ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ
କଟକ ଅଫିସ, ୧ା୧୦:ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ ନାମଲେଖାର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇଥିବାବେଳେ ଚଳିତବର୍ଷ ଅନ୍ଲାଇନ ମାଧ୍ୟମରେ ନାମଲେଖା ପ୍ରକ୍ରିୟା ହେବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ…
କଟକରୁ ଆଜି ଆଉ ୨୨୭ ପଜିଟିଭ ଚିହ୍ନଟ
କଟକ ଅଫିସ,୩୦।୯-କଟକ ସହରରୁ ଆଜି ଆଉ ୨୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯୮ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଟୁଇଟ କରି ସୂଚନା…
କାର୍ଯ୍ୟାଦେଶର ୨ବର୍ଷ ପରେ ବି ମିଳୁନି ଅର୍ଥ
କଟକ ଅଫିସ,୨୯।୯:କଟକ ମହାନଗର ନିଗମ ଅଧୀନ ୫୯ ନମ୍ବର ୱାର୍ଡର ଅନେକ ବାସିନ୍ଦା ୨୦୧୭ ଡିସେମ୍ବର ୨୯ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ନିର୍ମାଣ ପାଇଁ କାର୍ଯ୍ୟାଦେଶ ପାଇଥିଲେ। ଏହାପରେ ସେମାନେ ନିଜ ଅର୍ଥରେ ଘର ନିର୍ମାଣ ଆରମ୍ଭ କରିଥିଲେ। ଘର…
ଚିକିତ୍ସାଧୀନ ମାଈହାତୀର ମୃତ୍ୟୁ
ଚୌଦ୍ୱାର,୨୮ା୯(ଡି.ଏନ୍.ଏ.): କଟକ ବନଖଣ୍ଡ ଡାଳିଯୋଡ଼ା ରେଞ୍ଜ ଡମଣୀ ଜଙ୍ଗଲରେ ଗୁରୁତର ଅବସ୍ଥାରେ ପଡ଼ିଥିବା ମାଈହାତୀର ସୋମବାର ସକାଳେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ା ସୂଚନା ଅନୁଯାୟୀ, ଶନିବାର ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ହାତୀଟି ଏକ ବୁଦା ଭିତରେ ପଡ଼ିଥିବା ଦେଖି…
କଟକରୁ ଆଜି ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୭।୯-କଟକ ସହରରୁ ଆଜି ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୮୧ ରହିଛି। ତୁଳସୀପୁରରୁ ୬, ଚାଉଳିଆଗଞ୍ଜରୁ ୨, କଲେଜ ଛକରୁ ୨, ମଙ୍ଗଳବାଗରୁ ୨,…
ଗୁରୁତର ଅବସ୍ଥାରେ ପଡ଼ିରହିଛି ହାତୀ: ପହଞ୍ଚି ନାହାନ୍ତି ଡାକ୍ତରୀ ଟିମ୍
ଚୌଦ୍ୱାର,୨୭ା୯(ଡି.ଏନ୍.ଏ): କଟକ ବନଖଣ୍ଡ ଡାଳିଯୋଡା ରେଞ୍ଜ ମଙ୍ଗରାଜପୁର ଡମଡମଣୀ ଜଙ୍ଗଲରେ ଏକ ମାଈ ହାତୀ ଗୁରୁତର ଅବସ୍ଥାରେ ପଡିରହିଛି । ଡମଡମଣୀ ଜଙ୍ଗଲ ନିକଟରେ ଥିବା ଆଦୀବାସୀ ବହୁଳ ବାଞ୍ଜିଆମ୍ବା ଗ୍ରାମର କିଛି ଲୋକ ଶନିବାର ସନ୍ଧ୍ୟାରେ ହାତୀଟି ପଡିଥିବା ଦେଖି…
କଟକରୁ ଆଜି ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୬।୯-କଟକ ସହରରୁ ଆଜି ଆଉ ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୯୮ ରହିଛି। ନୟାବଜାରରୁ ୮, ତୁଳସୀପୁରରୁ ୮, ଚାଉଳିଆଗଞ୍ଜରୁ ୭, ବିଡାନାସୀରୁ ୬, କଲ୍ୟାଣୀ ନଗରରୁ…
ନକଲି ସସ୍ ଫ୍ୟାକ୍ଟ୍ରିରେ ଚଢ଼ାଉ, ବିଭିନ୍ନ ସାମଗ୍ରୀ ଜବତ
କଟକ ଅଫିସ,୨୬ା୯: କଟକସ୍ଥିତ ଜଗତପୁର ଆଇବି ରୋଡ୍ରେ ଏକ ନକଲି ସସ୍ ଫ୍ୟାକ୍ଟ୍ରିରେ ଶନିବାର ପୋଲିସ ଚଢ଼ାଉ କରିଛି। ଏହି ଚଢ଼ାଉରେ ବିପୁଳ ପରିମାଣର ନକଲି ସସ୍ ଏବଂ ବିଭିନ୍ନ ସାମଗ୍ରୀ ଜବତ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ଅଟକ…
ସରକାରୀ ଆଇଟିଆଇରେ ସ୍ପଟ ଆଡ୍ମିଶନ ଆରମ୍ଭ
କଟକ ଅଫିସ,୨୫।୯: ୪୯ଟି ସରକାରୀ ଆଇଟିଆଇ ଓ ୪୫୫ଟି ବେସରକାରୀ ଆଇଟିଆଇରେ ଚଳିତ ବର୍ଷ ନାମ ଲେଖା ପ୍ରକ୍ରିୟା ଜାରି ରହିଛି। ଡିଜିଟି ନିର୍ଦ୍ଦେଶନାମା ମୁତାବକ ଆଇଟିଆଇ ନାମଲେଖା ପ୍ରକ୍ରିୟା ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ସରିବ। ୪୯ଟି ସରକାରୀ ଆଇଟିଆଇରେ…
ବଳାତ୍କାର ପୀଡ଼ିତାଙ୍କୁ ୫ ଲକ୍ଷ ଦିଅ
କଟକ ଅଫିସ୍/କୁଜଙ୍ଗ, ୨୪।୯ (ଡି.ଏନ୍.ଏ.):ଜଗତ୍ସିଂପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ବଳାତ୍କାରର ଶିକାର ହୋଇଥିବା ଜଣେ ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ବୁଧବାର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୭ଦିନ ମଧ୍ୟରେ ପୀଡ଼ିତାଙ୍କୁ…
୯ ମାସ ବିତିଲା: ବାହାରିନି ରେଜଲ୍ଟ
କଟକ ଅଫିସ, ୨୩।୯:ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଗତ ୨୦ ତାରିଖରୁ ପିଜି ଏବଂ ୟୁଜିର ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍ଲାଇନରେ ପରୀକ୍ଷା ଦେଉଛନ୍ତି। ହେଲେ ପିଜିର ପ୍ରଥମ ସେମିଷ୍ଟର ବ୍ୟାକ ପେପର ପରୀକ୍ଷା ରେଜଲ୍ଟ ଏପର୍ଯ୍ୟନ୍ତ…
କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
କଟକ ଅଫିସ,୨୧।୯-କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଅଗ୍ନିଶମ ଓ ବିଦ୍ୟୁତ୍ ବିଭାଗ ମିଳିତ ଭାବେ ତଦନ୍ତ କରି ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ…

