କଟକ

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ସବୁ ରୋଗୀ ସୁରକ୍ଷିତ ଉଦ୍ଧାର

କଟକ ଅଫିସ,୨୧।୯: କଟକ ଜଗତପୁରରେ ଥିବା ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଜଣ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଗୁରୁତର ରୋଗୀଙ୍କୁ ୧୫ଟି ଆମ୍ବୁଲାନ୍ସ ଯୋଗେ ଅଶ୍ୱିନ ହସ୍ପିଟାଲ ଏବଂ ଭେଣ୍ଟିଲେଟର ଥିବା ହସ୍ପିଟାଲକୁ…

ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ନିଆଁ, କାରଣ ଅସ୍ପଷ୍ଟ

କଟକ ଅଫିସ,୨୧ା୯: କଟକ ଜଗତପୁରସ୍ଥିତ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏବେ ବି ଅସ୍ପଷ୍ଟ ରହିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି। ଚିଫ୍‌ ଫାୟାର ଅଫିସର ଓ କଟକ…

ପ୍ରଯୋଜକ ବୀରକିଶୋର ମହାପାତ୍ରଙ୍କ ପରଲୋକ

କଟକ ଅଫିସ,୨୧।୯: ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା, ନିର୍ଦ୍ଦେଶକ, ପ୍ରଯୋଜକ ତଥା ନାଟ୍ୟକାର ବୀରକିଶୋର ମହାପାତ୍ର(୯୨)ଙ୍କର ଶନିବାର ରାତିରେ ମଧୁସୂଦନ ନଗରସ୍ଥ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିିତ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ…

କାନାଗାଁରୁ କଟକ ଷ୍ଟୁଡିଓ

କଟକ ଅଫିସ,୨୧।୯: ବଣମଲ୍ଲୀ, ବଣରେ ମଉଳି ଯାଇନି। ଅପହଞ୍ଚ ଦୁର୍ଗମ ପାହାଡ଼ି ଇଲାକାର ପ୍ରତିଭା ମୁଖ୍ୟସ୍ରୋତକୁ ଆସିଛି। ସୁଦୂର କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ କାନାଗାଁ ପଞ୍ଚାୟତ ଚିନ୍ତାଗୁଡ଼ା ଗ୍ରାମର ଆଦିବାସୀ ଝିଅ ନମିତା ମେଲକା ଏବେ କଟକ ସିଡିଏସ୍ଥିତ ନ୍ୟୁ…

ଏସ୍‌ସିବିରେ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ବିଳମ୍ବ ହେବ

କଟକ ଅଫିସ,୨୧।୯: ଏସ୍‌ସିବିରେ ପ୍ରସ୍ତାବିତ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାରେ କିଛିଦିନ ବିଳମ୍ବ ଘଟିବ। ଏହା ଆସନ୍ତା ୨୧ ତାରିଖରେ ଲୋକାର୍ପଣ ହେବାର ଥିଲା। କିନ୍ତୁ ୬ଦିନ ପରେ ଏହା ଲୋକାର୍ପଣ ହେବ ବୋଲି ବିଭାଗ ପକ୍ଷରୁ ସୂଚନ ମିିଳିଛି। ରବିବାର…

୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୨୦।୯-୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ। ଆସନ୍ତା ୨୧ ଓ ୨୨ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। କିଛି ବିଭାଗରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି…

କଟକ ମାଟିରେ ଫେଣ୍ଟା କାରିଗରର ଭାବନା: ପରମ୍ପରାକୁ ଭୁଲି ମୂର୍ତ୍ତି ଭାଙ୍ଗିବ କିଏ…

କଟକ ଅଫିସ୍‌, ୨୦।୯ : କଟକ ମାଟିରେ ଫେଣ୍ଟି ହୋଇଥାଏ କାରିଗରର ଭାବନା। ଭାଗମାପ ନୁହେଁ, ଭାବରେ ମା’ଙ୍କ ମୂର୍ତ୍ତି ତିଆରି କରାଯାଏ। ଯେତିକି ପୁରୁଣା ଏ ସହର, ସେତିକି ପୁରୁଣା ଏଠାକାର ପରମ୍ପରା ଆଉ ଦୁଗର୍ର୍ାପୂଜା। ପ୍ରତିବର୍ଷ କାରିଗର ହାତରେ…

ସୁପ୍ରିମକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ବିବାଦ

କଟକ ଅଫିସ, ୨୦।୯: ଏମ୍‌ପି ତଥା ଓଲିଉଡ୍‌ ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀଙ୍କ ବିବାଦ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦିଲ୍ଲୀ ପଟିଆଲା କୋର୍ଟରେ ଅନୁଭବ ସ୍ତ୍ରୀ ବର୍ଷାଙ୍କୁ ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି…

କରୋନା କଟକଣା କଡ଼ାକଡ଼ି: ଚୌଦ୍ୱାର ସହରାଞ୍ଚଳରରେ ଚଢ଼ାଉ ଜୋରଦାର

ଚୌଦ୍ୱାର,୧୯।୯(ଡି.ଏନ୍‌.ଏ.): କଟକ ସହର ଓ ଚୌଦ୍ୱାର ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚୌଦ୍ୱାର ପୋଲିସ ତରଫରୁ ଚୌଦ୍ୱାର ସହରାଞ୍ଚଳରରେ ଚଢ଼ାଉ ଜୋରଦାର କରାଯାଇଛି। ଚୌଦ୍ୱାର ଥାନାରେ ନୂଆକରି ଯୋଗଦେଇଥିବା ଆଇଆଇସି ବିରଞ୍ଚି ନାରାୟଣ ପତିଙ୍କ ନେତୃତ୍ୱରେ ଏସ୍‌ ଆଇ ତପସ୍ବିନୀ…

ସିପିଙ୍କ ଜବାବପତ୍ରକୁ ନେଇ ବିବାଦ

କଟକ ଅଫିସ,୧୯। ୯: ମା’ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଡ୍‌ଭୋକେଟ୍‌ ଜେନେରାଲଙ୍କ ନିକଟରେ ପୋଲିସ କମିଶନର(ସିପି) ଡ. ସୁଧାଂଶୁ ଷଡଙ୍ଗୀ ଦାଖଲ କରିଥିବା ଜବାବପତ୍ରକୁ ନେଇ ବିବାଦ ସୃଷ୍ଟି ହୋଇଛି। କଟକଚଣ୍ଡୀ ମନ୍ଦିର ପୂଜକ ମନୋଜ କୁମାର ପଣ୍ଡା…

କଟକରେ ବ୍ରାଉନସୁଗାର ବିକୁଛନ୍ତି ୨ ଭାଇ

କଟକ ଅଫିସ,୧୮। ୯: ଦିନ ଦ୍ୱିପ୍ରହରରେ ଖୋଲା ବଜାରରେ ବେଧଡକ ଭାବେ ବିକ୍ରି ହେଉଛି ବ୍ରାଉନ୍‌ସୁଗାର। ଦୁଇ ଭାଇ ହିଁ ଏହି ବେଆଇନ ବେପାରର କର୍ଣ୍ଣଧାର। ଜଣେ ଭାଇ ବାଲେଶ୍ୱରର ଜଳେଶ୍ୱରରୁ ବ୍ରାଉନ୍‌ସୁଗାର ଆଣନ୍ତି। ପରେ ଦୁଇଜଣ ମିଶି କଟକରେ ଏହାକୁ…

ଏସ୍‌ସିବି ଆଇସୋଲେଶନ ୱାର୍ଡରେ ଅବ୍ୟବସ୍ଥା

କଟକ ଅଫିସ,୧୮ା୯: ଏସ୍‌ସିବି ମେଡିକାଲର ଆଇସୋଲେଶନ ୱାର୍ଡରେ ଅନେକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଅସନ୍ତୁଷ୍ଟ ବ୍ୟକ୍ତ କରି କଂଗ୍ରେସ ନେତା ମାନସ ଚୌଧୁରୀ ଟୁଇଟରରେ ଗୁରୁବାର ଏକ ଭିଡିଓ ପୋଷ୍ଟ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?