ବଳାତ୍କାର ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ
କଟକ ଅଫିସ, ୬।୧୦: ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ କରୁଣାକର କାଣ୍ଡିଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି କଟକ ପୋକ୍ସୋ କୋର୍ଟ। ଏଥିସହ ଦୋଷୀଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଯଦି ଦୋଷୀ ଏହି ଜରିମାନା ନ…
କରୋନାରେ ସିଏମ୍ସି ଅଧିକାରୀଙ୍କ ମୃତ୍ୟୁ
କଟକ ଅଫିସ, ୫।୧୦-କଟକ ମହାନଗର ନିଗମ (ସିଏମ୍ସି) ପରିସଂଖ୍ୟାନ ଅଧିକାରୀ ବିଶ୍ୱନାଥ ଲେଙ୍କା(୪୯)ଙ୍କ କରୋନାରେ ମୃତ୍ୟୁ ହୋଇଛି। ସୋମବାର ବିଳମ୍ବିତ ରାତିରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ବିଶ୍ୱନାଥ କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ହୋମ୍ ଆଇସୋଲେଶନରେ…
କଟକ ସହରରୁ ୯୩ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୫।୧୦-କଟକ ସହରରୁ ସୋମବାର ମୋଟ ୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୪୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…
କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…
କଟକ ସହରରୁ ୧୬୮ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୩।୧୦-କଟକ ସହରରୁ ଶନିବାର ମୋଟ ୧୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୯୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…
ପ୍ରସୂତୀ-ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଆଶିଷ କୁମାର ଦେଙ୍କ ପରଲୋକ
କଟକ ଅଫିସ, ୩।୧୦: ବରିଷ୍ଠ ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଫେସର ଆଶିଷ କୁମାର ଦେ ଆଉ ନାହାନ୍ତି। କଟକ ତୁଳସୀପୁର ସ୍ଥିତ ବାସଭବନରେ ଶୁକ୍ରବାର ରାତି୧୧ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ…
ବର୍ଷା: ଦୁଇଦିନରେ କଟକ ଅବସ୍ଥା ସଙ୍ଗିନ
କଟକ ଅଫିସ,୩।୧୦: ଗତ ଦୁଇଦିନ ଧରି ଲଘୁଚାପ ବର୍ଷାରେ କଟକ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଡ୍ରେନଗୁଡିକ ଜାମ୍ ହୋଇପଡିଥିବାରୁ ବର୍ଷାଜଳ ଠିକ ଭାବେ ନିଷ୍କାସନ ହୋଇ ନ ପାରି ରାସ୍ତାକୁ ଉଦ୍ବୃତ୍ତ ହୋଇଆସିବା ସହ କେତେଜଣଙ୍କ ଘରେ ପଶିଥିଲା। ରାସ୍ତାରେ…
ଜରିମାନାରେ ଜାଲିଆତି
କଟକ ଅଫିସ,୩।୧୦: ଜରିମାନା ଆଦାୟରେ ଜାଲିଆତି ହେଉଛି। ପୋଲିସ ଯେତିକି ଟଙ୍କାର ଚାଲାଣ କାଟୁଛି, ସରକାରଙ୍କ ନିକଟରେ ଏହାଠୁ କମ୍ ରାଶି ଦର୍ଶାଯାଉଛି। ଏଭଳି ଏକ ଘଟଣା ଚାଉଳିଆଗଞ୍ଜ ଥାନା ଅଧୀନରେ ହୋଇଥିବା ଅଭିଯୋଗ ହୋଇଛି। ଗତ ଜୁଲାଇ ୨୦ ତାରିଖରେ…
କଟକ ସହରରୁ ୧୮୨ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୨।୧୦- କଟକ ସହରରୁ ଶୁକ୍ରବାର ମୋଟ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୧୦୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ କରି…
ହାଡ଼ିଆ ହତ୍ୟାକାଣ୍ଡକୁ ମାସେ ପୂରିଲା: ଧରାପଡ଼ିନାହାନ୍ତି ଅଭିଯୁକ୍ତ ଦୁଇ ଭାଇ
କଟକ ଅଫିସ,୨।୧୦: ଦୁର୍ଦ୍ଦାନ୍ତ ଅପରାଧୀ ହାଡ଼ିଆ ଓରଫ ପ୍ରକାଶ ବେହେରା ହତ୍ୟା ଘଟଣାକୁ ଶୁକ୍ରବାର ଏକମାସ ପୂରଣ ହୋଇଛି। ଅଭିଯୁକ୍ତଙ୍କୁ ଚିହ୍ନଟ ସରିଛି ବୋଲି କଟକ ପୋଲିସ କହିଥିଲେ ସୁଦ୍ଧା ସେମାନଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି…
ପରିବା କିଣିବାକୁ ଆସିଥିବା ବ୍ୟକ୍ତିଙ୍କୁ ଚାପିଦେଲା ଟ୍ରକ୍
ଚୌଦ୍ୱାର,୧ା୧୦: ୫୫ ନଂ. ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲୁରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱ ଖୋଳାଯାଇ ଥିବାବେଳେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପୁରୁଣା ରାସ୍ତାରେ ପିଚୁ ଉଠିଯାଇ ବିଭିନ୍ନ ସ୍ଥାନରେ ଖାଲଖମା ହୋଇଯାଇଛି। ଫଳରେ…
ମହିଳାଙ୍କୁ ଏସିଡ୍ ଫିଙ୍ଗିବା ମାମଲା: ୨ ଗିରଫ
କଟକ ସଦର, ୧ା୧୦ (ଡି.ଏନ୍.ଏ.):କଟକ ସଦର ଥାନା ଅଧୀନ ଶ୍ରୀରାମ ଗ୍ରାମର ଜଣେ ମହିଳାଙ୍କ ଉପରକୁ ଏସିଡ୍ ଫିଙ୍ଗିବା ମାମଲାରେ ୪୨ମୌଜା ଫାଣ୍ଡି ପୋଲିସ ବୁଧବାର ୨ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ ଗ୍ରାମର ସୁକାନ୍ତି…

