ଏସ୍ଓପି ଜାରି: ପ୍ଲାଜ୍ମା ଦାନ କରିବେ ପୋଲିସ କର୍ମଚାରୀ
କଟକ ଅଫିସ,୨୪।୭: କରୋନାରୁ ସୁସ୍ଥ ହୋଇଥିବା ପୋଲିସ କର୍ମଚାରୀମାନେ ନିଜର ପ୍ଲାଜ୍ମା ଦାନ କରିବେ। ଏ ନେଇ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର୍ (ଏସ୍ଓପି) ଜାରି କରାଯାଇଛି। ଏ ସଂକ୍ରାନ୍ତରେ ସମସ୍ତ ଏସ୍ପି ଏବଂ ବିଭିନ୍ନ…
ପୋଲିସ ଏନ୍କାଉଣ୍ଟରରେ ଦୁଇ ମାଓବାଦୀ ମୃତ
ଭୁବନେଶ୍ୱର,୨୩ା୭ (ବ୍ୟୁରୋ): ମାଓବାଦୀ ଦମନ କ୍ଷେତ୍ରରେ ଓଡ଼ିଶା ପୋଲିସକୁ ଆଉଏକ ସଫଳତା ମିଳିଛି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଅଞ୍ଚଳରେ କୋମ୍ବିଂ ଅପରେଶନ୍ବେଳେ ପୋଲିସ ଏନ୍କାଉଣ୍ଟରରେ ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଜଣେ ପୁରୁଷ ଓ ଅନ୍ୟ ଜଣେ ହେଉଛନ୍ତି…
ବଢୁଛି ସଂଖ୍ୟା: କଟକରୁ ଆଉ ୩୪ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୩।୭: କଟକ ସହରରେ ଗୁରୁବାର ୩୪ ନୂୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ କେସ୍, ୨୧ ହୋମ୍ କ୍ୱାରାଣ୍ଟାଇନ୍ କେସ୍, ୮ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଦୂଆ ଆକ୍ରାନ୍ତଙ୍କୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ…
ଦେହରେ ପିପିଇ କିଟ୍, ହାତ ପାଦ ଖୋଲା
କଟକ ଅଫିସ,୨୩ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସଂକ୍ରମଣକୁ ରୋକିବା ଓ ଆକ୍ରାନ୍ତଙ୍କ ଚିହ୍ନଟ ପାଇଁ ବର୍ତ୍ତମାନ ସହରର ପୁରୁଣା ରାଉସପାଟଣା, ପ୍ରତାପନଗରୀ, ପରିଡ଼ାସାହି ଶଙ୍କରପୁର ଓ ଖଟ୍ବିନ୍ ସାହିକୁ କଣ୍ଟେନ୍ମେଣ୍ଟ ଜୋନ୍ କରାଯାଇଛି। ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ…
ନିଷିଦ୍ଧାଞ୍ଚଳରେ କୋର୍ଟ ବନ୍ଦ ନିଷ୍ପତ୍ତି ନେବେ ଜିଲାଜଜ୍
କଟକ ଅଫିସ,୨୩ା୭: ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଜିଲା ଓ ରାଉରକେଲା ପୌରାଞ୍ଚଳରେ ଜୁଲାଇ ୩୧ ଯାଏ ଲକ୍ଡାଉନ ଘୋଷଣା ହୋଇଛି। ପରେ ଅନ୍ୟ କିଛି ଜିଲାରେ ମଧ୍ୟ କରୋନା ସ୍ଥିତି ଦୃଷ୍ଟିରୁ କଟକଣା ଜାରି କରାଯାଇଛି। ବିଚାର ବ୍ୟବସ୍ଥା ଉପରେ…
ମାଛ ଧରା ଜାଲରେ ଲାଗିଲା ବ୍ୟାଗ ଭର୍ତ୍ତି ଅଚଳ ଟଙ୍କା
ବାରଙ୍ଗ,୨୨ା୭(ଡି.ଏନ.ଏ.): ପୁରୀ ମେନ କେନାଲରୁ ବୁଧବାର ବ୍ୟାଗ ଭର୍ତ୍ତି ଥିବା ଅଚଳ ଟଙ୍କା ମିଳିଛି। ଅପରାହ୍ନ ସମୟରେ ସ୍ଥାନୀୟ ଗ୍ରାମର ଜଣେ ମାଛଧରାଳି କେନାଲରେ ଜାଲ ପକାଉଥିଲେ। କିଛି ସମୟ ପରେ ଜାଲକୁ ଟାଣିବାବେଳେ ବହୁତ ଭାରି ଜଣାପଡିବାରୁ ବଡ଼ ମାଛ…
କଟକ ସହରରୁ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫୪ ପଜିଟିଭ୍ ଚିହ୍ନଟ
କଟକ ଅଫିସ,୨୨ା୭: ବୁଧବାର କଟକ ସହରରୁ ୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ରେ ପହଞ୍ଚିଥିବା କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରେ ୧୧ଟି ଇନ୍ଷ୍ଟିଚ୍ୟୁଶନାଲ କେସ୍ ଥିବା…
କଟକ ଶଙ୍କରପୁର କଣ୍ଟେନମେଣ୍ଟ ଜୋନ୍
କଟକ ଅଫିସ,୨୨।୭: କଟକ ମହାନଗର ନିଗମ(ସିଏମ୍ସି)ର ୩୭ ନମ୍ବର ୱାର୍ଡ ପରିଡାସାହି, ଶଙ୍କରପୁରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଠାରୁ କେତେକ କରୋନା ପଜିଟିଭ ଚିହ୍ନଟ ହେବା ପରେ ସିଏମ୍ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସାହିକୁ ପ୍ରବେଶ ଏବଂ ପ୍ରସ୍ଥାନ…
ପ୍ରସ୍ତାବରେ ଅଟକିଛି ରୋବୋଟିକ ସର୍ଜରୀ
କଟକ ଅଫିସ,୨୨ା୭: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ରୋବୋଟିକ ସର୍ଜରୀ ଦ୍ୱାରା ଅସ୍ତ୍ରୋପଚାର ପାଇଁ ୨୦୧୭ରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତାବ ରଖିଥିଲା। ୨୦୧୭ ଡିସେମ୍ବର ସୁଦ୍ଧା ଏହି ଚିକିତ୍ସା ପଦ୍ଧତି ଆରମ୍ଭ କରିବାକୁ ସରକାର ଟାର୍ଗେଟ୍ କରିଥିଲେ। ଏଥିପାଇଁ…
କଟକରେ ମାଡୁଛି କରୋନା: ଆଜି ଆଉ ୩୨ ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୧।୭: କଟକ ସହରରୁ ମଙ୍ଗଳବାର ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ରୁ ୫, ହୋମ୍ କ୍ୱାରାଣ୍ଟାଇନ୍ରୁ ୨୧, ଲୋକାଲ କେସ୍ ୫ ଏବଂ ପେଡ୍ କ୍ୱାରାଣ୍ଟାଇନ୍ରୁ ଜଣେ ଅଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା…
ଲକ୍ଡାଉନ: ୨ଟା ଯାଏ ଖୋଲିବ ଆର୍ଟିଓ
କଟକ ଅଫିସ,୨୧।୭: ରାଜ୍ୟର ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ଯାଜପୁର ଜିଲା ସହ ରାଉରକେଲା ସହରାଞ୍ଚଳରେ ରାଜ୍ୟ ସରକାର ଜୁଲାଇ ୩୧ ପର୍ଯ୍ୟନ୍ତ ଲକ୍ଡାଉନ ଜାରି କରିଛନ୍ତି। ଏଣୁ ଏହି ଅଞ୍ଚଳରେ ଥିବା ପରିବହନ କାର୍ଯ୍ୟାଳୟଗୁଡ଼ିକ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ଟା…
ଖାନ୍ନଗର: ବାପା-ପୁଅ ପଜିଟିଭ
କଟକ ଅଫିସ,୨୦ା୭-ଖାନ୍ନଗର ସାହିରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଏହା ପ୍ରଥମ ଘଟଣା। ଉଭୟ ଆକ୍ରାନ୍ତ ବାପା-ପୁଅ। ଆକ୍ରାନ୍ତ ବାପା ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ଜଣେ ବରିଷ୍ଠ ବ୍ୟକ୍ତିବିଶେଷ ଓ ପୂଜା କମିଟିର ଜଣେ ସକ୍ରିୟ ସଦସ୍ୟ। ତାଙ୍କ…
Archives


