ଆଣ୍ଟିଜେନ କିଟ୍ ଅଭାବରୁ ଫେରୁଛନ୍ତି ରୋଗୀ
କଟକ ଅଫିସ,୨୮।୮: ସରକାର କହୁଛନ୍ତି ଟେଷ୍ଟ ସଂଖ୍ୟା ବଢିଲେ ପଜିଟିଭ ସଂଖ୍ୟା ବଢିବ। ତେବେ ଯାଇ ଶୀଘ୍ର କରୋନାକୁ ମାତ୍ ଦେଇହେବ। କିନ୍ତୁ କଟକରେ ଏହି କଥାର କିଛି ଗୁରୁତ୍ୱ ଥିଲା ପରି ମନେ ହେଉ ନାହିଁ। କାରଣ ଏଠାରେ ଚଳିତ…
୩୧ ଯାଏ ରେଭେନ୍ଶା ବିଶ୍ୱବିଦ୍ୟାଳୟ ବନ୍ଦ
କଟକ ଅଫିସ, ୨୮।୮: ରେଭେନ୍ଶା ବିଶ୍ୱବିଦ୍ୟାଳୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିପାଇଁ ଗୁରୁବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରିଛନ୍ତି କୁଳପତି ପ୍ରଫେସର ଈଶାନ କୁମାର ପାତ୍ର। କିଛିମାସ ପୂର୍ବରୁ ଜଣେ ହଷ୍ଟେଲ କର୍ମଚାରୀଙ୍କ ପୁଅ…
ସିଏମ୍ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ
କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ…
‘ବାପାଙ୍କୁ କୋଭିଡ୍ ହସ୍ପିଟାଲ ନିଅ’
କଟକ ଅଫିସ,୨୭ା୮: ପେଟରୋଗରେ ପୀଡ଼ିତ ଜଣେ ବୃଦ୍ଧ ଚିକିତ୍ସା ପାଇଁ ଗୋଟିଏ ହସ୍ପିଟାଲରୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର ହେବା ଭିତରେ କରୋନା ଭୂତାଣୁ ସଂକ୍ରମଣର ଶିକାର ହୋଇଛନ୍ତି। ଆର୍ଥତ୍କ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ତାଙ୍କ ଚିକିତ୍ସା ଖର୍ଚ୍ଚ କରିପାରୁ ନାହାନ୍ତି…
ଏସ୍ସିବି ସେଣ୍ଟ୍ରାଲ ଆଇସିୟୁ ବନ୍ଦ
କଟକ ଅଫିସ,୨୭ା୮: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲ କାଜୁଆଲିଟିର ଚତୁର୍ଥ ମହଲାରେ ଥିବା ସେଣ୍ଟ୍ରାଲ ଆଇସିୟୁକୁ ବନ୍ଦ କରି ଦିଆଯାଇଛି। ବୁଧବାର ଏଠାରୁ ଗୋଟିଏ ଦିନରେ ୧୪ ଜଣ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଛି। ଏଯାବତ୍ ଏଠାରେ…
‘ସମଲିଙ୍ଗୀଙ୍କୁ ଏକାଠି ରହିବାକୁ ସମାଜ ସୁଯୋଗ ଦେଉ’
କଟକ ଅଫିସ,୨୭ା୮: ସାମ୍ପ୍ରତିକ ସାମାଜିକ ମୂଲ୍ୟବୋଧ ଓ ବ୍ୟବସ୍ଥାର ପ୍ରତିଫଳନ ହେଉଛି ଆଇନ। ସମୟ ଅନୁସାରେ ସାମାଜିକ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଥାଏ। ସମଲିଙ୍ଗୀ ସମ୍ପର୍କ, ବ୍ୟକ୍ତିଗତ ସ୍ବାଧୀନତା ଅଧିକାର ଆଇନତଃ ସୁରକ୍ଷିତ। କଥାରେ ଅଛି ପ୍ରେମ ମାନେନା ବାଧା ବନ୍ଧନ। ତେଣୁ…
ଏସ୍ସିବିରୁ ଚିହ୍ନଟ ହେଲେ ଆଉ ୨୪ ପଜିଟିଭ
କଟକ ଅଫିସ,୨୬ା୮- ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ବୁଧବାର ଆଉ ୨୪ ଜଣ ପଜିଟିଭ ଚିହ୍ନଟ ହୋଇନ୍ତି। ସେହିପରି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏସ୍ସିବିର ଡେଣ୍ଟାଲ ବିଭାଗରୁ ଜଣେ…
କଟକ ଜିଲାରୁ ୪୩୯, ସହରରୁ ୨୭୬ ପଜିଟିଭ
କଟକ ଅଫିସ,୨୬ା୮- କଟକ ଜିଲାରେ ଲଗାତର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସେଥିରେ ସହରରୁ ୨୭୬ ସଂକ୍ରମିତ ରହିଛନ୍ତି। କଟକ ସହରରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବକ୍ସିବଜାର ଅଞ୍ଚଳରୁ…
ସୁଇସାଇଡ ନୋଟ୍ ଲେଖି ନାବାଳକଙ୍କ ଆତ୍ମହତ୍ୟା
ଚୌଦ୍ୱାର,୨୬ା୮(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ପୌରପାଳିକା ୧୭ ନମ୍ବର ୱାର୍ଡ କପାଳେଶ୍ୱର ନୂଆସାହିରୁ ଜଣେ ନାବାଳକର ଝୁଲନ୍ତା ମୃତଦେହକୁ ଚୌଦ୍ୱାର ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି । ସେ ହେଲେ ପାରସନାଥ ସିଂହଙ୍କ ପୁଅ ସରୋଜ(୧୬)। ପ୍ରକାଶ ଯେ, ସରୋଜ…
ଶୟନମୁଦ୍ରାରେ ମା’ କଟକଚଣ୍ଡୀ
କଟକ ଅଫିସ,୨୬ା୮: ମା’ଙ୍କ ପାଇଁ ଆସିଛି ନୂତନ ଗଦି, ତକିଆ ଓ ଶଯ୍ୟା ଉପକରଣ। ଏବେ ଗୋଟିଏ ପକ୍ଷ ଅର୍ଥାତ୍ ୧୫ଦିନ ଯାଏ ଶୟନମୁଦ୍ରାରେ ରହିବେ କଟକର ଆରାଧ୍ୟା ମା’ କଟକଚଣ୍ଡୀ। ପୀଠରେ ମଙ୍ଗଳବାର ଶୟନଉତ୍ସବ ପାଳନ ହେବା ସହ ସ୍ବତନ୍ତ୍ର…
ଜିଲାପାଳ କାର୍ଯ୍ୟାଳୟ ୨ ଦିନ ବନ୍ଦ
କଟକ ଅଫିସ,୨୬।୮: କଟକ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସଂକ୍ରମଣ ବ୍ୟାପିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ…
ଏସ୍ସିବିରେ ଚିନ୍ତା ବଢ଼ାଇଲାଣି ସଂକ୍ରମଣ
କଟକ ଅଫିସ,୨୬ା୮: ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍ସିବି) ମେଡିକାଲ କଲେଜ ଓ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯେଉଁ ପରିମାଣରେ ବଢ଼ିଚାଲିଛି, ତାହା ରୋଗୀ ଓ କର୍ତ୍ତୃପକ୍ଷଙ୍କୁ ଆଶଙ୍କାରେ ପକାଇଲାଣି। ରୋଗୀ ତ ଭୟଭୀତ, ଅନ୍ୟପକ୍ଷରେ କର୍ତ୍ତୃପକ୍ଷ ମଧ୍ୟ ମାନବ ସମ୍ବଳ…

