନ ୱାର୍ଡ ଖୋଲାଯାଇଥିଲା। ପ୍ରଥମ ୨ ମାସ ଏଠାରେ ରୋଗୀ ସଂଖ୍ୟା କମ୍‌ ଥିଲା। ହେଲେ ପରବର୍ତ୍ତୀ ସମୟରେ ରୋଗୀ ସଂଖ୍ୟା ବୃଦ୍ଧି ପାଇଥିଲା। ଏପରି ପ୍ରତିଦିନ…

କେନାଲକୁ ପଶିଗଲା କାର: ପୂର୍ବତନ ମନ୍ତ୍ରୀଙ୍କ ପୁଅ ସମେତ ୩ ମୃତ

କଟକ ସଦର, ୧୭।୧୦: କଟକ ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥର ତେଲେଙ୍ଗାପେଣ୍ଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ରାସ୍ତାକଡ଼ କେନାଲକୁ ପଶିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ…

ଦୁଇ ଓଡ଼ିଆ ସାମାଜିକ କର୍ମୀଙ୍କୁ ମିଳିଲା ‘ଜୀବରକ୍ଷା’ ସମ୍ମାନ

କଟକ ଅଫିସ,୧୬।୧୦: ମାନବ ସେବା ହିଁ ମାଧବ ସେବା। ଏହି ଉକ୍ତିକୁ ଅନୁସରଣ କରି ସମାଜରେ ଅନେକ ଲୋକ ସେବାରେ ନିଜକୁ ନିୟୋଜିତ କରିଛନ୍ତି। ଏଭଳି ଦୁଇ ଓଡ଼ିଆ ସାମାଜିକ କର୍ମୀ ଅନ୍ୟର ସେବା ଲାଗି ନିଜ ଜୀବନକୁ ଉତ୍ସଗୀକୃତ କରିଛନ୍ତି।…

କଟକ ସହରରୁ ୧୧୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୫।୧୦-କଟକ ସହରରୁ ଆଜି ମୋଟ୍‌ ୧୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୫୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୩ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?