ବଗଲା ଜମି ମାମଲା: ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ
କଟକ ଅଫିସ/ପୁରୀ ଅଫିସ,୧୫ା୧୦: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ମାମଲାରେ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି। ବଗଲା ଧର୍ମଶାଳା ଜମିରେ ଜଗନ୍ନାଥଙ୍କ ସତ୍ତ୍ୱ ନେଇ ହାଇକୋର୍ଟ ଏହି ଜବାବ ମାଗିଛନ୍ତି। ଆସନ୍ତା ନଭେମ୍ବର ୨ରେ…
ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜଣେ ଅଟକ
କଟକ ଅଫିସ/ତିର୍ତ୍ତୋଲ (ଡି.ଏନ.ଏ),୧୫ା୧୦: ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ସେ ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ତଥା ସମ୍ପୃକ୍ତ ଚିକେନ୍ ସେଣ୍ଟରର ମାଲିକ ବୋଲି ଜଣାପଡ଼ିଛି। ତେବେ ମୁଖ୍ୟ ଅଭିଯୁକ୍ତ…
ଅପହରଣ ପରେ ନାବାଳିକାଙ୍କୁ ବଳାତ୍କାର
କଟକ ଅଫିସ,୧୪ା୧୦:ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ୨୨ଦିନ ଧରି ବଳାତ୍କାର କରାଯାଇଛି। ୨ଜଣ ଯୁବକ ସମ୍ପୃକ୍ତ ନାବାଳିକାଙ୍କୁ ରାସ୍ତାରୁ ଅପହରଣ କରିନେଇ ଏକ ଚିକେନ ଫାର୍ମରେ ରଖି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଚାଉଳିଆଗଞ୍ଜ ଥାନା ଅଧୀନ ଗତିରାଉତପାଟଣା ଅଞ୍ଚଳରେ ଏହି ଘଟଣା…
ସୁଧୁରୁନି ପରିମଳ ବ୍ୟବସ୍ଥା
କଟକ ଅଫିସ,୧୪ା୧୦:କଟକ ସହରର ୫୯ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଳିଆ ଆବର୍ଜନା ପଡ଼ି ରହୁଥିଲେ ମଧ୍ୟ କେହି ଉଠାଇବାକୁ ଆସୁନାହାନ୍ତି। ଆଲୋକୀକରଣ କରାଯାଇଥିଲେ ବି ଅନେକ ଲାଇଟ୍ ଜଳୁ ନ ଥିବା ଦେଖିବାକୁ ମିଳିଛି। ଡ୍ରେନ ସଫା…
କଟକ ସହରରୁ ୯୮ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ, ୧୩।୧୦- କଟକ ସହରରୁ ମଙ୍ଗଳବାର ୯୮ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ କରି…
ଜବାବ ଦାଖଲ ପାଇଁ ଅନୁଭବଙ୍କୁ ନୋଟିସ
କଟକ ଅଫିସ,୧୩।୧୦: ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦକୁ ନେଇ କଟକ ସଦର ଏସ୍ଡିଜେଏମ୍ କୋର୍ଟରେ ଏକ ମାମଲା ଚାଲିଛି। ଭରଣପୋଷଣ ଦାବିରେ ବର୍ଷାଙ୍କ ପକ୍ଷରୁ ଉକ୍ତ ମାମଲା…
କଟକ ସହରରୁ ୭୪ ନୂଆ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ, ୧୨।୧୦: କଟକ ସହରରୁ ସୋମବାର ୭୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬ଜଣ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୯ ଲୋକାଲ ଏବଂ ୧୯ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ରହିଛି। ଏ ନେଇ କଟକ…
କାର୍ଯ୍ୟକ୍ଷମ ହେଉନି ପାନୀୟ ଜଳ ପ୍ରକଳ୍ପ
ନରାଜ,୧୨।୧୦(ଡି.ଏନ୍.ଏ.): କଟକ ଜିଲା ବାରଙ୍ଗ ବ୍ଲକ ବେଲଗଛିଆ ପଞ୍ଚାୟତ ଅନ୍ତର୍ଗତ ଜୟପୁର ଗ୍ରାମରେ ବହୁ ବର୍ଷ ଧରି ଏକ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ୨୦୦୫ରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ…
ଅସୁସ୍ଥ ସ୍ତ୍ରୀଙ୍କୁ ଟ୍ରଲିରେ ୯୦ କି.ମି. ବୋହିବା ଘଟଣା: ଜୀବନ ଯୁଦ୍ଧରେ ହାରିଗଲେ ସୁକାନ୍ତି
କଟକ ଅଫିସ/ପୁରୀ ଅଫିସ/ସାକ୍ଷୀଗୋପାଳ: (ଡି.ଏନ୍.ଏ.), ୧୨।୧୦ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ସୁକାନ୍ତି ଭୋଇ। କଟକ ଏସ୍ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟାହ୍ନରେ ସେ ସବୁଦିନ ପାଇଁ ଆଖିବୁଜି ଦେଇଛନ୍ତି। ଅନ୍ୟପକ୍ଷରେ ରୋଗଣା ସ୍ତ୍ରୀଙ୍କ ଜୀବନ ବଞ୍ଚାଇବାକୁ ପରିଣତ ବୟସରେ କବୀର…
କଟକ ସହରରୁ ୫୧ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୧୧।୧୦-କଟକ ସହରରୁ ଆଜି ମୋଟ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୨୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…
କୋଭିଡ୍ ଗାଇଡ୍ଲାଇନରେ ଚାଲିଗଲା ଜୀବନ
କଟକ ଅଫିସ,୧୧।୧୦: କରୋନା ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏପଟେ କିନ୍ତୁ ରାଜ୍ୟରେ ସ୍ବାସ୍ଥ୍ୟ ସେବା ବିଗିଡିବାରେ ଲାଗିଛି। କୋଭିଡ୍ ଗାଇଡ୍ଲାଇନ୍ ଆଳରେ ହସ୍ପିଟାଲଗୁଡ଼ିକରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ଚିକିତ୍ସାରେ ଅବହେଳା ପ୍ରଦର୍ଶନ କରୁଥିବାରୁ…
ବଗଲା ଧର୍ମଶାଳା ଜମି ବିକ୍ରି ଘଟଣା : ଆବେଦନକାରୀଙ୍କ ପକ୍ଷରୁ ମିସ୍କେସ୍ ଦାଖଲ
କଟକ ଅଫିସ,୧୧। ୧୦: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ବିବାଦକୁ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲା ବିଚାରାଧୀନ ଥିବାବେଳେ ଏଥିରେ ସଂଶୋଧନ ଦର୍ଶାଇ ଆବେଦନକାରୀ ତଥା ସାମାଜିକ କର୍ମୀ ଜଗନ୍ନାଥ ବସ୍ତିଆ ଶନିବାର…

