୭୧୨ କୋଟି ଟଙ୍କାର ଜିଏସ୍ଟି ଠକେଇ
କଟକ ଅଫିସ,୧୮।୮: ଜାଲ୍ ବିଲ୍ ମାଧ୍ୟମରେ ୭୧୨ କୋଟି ଟଙ୍କାର ଜିଏସ୍ଟି ଠକେଇର ପର୍ଦ୍ଦାଫାସ୍ କରିଛି ରାଜ୍ୟ ଜିଏସ୍ଟି ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍। ଏଥିରେ ଅଭିଯୁକ୍ତ ଥିବା ମଧୁମିତା ଷ୍ଟିଲ୍ସ ଇଣ୍ଡଷ୍ଟ୍ରି ପ୍ରାଇଭେଟ୍ ଲିମିଟେଡ୍ର ନିର୍ଦ୍ଦେଶକ କାଶ୍ମୀରା କୁମାର ଅଗ୍ରୱାଲ୍ଙ୍କୁ ସମ୍ବଲପୁରରୁ ସୋମବାର…
କଟକରୁ ୧୬୭ ପଜିଟିଭ ଚିହ୍ନଟ: ବାଉରି ସାହିରୁ ସର୍ବାଧିକ
କଟକ ଅଫିସ,୧୭।୮-କଟକ ସହରରେ ସୋମବାର ୧୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୨୧ ଜଣ ଚିହ୍ନଟ ହୋଇଥିବାବେଳେ କଣ୍ଟେନମେଣ୍ଟ ଜୋନରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ବାଉରି…
ବଢୁଛି ସୁସ୍ଥହାର, କମୁଛନ୍ତି ଆକ୍ରାନ୍ତ
କଟକ ଅଫିସ,୧୭।୮: କଟକ ଜିଲାରେ ଆରୋଗ୍ୟ ହାର ବଢୁଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଏହି ତଥ୍ୟ ଅଧିକ ଉତ୍ସାହ ଭରିବ ବୋଲି ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି। ଟେଷ୍ଟିଂ କ୍ରମାଗତ…
ସିଏମ୍ସିରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହୋଇଛନ୍ତି ଯୁବପିଢ଼ି
କଟକ ଅଫିସ,୧୭।୮: ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ଏବେ ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ…
କଟକରୁ ୧୧୭ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ, ୧୬।୮-କଟକ ସହରରୁ ରବିବାର ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଗୃହ ସଙ୍ଗରୋଧରୁ ୬୦ ଜଣ ଏବଂ ୩୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ…
କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି
କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ ସଂଖ୍ୟାରେ…
ଚାରା ଲଗାଇ ସ୍ବାଧିନତା ଦିବସ ପାଳିଲେ ଯୁବଗୋଷ୍ଠୀ
କଣ୍ଟାପଡା,୧୫।୮(ଡି.ଏନ୍.ଏ.)-ସମଗ୍ର ଦେଶରେ ଶନିବାର ୭୪ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କଣ୍ଟାପଡା ବ୍ଲକ ଛେଦା ଗ୍ରାମର ଯୁବଗୋଷ୍ଠୀ ସାମାଜିକ ଦୂରତ୍ୱରଖି କଣ୍ଟାପଡା ତହସିଲ ପରିସରରେ ୧୦୫୦ଟି ଚାରା ରୋପଣ କରି ସ୍ବାଧୀନତା ଦିବସ ପାଳନ କରିଛନ୍ତି। ଗ୍ରାମର…
ଚାଙ୍ଗୁ ଗାଁ ୪୮ ଘଣ୍ଟା ଶଟ୍ଡାଉନ୍
ଚୌଦ୍ୱାର,୧୫ା୮(ଡି.ଏନ୍.ଏ.) : କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ବାଣିପଦା ପଞ୍ଚାୟତ ଚାଙ୍ଗୁ ଗାଁକୁ ୪୮ଘଣ୍ଟା ଅର୍ଥାତ୍ ଶନିବାର ସନ୍ଧ୍ୟା ୫ଟାରୁ ସୋମବାର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଶଟ୍ଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ ଜ୍ୟୋସ୍ନାରାଣୀ ସୁବୁଦ୍ଧିରାୟ। ଉକ୍ତ ଗ୍ରାମରେ ଆଜି ଜଣେ…
କରୋନା ଆକ୍ରାନ୍ତଙ୍କ ଘରୁ ଚୋରି
ଚୌଦ୍ୱାର,୧୫।୮(ଡି.ଏନ୍.ଏ.): ଶୁକ୍ରବାର ବିଳମ୍ବିତ ରାତିରେ ବର୍ଷା ଓ ଅନ୍ଧାରର ସୁଯୋଗ ନେଇ ଜଣେ କରୋନା ଆକ୍ରାନ୍ତଙ୍କ ଘରେ କଳାକନା ବୁଲାଇଛନ୍ତି ଚୋର। ଏହା ଚୌଦ୍ୱାର ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି । ସୂଚନା ଅନୁଯାୟୀ, ଚୌଦ୍ୱାର ଓଟିଏମ୍ କଲୋନୀ ସତ୍ୟନାରାୟଣ ମନ୍ଦିର…
ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ
ଚୌଦ୍ୱାର,୧୫।(ଡି.ଏନ୍.ଏ): କଟକ ଜିଲା ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ କରୋନା କଟକଣାକୁ ଦୃଷ୍ଟିରେ ରଖି ନିରାଡମ୍ବର ଭାବେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଚୌଦ୍ୱାର ପୌରକାର୍ଯାଳୟ ପରିସରରେ ନିର୍ବାହୀ ଅଧିକାରୀ ପବିତ୍ର ବେହେରା ପତାକା ଉତ୍ତୋଳନ କରିଥିଲେ । ସେହିପରି…
ଭାଇରାଲ ଅଡିଓ: ଜଳେଶ୍ୱର ଆଇଆଇସି ନିଲମ୍ବିତ
ବାଲେଶର ଅଫିସ/କଟକ ଅଫିସ, ୧୫।୮: ଜଣେ ବ୍ରାଉନ ସୁଗର ବ୍ୟବସାୟୀଙ୍କ ସହ କଥା ହେଉଥିବାର ଅଡିଓ କ୍ଲିପ ଭାଇରାଲ ଘଟଣାକୁ ନେଇ ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କ ଅଡ଼ୁଆ ବଢିଛି। ଶନିବାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ…
ଆଜି କଟକରୁ ୬୩ ପଜିଟିଭ ଚିହ୍ନଟ
କଟକ ଅଫିସ, ୧୪।୮- କଟକ ସହରରୁ ଶୁକ୍ରବାର ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୩୦ ଜଣ, କଣ୍ଟେନମେଣ୍ଟ ଜୋନରୁ ୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୨୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ମାଲଗୋଦାମ ନିକଟ ଜାଲୁଆ…
Archives


