କଟକ

ବର୍ଷା-ଅନୁଭବ ବିବାଦ: ଶୁଣାଣି ତାରିଖ ଘୁଞ୍ଚିଲା

କଟକ ଅଫିସ,୭ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍‌ଡିଜେଏମ୍‌ କୋର୍ଟଙ୍କ…

ଷ୍ଟ୍ରେଚର୍‌ରେ ଖୋଲାଖୋଲି ନିଆଯାଉଛି ମୃତଦେହ

କଟକ ଅଫିସ,୬ା୯: ଏସ୍‌ସିବି ମେଡିକାଲରେ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଖୋଲାଖୋଲି ଭାବେ ସର୍ବ ସମ୍ମୁଖରେ ଷ୍ଟ୍ରେଚର୍‌ରେ ରଖି ନିଆଯାଉଛି। ଏହାକୁ ଦେଖି ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ମନୋବଳ ଭାଙ୍ଗିବା ସହ ଅସନ୍ତୋଷ ପ୍ରକାଶ ପାଇଛି। ବିଶେଷକରି ନୂଆ ରୋଗୀଟିଏ ହସ୍ପିଟାଲରେ…

ଅନୁଭବ-ବର୍ଷା ବିବାଦ: ଆଜି ଶୁଣାଣି

କଟକ ଅଫିସ,୭।୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍‌ଡିଜେଏମ୍‌ କୋର୍ଟଙ୍କ…

ଉଇ ମୁହଁରେ ନଥିପତ୍ର

କଟକ ଅଫିସ, ୬।୯: କଟକ ମହାନଗର ନିଗମ (ସିଏମ୍‌ସି)ର ଜନ୍ମମୃତ୍ୟୁ ପଞ୍ଜୀକରଣ ବିଭାଗ ଚୌଧୁରୀ ବଜାରସ୍ଥିତ ବିଜୁ ଭବନରେ କାର୍ଯ୍ୟ କରୁଥିଲା। ସେଠାରେ ନାନା ସମସ୍ୟା ଉପୁଜିବାରୁ ବିକାଶ ଭବନକୁ ସ୍ଥାନାନ୍ତର କରାଗଲା। ତେବେ ଠିକଣା ପରିବର୍ତ୍ତନ ହୋଇଥିଲେ ବି ସମସ୍ୟା…

ମୃତ୍ୟୁ ହେବାର ଘଣ୍ଟାଏ ପରେ କରୋନା ପଜିଟିଭ୍‌ ଚିହ୍ନଟ: ମୃତଦେହକୁ ଛୁଇଁଲେନି ଅଞ୍ଚଳବାସୀ

ଖୁଣ୍ଟୁଣୀ,୬।୯(ଡି.ଏନ.ଏ): ଖୁଣ୍ଟୁଣୀ ଥାନା ଅଞ୍ଚଳରେ ଜଣେ ୬୫ ବର୍ଷର ପୁରୁଷଙ୍କ ଶନିବାର ମୃତ୍ୟୁ ଘଟିବାର ଘଣ୍ଟାଏ ପରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିବାବେଳେ ମୃତଦେହକୁ ଛୁଇଁ ନ ଥିଲେ। ପ୍ରାୟ ୩ ଘଣ୍ଟା ପରେ କଟକରୁ…

ଏମ୍‌ପି ଅନୁଭବଙ୍କ ନାଁରେ ସ୍ତ୍ରୀଙ୍କ ନିର୍ଯାତନା ଅଭିଯୋଗ: ୧୫ କୋଟିର କ୍ଷତିପୂରଣ ଦାବି

କଟକ ଅଫିସ,୬।୯: ଓଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଭିନେତାରୁ ରାଜନେତା ପାଲଟିଥିବା ଏମ୍‌ପି ଅନୁଭବଙ୍କ ନାଁରେ ଅନେକ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଏ…

କଟକ ସହରରୁ ଆଜି ୧୮୪ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୫।୯-କଟକ ସହରରୁ ଶନିବାର ୧୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୦୭ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

୬ ଯାଏ ରେଭେନ୍‌ଶା ଶଟ୍‌ଡାଉନ୍‌

କଟକ ଅଫିସ,୪ା୯:ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଯେଉଁଥିପାଇଁ ବିଶ୍ୱବିଦ୍ୟାଳୟକୁ ବାରମ୍ବାର ବନ୍ଦ କରିବାକୁ ପଡୁଛି। ପୂର୍ବରୁ କୁଳପତିଙ୍କ କାର୍ଯ୍ୟାଳୟରେ ଜଣେ କର୍ମଚାରୀ ଓ ତାଙ୍କ ପରିବାରର ଦୁଇଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏଥିପାଇଁ…

କଟକ ସହରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩।୯(ବ୍ୟୁରୋ)-କଟକ ସହରରୁ ଆଜି ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୩୫ ଜଣ ଚିହ୍ନଟ ହୋଇଥିବାବେଳେ ୧୦୨ ଲୋକାଲ କଣ୍ଟାକ୍ଟ କେସ। ସେକ୍ଟର ୭ ସିଡିଏରୁ ୧୧, କଲେଜ ଛକରୁ ୫, ଏସସିବି ମେଡିକାଲ…

କଟକ ସହରରୁ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨।୯-କଟକ ସହରରୁ ବୁଧବାର ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରାଣ୍ଟାଇନରୁ ୧୩୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୭୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ୧୫ ଜଣ କୋଭିଡ ଯୋଦ୍ଧା ଚିହ୍ନଟ ହୋଇଛନ୍ତି। ଏହାସହିତ ଏସ୍‌ସିବି ମେଡିକାଲ ଆଇସୋଲେଶନର୧୧…

ମଦ ବିକ୍ରିକୁ ବିରୋଧ କରିବାରୁ ଯୁବକକୁ ହତ୍ୟା

ଚୌଦ୍ୱାର, ୨ା୯(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ବାଣିପଦା ପଞ୍ଚାୟତ ହରିଜନ ସାହିରେ ମଦକୁ ବିରୋଧ କରିବାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକକୁ ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ସାହିର ସରୋଜ ସାମଲ। ଖବର ପାଇଁ ଚୌଦ୍ୱାର…

ଓଟିଏମ୍‌ ବଞ୍ଚାଓ ଶ୍ରମିକ ଆନ୍ଦୋଳନକୁ ୧୫ବର୍ଷ

ଚୌଦ୍ୱାର,୨।୯(ଡି.ଏନ୍‌.ଏ.): ୨୦୦୧ରୁ ବନ୍ଦ ହୋଇଯାଇଥିବା ସର୍ବବୃହତ୍‌ କମ୍ପୋଜିଟ ଲୁଗାକଳ ଓଡ଼ିଶା ଟେକ୍ସଟାଇଲ ମିଲ୍‌ (ଓଟିଏମ୍‌)ର ଶ୍ରମିକମାନେ ଚଳାଇଥିବା ଆନ୍ଦୋଳନ ୧୫ବର୍ଷ ପୂରଣ କରି ମଙ୍ଗଳବାରଠାରୁ ୧୬ବର୍ଷରେ ପଦାର୍ପଣ କରିଛି। ମିଲ୍‌ ବନ୍ଦ ହେବା ପରେ ଏଥିରେ କାର୍ଯ୍ୟରତ ୨୨୦୦ରୁ ଊର୍ଦ୍ଧ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?