କଟକ

କଟକ ସହରରୁ ୧୫୦ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୨୦।୮-କଟକ ସହରରୁ ଗୁରୁବାର ୧୫୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୭ ଲୋକାଲ କେସ। କଟକ ଏସ୍‌ସିବି ମେଡିକାଲ ଆଇସୋଲେଶନ ଓ୍ବାର୍ଡରୁ ୧୭ ଜଣ, ସେଲଟର ଛକ ଧୋବାସାହିରୁ ୧୯, ମୋଚି ସାହିରୁ ୬, ନୂଆ ବଜାରରୁ ୫,…

ହଟ୍‌ସ୍ପଟ୍‌ରେ ଏସ୍‌ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ, ଆଜି ୧୦ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୦ା୮: ଏସ୍‌ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରୁ ବୁଧବାର ପ୍ରଥମ କରି ୩ ଜଣ ଷ୍ଟାଫ୍‌ଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ତେବେ ଗୁରୁବାର ସକାଳେ ଆଉ ୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଆଟେଣ୍ଡାଣ୍ଟ ଏବଂ…

ଗଣେଶ ପୂଜା ପ୍ରସଙ୍ଗ: ସ୍ଥାନୀୟ ପ୍ରଶାସନ ନେବ ନିଷ୍ପତ୍ତି

କଟକ ଅଫିସ,୨୦ା୮: ଟ୍ବିନ୍‌ ସିଟି ଭୁବନେଶ୍ୱର ଏବଂ କଟକରେ ଗଣେଶ ପୂଜା ପାଇଁ ଅନୁମତି ଦେବାକୁ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଗୁରୁବାର ମାମଲାର ବିଚାର କରି ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେଉ ବୋଲି କୋର୍ଟ ନିର୍ଦ୍ଦେଶ…

୨୨ରେ ଭାରତ ପ୍ରତିଭା ସମ୍ମାନ ଉତ୍ସବ

କଟକ ଅଫିସ,୨୦ା୮: ଜୟ ଭାରତ ଫାଉଣ୍ଡେଶନ ପକ୍ଷରୁ ସବୁବର୍ଷ ଭଳି ପୂଜ୍ୟପୂଜା ପରମ୍ପରାକୁ ଅବ୍ୟାହତ ରଖି ଚଳିତ ବର୍ଷ ୨୧ତମ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ଅଗଷ୍ଟ ୨୨ରେ ବାରଙ୍ଗସ୍ଥିତ ରାମଦାସପୁର କାରଖାନା…

ଜେଲରେ ସକିଲ, ଫୋନ୍‌ରେ ମାଗୁଛନ୍ତି ଦାଦାବଟି

କଟକ ଅଫିସ,୨୦ା୮: ଦୁର୍ଦ୍ଦାନ୍ତ ଅପରାଧୀ ସକିଲ ଅହମ୍ମଦ ଓରଫ ମହମ୍ମଦ ସକିଲ ଏବେ କେନ୍ଦୁଝର ଜେଲରେ ରହିଛନ୍ତି। କିଛି ଦିନ ତଳେ ପୋଲିସ କମିଶନରଙ୍କ ନିର୍ଦ୍ଦେଶରେ ସକିଲଙ୍କ ଉପରେ ଜାତୀୟ ନିରାପତ୍ତା ଆଇନ (ଏନ୍‌ଏସ୍‌ଏ) ଲଗାଯାଇଥିଲା। କୌଣସି ଅପରାଧିକ କାର୍ଯ୍ୟକଳାପ ଯୋଜନା…

ଡିଏସ୍‌ପି ସ୍ତରରେ ଅଦଳବଦଳ

କଟକ ଅଫିସ,୨୦ା୮: ଡିଏସ୍‌ପି ସ୍ତରରେ ଅଦଳବଦଳ ହୋଇଥିବା ନେଇ ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କନ୍ଧମାଳ ମୁଖ୍ୟାଳୟ ଡିଏସ୍‌ପି ଡି. ତିରୁପତି ରାଓ ପଟ୍ଟନାୟକଙ୍କୁ ଜି. ଉଦୟଗିରି ଏସ୍‌ଡିପିଓ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ପାରଳାଖେମୁଣ୍ଡି ଏସ୍‌ଡିପିଓ…

ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କା ବୃଦ୍ଧି କର: ହାଇକୋର୍ଟ

କଟକ ଅଫିସ,୧୯ା୮-ହୋମଗାର୍ଡମାନଙ୍କ ଭତ୍ତା ବୃଦ୍ଧି କରି ରାଜ୍ୟ ସରକାର ସେମାନଙ୍କୁ ଦୈନିକ ୫୩୩ ଟଙ୍କା ଦିଅନ୍ତୁ। ସେମାନଙ୍କ ମଜୁରିକୁ ନେଇ ହାଇକୋର୍ଟ ବୁଧବାର ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ତିନି ମାସ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟ…

କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍‌ସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

ଏସ୍‌ସିବି କାଜୁଆଲଟି ସ୍ଥିତି ଖରାପ

କଟକ ଅଫିସ,୧୯ା୮: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର କାଜୁଆଲିଟି ଓ ଆଇସୋଲେଶନ ୱାର୍ଡରେ ସ୍ଥିତି ଖରାପ ରହିଛି। କାଜୁଆଲିଟିରୁ ସୋମବାର ଜଣେ ରୋଗୀ ଚିହ୍ନଟ ହୋଇଥିଲେ। ଅନେକ ଚେଷ୍ଟା ପରେ ତାଙ୍କୁ ମଙ୍ଗଳବାର ସନ୍ଧ୍ୟାରେ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।…

ପୂଜା ଅନୁମତି ପାଇଁ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୯ା୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଦ୍ୱୈତନଗରୀରେ ଗଣେଶ ପୂଜା ଉପରେ କଟକଣା ଲଗାଇଛି। ପୋଲିସର ଏହି ପଦକ୍ଷେପକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ନଗର ବୁଢ଼ା…

ଅଧାରେ ଅଟକିଛି ଗାନ୍ଧୀଙ୍କ ଥ୍ରୀ-ଡି ଭାସ୍କର୍ଯ୍ୟ

କଟକ ଅଫିସ,୧୯ା୮: କାଠଯୋଡ଼ି କୂଳରେ ବ୍ରୋଞ୍ଜ ତିଆରି ଥ୍ରୀ-ଡି ଭାସ୍କର୍ଯ୍ୟ କୃତୀ ସ୍ଥାପନ କରାଯିବ। ୨୦ ଫୁଟ ଚଉଡ଼ା ଓ ୧୦ ଫୁଟ ଉଚ୍ଚତା ବିଶିଷ୍ଟ ଏହି କଳାକୃତିରେ ସ୍ଥାନ ପାଇବ ଗାନ୍ଧୀଜୀଙ୍କ କଟକ ଗସ୍ତ ସମୟର ସ୍ମୃତି। କଟକର ୧୮…

କଟକ ସହରରୁ ଆଉ ୭୯ କରୋନା ପଜିଟିଭ ଚିହ୍ନଟ: ସ୍ଥାନୀୟ ସଂକ୍ରମିତ ୨୩

କଟକ ଅଫିସ, ୧୮।୮(ବ୍ୟୁରୋ): କଟକ ସରରରୁ ମଙ୍ଗଳବାର ୭୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ଜଣ କଣ୍ଟେନମେଣ୍ଟ ଜୋନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୨ ସରକାରୀ କ୍ୱାରାଣ୍ଟାଇନ, ୧୩ ହୋମ୍‌ କ୍ୱାରାଣ୍ଟାଇନ୍‌ ଓ ୨୩ ଲୋକାଲ କେସ୍‌ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?